ରାସ୍ତାରେ ଧାନ ରୋଇଲେ ଗାଁ ଲୋକେ

ରାଞ୍ଚି, ୨୦।୭: ପ୍ରଶାସନିକ ଅବହେଳାର ଉଦାହରଣ ଝାଡ଼ଖଣ୍ଡର ରାଞ୍ଚି ନିକଟସ୍ଥ ସିଲାଗାଇ ଗାଁରେ ଦେଖିବାକୁ ମିଳିଛି। ଏଠାରେ ଅସରାଏ ବର୍ଷା ହେଲେ ଗାଁ ରାସ୍ତା କାଦୁଅରେ ବୁଡ଼ିଯାଏ। ଦୀର୍ଘଦିନ ଧରି ଗାଁ ଲୋକେ ଅଭିଯୋଗ କଲାପରେ କୌଣସି ସୁଫଳ ନ ମିଳିବାରୁ ସେମାନେ ପ୍ରତିବାଦ ସ୍ବରୂପ ଗାଁ ଲୋକେ ରବିବାର ରାସ୍ତାକୁ ଟ୍ରାକ୍ଟରରେ ହଳ କରିବା ପରେ ଧାନ ରୋଇଛନ୍ତି। ଏହାର ଫଟୋ ଏବଂ ଭିଡ଼ିଓ ଏବେ ସୋସିଆଲ୍‌ ମିଡ଼ିଆରେ ବେଶ୍‌ ଭାଇରାଲ ହେବାରେ ଲାଗିଛି। ଶହୀଦ୍‌ ବୀର ବୁଦ୍ଧୁ ଭଗତଙ୍କର ଏହି ଗାଁଙ୍କୁ ଆଦର୍ଶ ଗାଁ ଭାବେ ସରକାର ଘୋଷଣା କରିଛନ୍ତି। ତେବେ ଏହା କେବଳ କାଗଜ ପତ୍ରରେ ରହିଯାଇଥିବା ଗାଁ ଲୋକେ ଅଭିଯୋଗ କରିଛନ୍ତି। ପ୍ରକୃତ ପକ୍ଷେ ଗାଁର ବିକାଶ ପ୍ରତି ସରକାର ଉଦାସୀନ ରହୁଥିବା ସେମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ତରଙ୍ଗ ଦୃଶ୍ୟକୁ ନା… ନିହାରିକାଙ୍କ ମନର କଥା

କଣ୍ଟେଣ୍ଟ କ୍ରିଏଟର ଭାବରେ ନିଜର ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ନିହାରିକା ଏନଏମ ଅଭିନେତା ରାଘବ ଜୁୟାଲଙ୍କ ସହ ‘ଭାଇ ତେରା ଷ୍ଟାର ହୈ’ ଜରିଆରେ…

ବଡ଼ ଘୋଷଣା କରିଦେଲେ ଶରଦ ପାୱାର: ରାଜନୀତିରେ ପଡିଗଲା ଚହଳ

ମୁମ୍ବାଇ,୨୮।୭: ମହାରାଷ୍ଟ୍ରରେ ଏନ୍‌ସିପିର ଉଭୟ ଗୋଷ୍ଠୀର ମିଶ୍ରଣ ନେଇ ଚର୍ଚ୍ଚା ଜାରି ରହିଥିବାବେଳେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଏନ୍‌ସିପିି-ଏସପି (NCP-SP) ର ମୁଖ୍ୟ ଶରଦ ପାୱାରଙ୍କ ଏକ…

ଭାରୋତ୍ତଳନ ପ୍ରତିଯୋଗିତାରେ ଚମକିଲେ ଭଞ୍ଜନଗରର ଶିବା: ଜିତିଲେ ସ୍ବର୍ଣ୍ଣ

ଭଞ୍ଜନଗର, ୨୮।୭ (ବାବୁଲା ପ୍ରଧାନ): ଭୁବନେଶ୍ୱରସ୍ଥିତ କଳିଙ୍ଗ ଷ୍ଟାଡିୟମରେ ଗତ ୨୪ ତାରିଖରୁ ୨୭ ତାରିଖ ପର୍ଯ୍ୟନ୍ତ ଆୟୋଜିତ ୨ୟ ଓଡ଼ିଶା ଭାରୋତ୍ତଳନ ପ୍ରତିଯୋଗିତାରେ ଭଞ୍ଜନଗରର ଉଦୀୟମାନ…

ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ, କୁମିଆ ପାଲିରେ ଆରମ୍ଭ ହେଲା ସର୍ଭେ

ବଲାଙ୍ଗୀର,୨୮।୭ ( ସୁନିଲ କୁମାର ମହାନ୍ତି) : ଲଗାଣ ବର୍ଷା ଯୋଗୁ ଲୋୟର ସୁକତେଲ ଜଳଭଣ୍ଡାର ଭିତରେ ଥିବା ବଲାଙ୍ଗୀର ଜିଲା କୁମିଆପାଲି ଗାଁରେ ରବିବାର ସାଂଘାତିକ…

ବିଚ୍‌ ରାସ୍ତାରେ ଯୁବତୀଙ୍କୁ ଅସଦାଚରଣ ଘଟଣା: ଅଭିଯୁକ୍ତ ରୋଡ଼ ରୋମିଓଙ୍କୁ ବାନ୍ଧିଲା ପୋଲିସ

ବରଗଡ଼,୨୮।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ କଲେଜ ରୋଡ଼ ନାକାଛକ ନିକଟରେ ବିଚ ରାସ୍ତା ଉପରେ ଜଣେ ଯୁବତୀ(ଛାତ୍ରୀ)ଙ୍କୁ ଅସଦାଚରଣ ପ୍ରଦର୍ଶନ ଘଟଣାର ଅଭିଯୁକ୍ତ ପୋଲିସ ହାତରେ ଧରାପଡ଼ିଛନ୍ତି। ସେ…

ସନ୍ଧ୍ୟା ସୁଦ୍ଧା ସାଳନ୍ଦୀ, ଜଳକା , ବୈତରଣୀରେ ବଡ଼ ବନ୍ୟା: ପ୍ରଭାବିତ ହେବ ଏ ସବୁ ଅଞ୍ଚଳ, ସୂଚନା ଦେଲେ…

ଭୁବନେଶ୍ୱର, ୨୮।୭: ଉତ୍ତର ଓଡ଼ିଶାରେ ଗତ ୨୪ ଘଣ୍ଟାରେ ବାଦଲ ଫଟା ବର୍ଷା ହୋଇଛି। କେତେକ ସ୍ଥାନରେ ଅତି ପ୍ରବଳ ବର୍ଷା ରେକର୍ଡ ହୋଇଥିବା ବେଳେ ଜନଜୀବନ…

ସର୍ପ ଦଂଶନରେ ଚାଲିଗଲା ବର୍ଷୀୟାନ ସଂଗଠକଙ୍କ ଜୀବନ: ଅଞ୍ଚଳ ଜଣେ ମୂରବୀଙ୍କୁ ହରାଇଲା ବୋଲି କହିଲେ…

  ପାଟଣା ୨୮।୭(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷା ଖରି ପଂଚାୟତ ମଲ୍ଲି ପୋଷି ଗ୍ରାମର ଅବସରପ୍ରାପ୍ତ ଶିକ୍ଷକ ରବୀନ୍ଦ୍ର ବେଜ (୮୫) ଙ୍କ…

ପରିବାର ନିୟୋଜନ ଅସ୍ତ୍ରୋପଚାର ବାଟବଣା: ଅସ୍ତ୍ରୋପଚାର ତ୍ରୁଟିରୁ ମହିଳାଙ୍କ ମୃତ୍ୟୁ ଅଭିଯୋଗ

ବରଗଡ଼,୨୮।୭(ପ୍ରେମାନନ୍ଦ ଖମାରୀ):ଛୋଟ ପରିବାର, ସୁଖୀ ପରିବାର। ଏହି ଶ୍ଲୋଗାନ ଦେଇ ପରିବାର ନିୟୋଜନ ଅସ୍ତ୍ରୋପଚାର ପାଇଁ ପ୍ରୋତ୍ସାହିତ କରାଯାଉଛି। ଏହି ଅସ୍ତ୍ରୋପଚାର କେବଳ ଜନସଂଖ୍ୟା ନିୟନ୍ତ୍ରଣ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri