ଗ୍ରାମବାସୀ ତିଆରି କଲେ ରାସ୍ତା

ଖଇରପୁଟ,୨୭ା୪(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଖଇରପୁଟ ବ୍ଲକ ଅନ୍ତର୍ଗତ କୁଡୁମୁଲୁଗୁମ୍ମା ପଞ୍ଚାୟତର ପୋଢ଼କୋଲନୀ ଗ୍ରାମର ଲୋକେ ନିଜ ଉଦ୍ୟମରେ ଗ୍ରାମ ରାସ୍ତା ନିର୍ମାଣ କରିଥିବା ଦେଖିବାକୁ ମିଳିଛି। ଗୁଣ୍ଡୁରିଗୁଡ଼ା କଲୋନୀଠାରୁ ପୋଢ଼କୋଲନୀ ଗ୍ରାମକୁ ରାସ୍ତା ଥିଲା, ମାତ୍ର ଆଦର୍ଶ ବିଦ୍ୟାଳୟ ନିର୍ମାଣ ପରେ ସେହି ଗ୍ରାମକୁ ରାସ୍ତା ବନ୍ଦ ହୋଇଯାଇଥିଲା। ଫଳରେ ଗ୍ରାମବାସୀ ଯାତାୟାତ ଲାଗି ସମସ୍ୟାର ସମ୍ମୁଖୀନ ହୋଇଥିଲେ। ସମସ୍ତେ ଏକାଠି ହୋଇ ଆଦର୍ଶ ବିଦ୍ୟାଳୟ ପାର୍ଶ୍ୱରେ ଥିବା କେନାଲ ରାସ୍ତା ମରାମତି କରିବାକୁ ଯୋଜନାକରି ବିଫଳ ହୋଇଥିଲେ। ସମସ୍ତେ ଏକାଠି ହୋଇ ୫ଶହ ଲେଖାଏ ଟଙ୍କା ଚାନ୍ଦାକରି ରାସ୍ତା ନିର୍ମାଣ କରିଥିବା ଦେଖିବାକୁ ମିଳିଛି। ଏ ସମ୍ପର୍କରେ ପିଇଓଙ୍କୁ ଜଣାଇବାରୁ ସେ କହିଲେ, ରାସ୍ତା କାର୍ଯ୍ୟ ପାଇଁ ଡିଆର୍‌ଡିଏକୁ ପ୍ରୋଜେକ୍ଟ ଯାଇଛି। ସେ କାର୍ଯ୍ୟର ଆପ୍ରୁଭାଲ କଲେ ରାସ୍ତା କାର୍ଯ୍ୟ ଆରମ୍ଭ ହେବ। ଏନେଇ ପ୍ରଶାସନଙ୍କଠାରୁ ଆରମ୍ଭକରି ଜନ ପ୍ରତିନିଧିଙ୍କୁ ଜଣାଇ କିଛି ସୁଫଳ ନ ମିଳିବାରୁ ଗ୍ରାମବାସୀ ଏକାଠି ହୋଇ ନିଜ ଉଦ୍ୟମରେ ରାସ୍ତା ନିର୍ମାଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ଗୋଟିଏ ଜୁଇରେ ଜଳିଲା ଦୁଇ ଭଉଣୀଙ୍କ ମୃତଦେହ

ଗୋପ,୨୬ା୪(ଭାରତୀ ଭୂଷଣ ଉପାଧ୍ୟାୟ): ଗାଁ ଶଶ୍ନାନର ଗୋଟିଏ ଜୁଇରେ ଦୁଇ ଭଉଣୀଙ୍କ ମୃତଦେହ ଦାହ କରାଯାଇଛି। ଗୁରୁବାର ବିଳମ୍ବିତ ରାତିରେ ଏହି ଦାହ ସମୟରେ ଡଭାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ମଇଦାନକୁ ଓହ୍ଲାଇବେ ମୋକିମଙ୍କ ଝିଅ ସୋଫିଆ, ବିରୋଧୀ ଛାନିଆ

କଟକ,୨୬।୪: ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିରଦୋସ୍‌ ଏଥର ବାରବାଟୀ-କଟକ ଆସନରୁ ଲଢ଼ିବା ପ୍ରାୟତଃ ନିଶ୍ଚିତ । କେବଳ ଏଆଇସିସିର ଘୋଷଣାକୁ ବାକି ରହିଛି...

ଏଥର ଧାମନଗରରେ ବିଗ୍‌ ଫାଇଟ୍‌, ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର

ଭଦ୍ରକ,୨୬।୪: ଏଥର ଧାମନଗର ଦେଖିବ ବଡ଼ ଫାଇଟ୍‌। ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର। ଭଦ୍ରକ ଲୋକ ସଭାର ଧାମନଗର ବିଧାନସଭା ଆସନରେ ହେବ କାଣ୍ଟେ କା ଟକ୍କର।...

ଏଲପିଜି ସିଲିଣ୍ଡରରେ ଭୋଟର ସଚେତନତା ବାର୍ତ୍ତା

କଟକ,୨୬ା୪ (କାର୍ତ୍ତିକ ସାହୁ) ଆଗାମୀ ସାଧାରଣ ନିର୍ବାଚନରେ ଭୋଟଦାନକୁ ଶତ ପ୍ରତିଶତ କରାଇବାର ଲକ୍ଷ୍ୟ ରଖିଛି କଟକ ଜିଲା ପ୍ରଶାସନ। ଭୋଟରମାନଙ୍କୁ ଆକୃଷ୍ଟ କରିବା ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri