ମନ୍ତ୍ରୀଙ୍କ ପାଚେରି ଭାଙ୍ଗିଲେ ଗ୍ରାମବାସୀ

ବାରିପଦା ଅଫିସ, ୨।୧୦: ଯିବା ଆସିବା ଲାଗି ରାସ୍ତା ଛାଡ଼ିବାକୁ ଲୋକେ ଅନୁରୋଧ କରିଥିଲେ। ହେଲେ ଏଥିପ୍ରତି ଗୁରୁତ୍ୱ ନ ଦେବାରୁ ଲୋକଙ୍କ ରୋଷର ଶିକାର ହୋଇଛନ୍ତି ମହିଳା ଶିଶୁ ବିକାଶ ଓ ମିଶନଶକ୍ତି ମନ୍ତ୍ରୀ ବାସନ୍ତୀ ହେମ୍ବ୍ରମ। ମୟୂରଭଞ୍ଜ ଜିଲା କରଞ୍ଜିଆ ଏନ୍‌ଏସି ୧୪ ନଂ. ଓ୍ବାର୍ଡ ଅଙ୍କୁରା ମୌଜାରେ ମନ୍ତ୍ରୀଙ୍କ ଘର ଚତୁଃପାର୍ଶ୍ୱରେ ନିର୍ମାଣ ହେଉଥିବା ପାଚେରିକୁ ଶନିବାର ସ୍ଥାନୀୟ ଲୋକେ ବିରୋଧ କରି ଭାଙ୍ଗି ଦେଇଛନ୍ତି। ଏହାକୁ ନେଇ ଉତ୍ତେଜନା ପ୍ରକାଶ ପାଇଥିଲା। ସୂଚନାଯୋଗ୍ୟ, ପାଚେରି ନିର୍ମାଣ ହେଉଥିବା ସ୍ଥାନ ମନ୍ତ୍ରୀ ହେମ୍ବ୍ରମଙ୍କ ନିଜସ୍ବ। ଉକ୍ତ ସ୍ଥାନ ଦେଇ ଲୋକେ ଚଳପ୍ରଚଳ କରୁଥିବାରୁ ରାସ୍ତା ପାଇଁ ଜାଗା ଛାଡିବାକୁ ଅନୁରୋଧ କରିଥିଲେ। ହେଲେ ମନ୍ତ୍ରୀଙ୍କ ସ୍ବାମୀ ଏଥିପ୍ରତି ଗୁରୁତ୍ୱ ନ ଦେଇ ପାଚେରି ନିର୍ମାଣ କରିବାରୁ ଅସନ୍ତୋଷ ପ୍ରକାଶ ପାଇଥିଲା। ସ୍ଥାନୀୟ ଲୋକେ ପହଞ୍ଚତ୍ ବିରୋଧ କରିବା ସହ କିଛି ଇଟାଖଣ୍ଡ ଖସାଇ ଦେଇଥିଲେ। ପରେ ଉଭୟପକ୍ଷଙ୍କ ମଧ୍ୟରେ ବୁଝାମଣା ପରେ ପରିସ୍ଥିତି ସୁଧୁରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦୋକାନୀଙ୍କୁ କୋଭିଡ୍‌ ପରୀକ୍ଷା ବାଧ୍ୟତାମୂଳକ

ଜି.ଉଦୟଗିରି,୧୧ା୬: କରୋନା ସଂକ୍ରମଣ ରୋକିବା ପାଇଁ କନ୍ଧମାଳ ଜିଲା ଜି.ଉଦୟଗିର ପ୍ରଶାସନ ପକ୍ଷରୁ ଗତ ସପ୍ତାହରେ ବ୍ୟବସାୟୀମାନଙ୍କୁ କୋଭିଡ୍‌ ପରୀକ୍ଷା କରିବାକୁ ବାରମ୍ବାର କୁହାଯାଇଛି। ହେଲେ...

ଅଂଶୁଘାତରେ ବୃଦ୍ଧାଙ୍କ ଜୀବନଗଲା

ହାଟଡ଼ିହୀ, ୨୨।୫(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ ଜମ୍ଭରା ଶାଳବଣୀ ସାହିର ଜଣେ ବୃଦ୍ଧାଙ୍କର ବୁଧବାର ଅଂଶୁଘାତରେ ମୃତ୍ୟୁ ଘଟିଛି। ସେ ହେଲେ ହଳଧର ନାୟକଙ୍କ...

ପାନ ଦୋକାନରେ ନିଆଁ ଲଗାଇଲେ ଦୁର୍ବୃତ୍ତ

ଗୋପାଳପୁର,୧୮ା୮-ଗତ ୧୫ ଦିନରେ ଗୋଳନ୍ଥରା ଥାନା ରଣ୍ଢା, ଗୋବିନ୍ଦନଗର ଓ ଅଟୋନଗର ଅଞ୍ଚଳର ୩ ଦୋକାନ ଓ ଛତୁବାଡ଼ରେ ଦୁର୍ବୃତ୍ତମାନେ ନିଆଁ ଲଗାଇ ଚମ୍ପଟ ମାରିଛନ୍ତି।...

ଦେବଦମ୍ପତିଙ୍କ ବିବାହ ଉତ୍ସବ ସମ୍ପନ୍ନ

ପାଟଣା,୨୮।୫(ସ୍ବ. ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ସ୍ଥିତ ଗିରିଜା ଶଙ୍କର ଶିବ ମନ୍ଦିରରେ ବୁଧବାର ରାତିରେ ଦେବଦମ୍ପତିଙ୍କ ଦେବୀ ପାର୍ବତୀ ଓ ଦେବଦେବ...

ଅସହାୟ ଲୋକଙ୍କୁ ଶୁଖିଲା ଖାଦ୍ୟ, ମାସ୍କ ବଣ୍ଟନ

ବନ୍ତ,୧୫ା୪(ଡି.ଏନ୍‌.ଏ.) : କରୋନା ଭୂତାଣୁ ପ୍ରତିହତ ଲାଗି ସମଗ୍ର ରାଜ୍ୟରେ ଲକ୍‌ଡାଉନ୍‌ ଜାରି କରାଯାଇଛି। ଫଳରେ ଅସହାୟ ଲୋକମାନେ ଖାଇବା ପାଇଁ ବହୁତ ହଇରାଣ ହରକତ...

CORONAVIRUS UPDATE: ୨୦୦ ଡେଇଁଲା ଗଞ୍ଜାମରେ କରୋନା ଆକ୍ରାନ୍ତ ସଂଖ୍ୟା

ଭୁବନେଶ୍ୱର,୧୩।୫:(ବ୍ୟୁରୋ)- ରାଜ୍ୟରେ ବୁଧବାର ଚିହ୍ନଟ କରୋନା ପଜିଟିଭ ଆକ୍ରାନ୍ତଙ୍କ ସଂଖ୍ୟା ୫୩୮ରେ ପହଁଚିଛି। ଏଥିମଧ୍ୟରୁ ଗଞ୍ଜାମ ଜିଲାରେ ସର୍ବାଧିକ ୫୨ ଜଣ ଅଛନ୍ତି । ଏହାକୁ...

ଗଞ୍ଜାମ ଶାଖା ଡ୍ରାଇଭର ମହାସଂଘ ପକ୍ଷରୁ ଦାବି ପତ୍ର

ଗଞ୍ଜାମ,୮।୧୧(ଡି.ଏନ୍‌.ଏ.): ଓଡିଶା ଡ୍ରାଇଭର ମହାସଂଘର ଆହ୍ବାନ କ୍ରମେ ଗଞ୍ଜାମ ଶାଖା ଡ୍ରାଇଭର ମହାସଂଘ ପକ୍ଷରୁ ବିଭିନ୍ନ ଦାବି ନେଇ ଥାନା ଅଧିକାରୀଙ୍କୁ ମଙ୍ଗଳବାର ଭେଟିଛନ୍ତି। ଏହି...

୧୮ ରାଉଣ୍ଡରେ ବି ବିଜେଡି ଆଗୁଆ

ବରଗଡ ଅଫିସ,୮।୧୨: ବରଗଡ଼ ଜିଲା ପଦ୍ମପୁର ଉପନିର୍ବାଚନରେ ଭୋଟ ଗଣତି ଗୁରୁବାର ସକାଳୁ ଆରମ୍ଭ ହୋଇଛି। ତେବେ ୧୮ ରାଉଣ୍ଡ ସୁଦ୍ଧା ବିଜେଡି ପ୍ରାର୍ଥିନୀ ବର୍ଷା...

Advertisement
Archives

Model This Week