ତହସିଲଦାରଙ୍କୁ ତାଲା ପକାଇଲେ ଗ୍ରାମବାସୀ

ଭବାନୀପାଟଣା,୧୯ା୭(ଉତ୍ତମ କୁମାର ଦାଶ): ତହସିଲଦାରଙ୍କୁ ତାଙ୍କ କାର୍ଯ୍ୟାଳୟ ଭିତରେ ତାଲା ପକାଇ ଧାରଣାରେ ବସିଛନ୍ତି କୋଟାଗାଁର ଚାଷୀ। କୋଟା ଗାଁ ଧାନ ମଣ୍ଡିକୁ ସ୍ବୟଂ ସହାୟକ ଗୋଷ୍ଠୀ ବଦଳରେ ପ୍ୟାକ୍ସ ମାଧ୍ୟମରେ ଧାନ କ୍ରୟ କରିବା ଦାବିରେ ଏହି ଆନ୍ଦୋଳନ କରାଯାଇଛି।

ସୂଚନାନୁଯାୟୀ, କୋଟା ଗାଁ ଧାନ ମଣ୍ଡିରେ ସ୍ବୟଂ ସହାୟକ ଗୋଷ୍ଠୀ ମାଧ୍ୟମରେ ଧାନ କିଣା ଯାଉଥିବା ବେଳେ ଅନେକ ଅନିୟମିତତା ହେଉଥିବାରୁ ଚାଷୀ ହଇରାଣ ହରକତ ହେଉଛନ୍ତି। ଏହା ପୂର୍ବରୁ ଏହି ସମ୍ପର୍କରେ ତହସିଲଦାର, ଜିଲାପାଳ, ସିଏସ୍‌ଓଙ୍କୁ ମଧ୍ୟ କୋଟା ଗାଁ ଚାଷୀମାନେ ଅଭିଯୋଗ କରିଥିଲେ। କିନ୍ତୁ କିଛି କାର୍ଯାନୁଷ୍ଠାନ ନ ନେଉ ଥିବାରୁ ବୁଧବାର କୋଟା ଗାଁର ଶତାଧିକ ଚାଷୀ କଲମପୁର ତହସିଲଦାରଙ୍କୁ ତାଙ୍କ କାର୍ଯ୍ୟାଳୟରେ ତାଲା ପକାଇ ଧାରଣାରେ ବସିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧନୀ ହେବା ପୂର୍ବରୁ ବୁଢ଼ା ହେବ ଭାରତ: ଗବେଷଣାରୁ ଚାଞ୍ଚଲ୍ୟକର ଖୁଲାସା

ନୂଆଦିଲ୍ଲୀ,୮ା୮(ପି.ଟି.):ଭାରତରେ ହାରାହାରି ପ୍ରତି ୫ ଜଣରେ ଜଣେ ବ୍ୟକ୍ତିଙ୍କ ବୟସ ୬୦ ବର୍ଷରୁ ଅଧିକ ହେବ ଏବଂ ପ୍ରାୟ ୧୦ ଜଣଙ୍କ ମଧ୍ୟରୁ ୭ ଜଣ ବୟସ୍କ…

ପିଜି ନାମଲେଖା: ପ୍ରଥମ ମେଧା ତାଲିକା ପ୍ରକାଶ

ଭୁବନେଶ୍ୱର,୮ା୮(ସୁଚିସ୍ମିତା ସାହୁ): ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ଶିକ୍ଷାବର୍ଷ ୨୦୨୬-୨୭ ପାଇଁ ସ୍ନାତକୋତ୍ତର (ପି.ଜି.) ପାଠ୍ୟକ୍ରମରେ ନାମଲେଖା ପାଇଁ ପ୍ରଥମ ପର୍ଯ୍ୟାୟ ମେରିଟ୍‌ ଲିଷ୍ଟ ଶୁକ୍ରବାର ପ୍ରକାଶ…

ଦାୟିତ୍ୱରେ ଅବହେଳା ପଡ଼ିଲା ମହଙ୍ଗା:ଫାଣ୍ଡି ଅଧିକାରୀ ନିଲମ୍ବିତ

ଲୋଇସିଂହା,୮ା୮(ସୁଶାନ୍ତ ବାରିକ):ଦାୟିତ୍ୱରେ ଅବହେଳା କରିବା ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅଧୀନ ସାଲେଭଟା ଫାଣ୍ଡି ଅଧିକାରୀ ଭରତ ସାହୁଙ୍କୁ ମହଙ୍ଗା ପଡ଼ିଛି। ଗୁରୁବାର ସନ୍ଧ୍ୟାରେ ତାଙ୍କୁ ବଲାଙ୍ଗୀର…

ଓଡ଼ିଶାର ୨ ବୁଣାକାରଙ୍କୁ ଜାତୀୟ ପୁରସ୍କାର

ଭୁବନେଶ୍ୱର,୮ା୮(ସୌମ୍ୟରଞ୍ଜନ ରାଉତ): ନୂଆଦିଲୀର ରାଷ୍ଟ୍ରପତି ଭବନ ସାଂସ୍କୃତିକ କେନ୍ଦ୍ରଠାରେ ଶୁକ୍ରବାର ୧୨ତମ ଜାତୀୟ ହସ୍ତତନ୍ତ ଦିବସ ସମାରୋହ ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଦୌପଦୀ ମୁର୍ମୁ ଯୋଗଦେଇ…

୨୪ ଘଣ୍ଟାରେ ଲଘୁଚାପ: ସପ୍ତାହେ ଯାଏ ପ୍ରବଳ ବର୍ଷା, ଆଜି ୬ ଜିଲାକୁ ଓ୍ବାର୍ନିଂ…

ଭୁବନେଶ୍ୱର, ୭ା୮(ବନ୍ଦନା ସେଠୀ) – ରାଜ୍ୟରେ ଲଗାଣ ବର୍ଷା ପାଇଁ ବିଭିନ୍ନ ଅଞ୍ଚଳରେ ଜଳବନ୍ଦୀ ଓ ବନ୍ୟା ପରିସ୍ଥିତି ଲାଗି ରହିଥିବାବେଳେ ଆସୁଛି ଆଉ ୨ ଲଘୁଚାପ।…

ବରଗଡ଼ରେ ଶନିବାର ସକାଳ ୮ଟାରୁ ବିଦ୍ୟୁତ୍ କାଟ୍: ଏସବୁ ଅଞ୍ଚଳରେ ୬ ଘଣ୍ଟା ବନ୍ଦ ରହିବ ବିଦ୍ୟୁତ୍ ସେବା

ବରଗଡ଼,୭।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଡିଭିଜନ୍-୨ ଗ୍ରୀଡ୍ ଅନ୍ତର୍ଗତ ୧୧କେଭି ଟେଲିଫୋନ୍ ଏକ୍ସଚେଞ୍ଜ୍ ଫିଡର୍ରେ ଜରୁରୀକାଳୀନ ମରାମତି କାର୍ଯ୍ୟ ଯୋଗୁ ଆସନ୍ତାକାଲି (ଶନିବାର) ସକାଳ ୮ଟାରୁ ଅପରାହ୍ନ ୨ଟା…

ବର୍ଷୀୟାନ ସଂଗଠକଙ୍କୁ ଝୁରୁଛି ଗାଁ ମାଟି ….

ପାଟଣା,୨୮/୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରି ପଂଚାୟତ ମଲ୍ଲି ପୋଷି ଗ୍ରାମର ଅବସର ପ୍ରାପ୍ତ ଶିକ୍ଷକ ଓ ବିଶିଷ୍ଟ ସଂଗଠକ ରବୀନ୍ଦ୍ର ବେଜଙ୍କ…

ସରକାରୀ ଜମି ଦଖଲକୁ ନେଇ ଗୋଷ୍ଠୀ ସଂଘର୍ଷ: ୨ ମହିଳାଙ୍କ ସମେତ ୯ ଅଭିଯୁକ୍ତ ଗଲେ ଜେଲ, ଫୋର୍ସ ମୁତୟନ

ଦିଗପହଣ୍ଡି, ୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କୁକୁଡ଼ାଖଣ୍ଡି ବ୍ଲକ ଅନ୍ତର୍ଗତ ଦିଗପହଣ୍ଡି ଥାନା ନୂଆ ଅନନ୍ତେଇ ଗ୍ରାମରେ ସରକାରୀ ଜମି ଦଖଲ ଏବଂ ଚାଷକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri