ଭୋଟ୍‌ ବର୍ଜନ କଲେ ଗ୍ରାମବାସୀ

ପାରଳାଖେମୁଣ୍ଡି,୨୦ା୨(ଡି.ଏନ୍‌.ଏ.): ଗଜପତି ଜିଲା ରାୟଗଡ଼ା ବ୍ଲକ ଅନ୍ତର୍ଗତ ଏଙ୍ଗାରସିଂ ପଞ୍ଚାୟତର ଜାଲ ଗ୍ରାମବାସୀ ସମୂହ ଭୋଟ୍‌ ବର୍ଜନ, ପଞ୍ଚାୟତ ପୂର୍ଣ୍ଣ ଗଠନ ବେଳେ ଗ୍ରାମବାସୀଙ୍କୁ ଅଣଦେଖା ନେଇ ଅସନ୍ତୁଷ୍ଟ ଓ ମୌଳିକ ସମସ୍ୟାର ସମାଧାନ ନ ହେବାରୁ ଭୋଟ୍‌ ବର୍ଜନ କରିଛନ୍ତି ଗ୍ରାମବାସୀ। ସ୍ଥାନୀୟ ବାସିନ୍ଦାଙ୍କ କହିବା ହେଲା ପଞ୍ଚାୟତ ଯେତେବେଳେ ବିଭାଜନ ହୋଇ ପୂର୍ଣ୍ଣ ଗଠନ ହେବା ସମୟରେ ଗାଁ ଲୋକଙ୍କ ମତାମତ ସଂଗ୍ରହ ନ କରି ସମସ୍ତ ସରକାରୀ ଗାଇଡ୍‌ଲାଇନକୁ ଅଣଦେଖା କରି ସରକାରୀ ଅଧିକାରୀମାନେ ନିଜ ମନ ମୁତାବକ ଜାଲ ଗ୍ରାମକୁ ଲୋଭା ପଞ୍ଚାୟତରୁ ବାହାର କରି ଏଙ୍ଗାରସିଂ ପଞ୍ଚାୟତରେ ସାମିଲ କଲେ ଯାହାକୁ ନେଇ ବହୁ ପୂର୍ବରୁ ବିବାଦ ଲାଗି ରହିଥିଲା। ଅନେକ ବାର ଗ୍ରାମବାସୀ ପ୍ରଶାସନର ଦ୍ବାରସ୍ଥ ହୋଇଛନ୍ତି କିନ୍ତୁ ଗାଁ ଲୋକଙ୍କ ଗୁହାରି ଶୁଣି ନ ଥିବା ଅଭିଯୋଗ ହୋଇଛି। ଯାହାର ପ୍ରତିବାଦରେ ଜାଲ ଗ୍ରାମବାସୀ ସମୂହ ଭୋଟ ବର୍ଜନର ନିଷ୍ପତ୍ତି ନେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ସୁନ୍ଦରଗଡ଼ରେ ତୁଷାରପାତ

ସୁନ୍ଦରଗଡ଼,୨୯।୧୨(ଡି.ଏନ୍‌.ଏ.) – ସୁନ୍ଦରଗଡ଼ ଜିଲାରେ ଶୀତର ପ୍ରକୋପ ବୃଦ୍ଧି ପାଇଛି। ରାତିରେ ପାରଦ ଖସୁଥିବା ଯୋଗୁ ଶୀତ ବଢୁଛି। ଶୁକ୍ରବାର ରାତିରେ ଜିଲାର କୋଇଡା, ଟେନସା...

ବରଗଡ଼ରେ ସିଟି ହସ୍ପିଟାଲ ଦାବି: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ସୁରେଶ ପୂଜାରୀ

ବରଗଡ଼ ଅଫିସ,୨।୨: ବରଗଡ଼ ସହରରେ ଥିବା ପୁରୁଣା ଜିଲା ମୁଖ୍ୟ ଡାକ୍ତରଖାନାକୁ ସିଟି ହସ୍ପିିଟାଲ ଘୋଷଣା ଦାବି ଜୋର ଧରିଛି। ସହରବାସୀ ଏହି ଦାବିରେ ଆନ୍ଦୋଳନକୁ...

ବଣିକ ସଂଘ-ହେମାଲ ସଂଘ ମୁହାଁମୁହିଁ: ଥାନାଧିକାରୀଙ୍କ ବଦଳି ଦାବିରେ ଧାରଣା

ବଲାଙ୍ଗୀର ଅଫିସ,୮।୩ : ଏକ ମାଲ୍‌ ବୋଝେଇ ଗାଡ଼ିରୁ ଜିନିଷପତ୍ର ଅନଲୋଡିଂ ବେଳେ ଜିଲା ବଣିକ ସଂଘ ଓ ହେମାଲ ସଂଘ ରବିବାର ମୁହାଁମୁହିଁ ହୋଇଥିଲେ...

ଅତିଥି ବେଶରେ ଗହଣା ବ୍ୟାଗ୍‌ ନେଇ ଚମ୍ପଟ ଘଟଣା: ଅଭିଯୁକ୍ତଙ୍କୁ ବାନ୍ଧିଲା କମିଶନରେଟ ପୋଲିସ, ଜବତ ହେଲା ଟଙ୍କା

ଭୁବନେଶ୍ୱର,୪।୩(ବ୍ୟୁରୋ): ଚନ୍ଦ୍ରଶେଖରପୁର ଥାନା ଅଞ୍ଚଳରେ ଥିବା କ୍ରିଷ୍ଟାଲ କୋଟିଆ କଲ୍ୟାଣ ମଣ୍ଡପରେ ଚାଲିଥିବା ଏକ ବିବାହ ଉତ୍ସବରେ ଭିଆଇପି ଅତିଥି ସାଜି ଗହଣା ବ୍ୟାଗ୍‌ ଲୁଟ୍‌ର...

ଆଠମଲ୍ଲିକରୁ ଗଲା ତୁଳସୀ, ପଦ୍ମଫୁଲ

ଆଠମଲ୍ଲିକ, ୧୯ା୪(ଡି.ଏନ.ଏ.)- ଲକଡାଉନ ଯୋଗୁ ପୁରୀ ଶ୍ରୀ ଜଗନ୍ନାଥ ମନ୍ଦିରରେ ତୁଳସୀ ପତ୍ର ଓ ଫୁଲର ଅଭାବ ଦେଖା ଯାଉଥିବାବେଳେ ରବିବାର ଏକ କାର୍ ଆଠମଲ୍ଲିକରୁ...

ଏସ୍‌ଡିିଜେଏମ୍‌ଙ୍କ ରାୟକୁ ଚାଲେଞ୍ଜ

ବ୍ରହ୍ମପୁର ଅଫିସ,୨୩ା୧୨: ବହୁଚର୍ଚ୍ଚିତ ଡା.ସୁମିତ ସାହୁ-ତପସ୍ବିନୀ ଦାଶଙ୍କ ବିବାଦ ଏବେ ଦିନକୁ ଦିନ ଭିନ୍ନ ମୋଡ଼ ନେଉଛି। ନ୍ୟାୟ ଭିକ୍ଷା କରି ବୋହୂ ତପସ୍ବିନୀ ବ୍ରହ୍ମାନଗର...

ମକର ବେଶରେ ଦର୍ଶନ ଦେଲେ ମହାପ୍ରଭୁ

ପୁରୀ ଅଫିସ,୧୫ା୧: ଶ୍ରୀମନ୍ଦିରରେ ବୁଧବାର ପାଳିତ ହୋଇଛି ମକର ପର୍ବ। ରତ୍ନସିଂହାସନରେ ଦାରୁବିଗ୍ରହ ମକର ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି। ଏଥିପାଇଁ ଶ୍ରୀମନ୍ଦିରରେ ଶ୍ରଦ୍ଧାଳୁଙ୍କ ଗହଳି...

‘ଫନୀ’ କ୍ଷୟକ୍ଷତିଜନିତ ରିପୋର୍ଟ ଉନ୍ମୋଚିତ : ପୁନରୁଦ୍ଧାର ପାଇଁ ଆବଶ୍ୟକ ୨୯,୩୧୫ କୋଟି ଟଙ୍କା

ଭୁବନେଶ୍ୱର,୬।୮(ବ୍ୟୁରୋ)- ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ମଙ୍ଗଳବାର ସଚିବାଳୟରେ ସାମୁଦ୍ରିକ ଝଡ଼ ଫନୀ ବାତ୍ୟାଜନିତ କ୍ଷୟକ୍ଷତି ଓ ପୁନରୁଦ୍ଧାର ସମ୍ପର୍କିତ ରିପୋର୍ଟ ଉନ୍ମୋଚନ ହୋଇଛି। ଭାରତରେ...

Advertisement
Archives

Model This Week