ପରକିଆ ପ୍ରୀତି ନେଇ ମହିଳାଙ୍କ ସହ ୨ ପୁରୁଷଙ୍କୁ ବାନ୍ଧି ଛେଚିଦେଇଗଲେ ଗ୍ରାମବାସୀ

ପାରଳାଖେମୁଣ୍ଡି,୩।୮(ଡି.ଏନ୍‌.ଏ.): ପରକିଆ ପ୍ରୀତି ଓ ଅନୈତିକ କାର୍ଯ୍ୟକଳାପ ଲାଗି ସୋଲାର ପାଣି ଟାଙ୍କି ଖୁଣ୍ଟରେ ଜଣେ ମହିଳା ସମେତ ଦୁଇ ପୁରଷଙ୍କୁ ଗ୍ରାମବାସୀ ବାନ୍ଧି ରଖିଛନ୍ତି। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ଥାନା ଅଞ୍ଚଳରେ।
ମହିଳା ଙ୍କ ସ୍ବାମୀ ଦୀର୍ଘ ବର୍ଷ ଧରି ଅନ୍ୟତ୍ର ଯାଇ ଶ୍ରମିକ ଭାବେ କାର୍ଯ୍ୟ କରୁଥିବା ବେଳେ ଏହାର ସୁଯୋଗ ନେଇ ମହିଳା ଜଣକ ଗଞ୍ଜାମ ଜିଲାର ଦୁଇ ଯୁବକଙ୍କ ସହ ଅନୈତିକ ସମ୍ପର୍କ ରଖିଥିବା ନେଇ ଗ୍ରାମବାସୀ ଜାଣିବାକୁ ପାଇଥିଲେ । ତେବେ ଏଭଳି ଭାବେ ସାହିରେ ଅସାମାଜିକ କାର୍ଯ୍ୟ ରୋକିବାକୁ ତିନିଜଣକୁ ଗାଁ ଦାଣ୍ଡରେ ବାନ୍ଧି ନିର୍ଦ୍ଧୁମ ଛେଚିଚନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରେୟଶଙ୍କୁ ୨୪ ଲକ୍ଷ ଟଙ୍କା ଜରିମାନା

ଚେନ୍ନାଇ, ୪ା୪: ସ୍ଥାନୀୟ ଏମ୍‌.ଏ. ଚିଦାମ୍ୱରମ ଷ୍ଟାଡିୟମରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ-ଓଭର ରେଟ୍‌ ପାଇଁ ପଞ୍ଜାବ କିଙ୍ଗ୍ସ ଅଧିନାୟକ ଶ୍ରେୟସ…

ସିଏସ୍‌କେ ପରାଜୟର କାରଣ କହିଲେ ଗାଭାସ୍କର

ଚେନ୍ନାଇ,୪ା୪: ଭାରତର କିମ୍ୱଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କରଙ୍କ ମତରେ ୫ ଥରର ଚାମ୍ପିୟନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ପାଇଁ ସେମାନଙ୍କର ବୋଲିଂ ସବୁଠୁ ବଡ଼ ସମସ୍ୟା।…

ମଝି ରାସ୍ତାରେ ଓଲୋଟିଲା ଯାତ୍ରା ପାର୍ଟି ଟ୍ରକ

ଧାମନଗର,୪।୪( ସନ୍ତୋଷ କୁମାର ମହାପାତ୍ର): ଧାମନଗର ଥାନା ଭଣ୍ଡାରି ପଦି ଛକ ନିକଟସ୍ଥ ଏସଡିପିଓ ଅଫିସ ସାମ୍ନାରେ ଧାମନଗର ଭଦ୍ରକ  ମୁଖ୍ୟ ରାସ୍ତାରେ ଶନିବାର ଅପରାହ୍ନରେ ଏକ…

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ବ୍ଲକସ୍ତରୀୟ ପ୍ରବେଶ ଉତ୍ସବରେ ଖଡ଼ିଛୁଇଁଲେ ଶିଶୁ

କର୍ଲାମୁଣ୍ଡା:୪।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ଶନିବାର ବ୍ଲକସ୍ତରୀୟ ପ୍ରବେଶ ଉତ୍ସବ ଏବଂ ଖଡ଼ିଛୁଆଁ କାର୍ଯ୍ୟକ୍ରମ ଅନୁଷ୍ଠିତ…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

ଇସ୍ତଫା ଦେଲେ ପେଣ୍ଡିଲି ସରପଞ୍ଚ, କାରଣ କହିଲେ…

ଗୁଡାରି,୪।୪(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ସରପଞ୍ଚ ରେଣୁକା ଶବର ନିଜ ପଦବୀରୁ ଶନିବାର ଅପରାହ୍ନରେ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା…

ଚାଲିଛି ଆଇପିଏଲ ସିଜନ୍‌: ଯୁବ ଗୋଷ୍ଠୀଙ୍କୁ ଲୋଭ ଦେଖାଇ ଆକୃଷ୍ଟ କରୁଛନ୍ତି ଦଲାଲ

ଗଞ୍ଜାମ,୪।୪(ବିଦ୍ୟାଧର ସାହୁ ): ବର୍ତ୍ତମାନ ଆରମ୍ଭ ହୋଇଯାଇଛି ଆଇପିଏଲ ସିଜନ । ପ୍ରତ୍ୟେକ ଦିନ ବିଭିନ୍ନ ଫ୍ରାଞ୍ଚାଇଜ ଦଳ ସହ ଅନୁଷ୍ଠିତ ହେଉଛି ୨୦-୨୦ ମ୍ୟାଚ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri