ବିଜେଡି ବ୍ଲକ ସଭାପତିଙ୍କୁ ଆଜିବି ଝୁରୁଛି ଗାଁ ମାଟି

ଦିଗପହଣ୍ଡି,୨୫।୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜେଡି ସଭାପତି ତଥା ନିମଖଣ୍ଡି ପେଣ୍ଠ ପଞ୍ଚାୟତର ପୂର୍ବତନ ସରପଞ୍ଚ ଏବଂ ସମିତସଭ୍ୟ ରହିଥିବା ବିଭୂତି ଭୂଷଣ ମହାପାତ୍ରଙ୍କ ଦ୍ବାଦଶାହ ସ୍ମୃତି ସଭା ଶନିବାର ପନାଡ ଗ୍ରାମ କଲ୍ୟାଣ ମଣ୍ଡପଠାରେ ଅନୁଷ୍ଠିତ ହୋଇଯାଇଛି। ଜିଲା ପରିଷଦ ସଦସ୍ୟ ରାଧାକାନ୍ତ ମହାଙ୍କୁଡଙ୍କ ସଂଯୋଜନାରେ ଅନୁଷ୍ଠିତ ସ୍ମୃତି ସଭା ପ୍ରାରମ୍ଭରେ ଅମର ଆତ୍ମାର ସଦ୍‌ଗତି ନିମନ୍ତେ ଏକ ମିନିଟ ନୀରବ ପ୍ରାର୍ଥନା କରାଯିବା ପରେ ବିଭୂତିଙ୍କ ବଡ଼ଭାଇ ବିରଜା ମହାପାତ୍ର, ଇଂ. ରଜନୀକାନ୍ତ ମହାପାତ୍ର, ହୃଷିକେଶ ମହାପାତ୍ର, ତ୍ରିଲୋଚନ ମହାପାତ୍ର, ଦିବାକର ମହାପାତ୍ର, ଝିଅ ଶୁଭାଙ୍ଗି ମହାପାତ୍ର, ପୁତୁରା ଆଶିଷ କୁମାର ମହାପାତ୍ର,ବିସ୍ମୟ ମହାପାତ୍ର, ପ୍ରଥମେ ଫୋଟ ଚିତ୍ରରେ ଶ୍ରଦ୍ଧା ସୁମନ ଅର୍ପଣ କରିଥିଲେ। ପରେ ବିଜେଡ଼ି ରାଜ୍ୟ ପରିଷଦ ସଦସ୍ୟ ବିପ୍ଲବ ପାତ୍ର, ଯୋଗୀ ଦେବଦତ୍ତ ମହାରାଜ, ପୂର୍ବତନ ବ୍ଲକ ଅଧ୍ୟକ୍ଷ ବିପିନ ଚନ୍ଦ୍ର ପ୍ରଧାନ, ସରପଞ୍ଚ ରଞ୍ଜନ କୁମାର ସାହୁ,ସରପଞ୍ଚ ସଂଘ ବ୍ଲକ ସଭାପତି ଫନେନ୍ଦ୍ର ଚନ୍ଦ୍ର ଗୋସୱାମୀ, ଏମ.ପି ପ୍ରତିନିଧି ହରିବନ୍ଧୁ ରେଡ୍ଡୀ, ଓକିଲ ସଂଘର ପୂର୍ବତନ ସଭାପତି ହରପ୍ରସାଦ ରଥ, ପୂର୍ବତନ ଏନଏସି ଅଧ୍ୟକ୍ଷ ଭି.ରବି ନାରାୟଣ ରାଜୁ, ଉଦୟନାଥ ସ୍ବାଇଁ, ସରକାରୀ ଓକିଲ ନକୁଳ ପ୍ରଧାନ,ସିମାଞ୍ଚଳ ଗୈାଡ, ବାବୁଲା ପାତ୍ର, ଡମ୍ବରୁ ସେଠୀ, ସାମାଜିକ କର୍ମୀ ଏମ.ନିରଞ୍ଜନ ରେଡ୍ଡୀ,ମନୋଜ ସାହୁ, ପୂର୍ବତନ ସରପଞ୍ଚ ଶିବରାମ ପ୍ରଧାନ, ଭଗବାନ ବାଡତ୍ୟା, ରାଜେନ୍ଦ୍ର ପ୍ରସାଦ ପାଠୀ, ଦିଲ୍ଲୀପ ହୋତା, ରବିଚନ୍ଦ୍ର ଗୈାଡ, ପୀତାମ୍ବର ଗୈାଡ,ଚିତ୍ରସେନ ଗୌଡ଼, ପ୍ରମୋଦ ପାଣିଗ୍ରାହୀ,ଏମ.ସନ୍ତୋଷ, ଶୁଭେନ୍ଦୁ ପାଢ଼ୀ, ମନୋଜ କୁମାର ପଟ୍ଟନାୟକ, ସନ୍ତୋଷ କୁମାର ପାତ୍ର, ଲକ୍ଷ୍ମୀ ନାରାୟଣ ପୂଜାରୀ ପ୍ରମୁଖ ବିଭୂତିଙ୍କ ବହୁମୁଖୀ ପ୍ରତିଭା, ପଞ୍ଚାୟତ ବିକାଶରେ ତାଙ୍କ ଅବିସ୍ମରଣୀୟ ଅବଦାନ ଏବଂ ସାଙ୍ଗଠନିକ ଦକ୍ଷତା ସମ୍ପର୍କରେ ସ୍ମୃତି ଚାରଣ କରିଥିଲେ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍‌ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…

ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ଅସ୍ତିତ୍ୱ ହରାଉଛି ପ୍ରାକୃତିକ ଜଳ ଉତ୍ସ ସୁନ୍ଦରନାଳ

କୁଆଁରମୁଣ୍ଡା,୨୧ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରନାଳ ହେଉଛି କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ପ୍ରବାହିତ ଏକ ପ୍ରାକୃତିକ ଜଳ ଉତ୍ସ। ଏହି ଜଳ ଉତ୍ସ କୁମଝରିଆ ପଞ୍ଚାୟତର ପଟୁଆ ବାହାଲ-ତାଲସେରା…

ଭଡା ଘରୁ ମିଳିଲା ପୋଲିସ କର୍ମଚାରୀଙ୍କ ମୃତଦେହ: ୩ ବର୍ଷ ହେଲା…

ଭବାନୀପାଟଣା,୨୧।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ପୁରୁଣାପଡାର ଏକ ଭଡା ଘରୁ ଶୁକ୍ରବାର ଜଣେ ଡିଭିଏଫ(ଜିଲା ସ୍ୱେଚ୍ଛାସେବୀ ବାହିନୀ)ପୋଲିସ କର୍ମଚାରୀଙ୍କ ଝୁଲନ୍ତା ମୃତ ଦେହ…

ହୀରାକୁଦରେ ବନ୍ଦ ହେଲା ୮ ଗେଟ୍‌, ୭ ଗେଟ୍‌ରେ ହେଉଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍‌…

ଚାଷ କାମ ଚାଲିଥିବା ବେଳେ ବଜ୍ରପାତ: ଜଣେ ମୃତ ଜଣେ ଗୁରୁତର

ମହାକାଳପଡ଼ା, ୨୧।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଯଦୁପୁର ପଞ୍ଚାୟତର ଯଦୁପୁର ଖସାଡ଼ି ଗ୍ରାମ ନିକଟରେ ଚାଷ ଜମିରେ ବେଉଷଣ କାମ…

ଗ୍ରାମ୍ୟ ରାସ୍ତା ମରାମତି ପାଇଁ ସରପଞ୍ଚଙ୍କ ଦାବି: ଜିଲାପାଳଙ୍କୁ ସ୍ମାରକପତ୍ର 

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ସରପଞ୍ଚ ମନୋରଞ୍ଜନ ଗୌଡ଼ କଇଠଖଣ୍ଡି ଏବଂ ବୋରିପଦର ଗ୍ରାମ ଖାଲଖମା ରାସ୍ତା ଗୁଡ଼ିକୁ ତୁରନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri