ଖଣିଜ ପରିବହନ ପାଇଁ ଜଙ୍ଗଲ କଟା ନେଇ ପ୍ରଶାସନର ଦ୍ୱାରସ୍ଥ ହେଲେ ଗ୍ରାମବାସୀ

କେନ୍ଦୁଝର,୪।୨(ସ୍ବ.ପ୍ର.): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ଉପର କାଦକଳାଠାରୁ ବସନ୍ତପୁର ପର୍ଯ୍ୟନ୍ତ ଜଙ୍ଗଲରେ ଖଣିଜ ପଥର ପରିବହନ ପାଇଁ ଜଙ୍ଗଲ କଟାଯାଇଥିବା ସ୍ଥାନୀୟ ଅଞ୍ଚଳବାସୀ ଜିଲାପାଳଙ୍କ ନିକଟରେ ଅଭିଯୋଗ କରିଛନ୍ତି। ଏଥିରେ ସ୍ଥାନୀୟ ବସନ୍ତପୁର ଅଞ୍ଚଳର ଜଣେ ପ୍ରଭାବଶାଳୀ ବ୍ୟକ୍ତଙ୍କ ସମ୍ପୃକ୍ତି ଥିଲେ ହେଁ ବନ ବିଭାଗ ଧରୁ ନାହିଁ ବୋଲି ଅଭିଯୋଗ କରିଛନ୍ତି। ଅନ୍ୟପକ୍ଷରେ ଏହାର ଉଚ୍ଚସ୍ତରୀୟ ତଦନ୍ତ କରିବାକୁ ସ୍ଥାନୀୟ ଲୋକେ ଦାବି କରିଛନ୍ତି। ଏହି ଘଟଣାକୁ ବନବିଭାଗ ପକ୍ଷରୁ ମାମଲା ରୁଜୁ କରାଯାଇଥିଲେ ହେଁ ମୁଖ୍ୟ ଅଭିିଯୁକ୍ତଙ୍କୁ ଧରୁ ନ ଥିବା କିମ୍ବା ଅବହେଳା କରିଥିବା ବନ କର୍ମଚାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରା ଯାଉ ନ ଥିବାରୁ ଅସନ୍ତୋଷ ପ୍ରକାଶ ପାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

ଭାରସାମ୍ୟ ହରାଇ ଓଲଟିଲା ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ, ଦଶରୁ ଉର୍ଦ୍ଧ୍ଵ…

ନୟାଗଡ଼/ଭାପୁର,୧୦।୪ (ଲୋକନାଥ ମିଶ୍ର/ପ୍ରଭାତ ବରାଡ): ଭାରସାମ୍ୟ ହରାଇ ଓଲଟିଲା ଅଟୋ । ଫତେଗଡ ଥାନା ବଡସହରା ପଞ୍ଚାୟତର ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ ଗାଡି ଓଲଟି ପଡିବାରୁ ଦଶରୁ…

ଭାଜପାର ରାଜ୍ୟ କାର୍ଯ୍ୟକାରିଣୀ ତାଲିକା ଘୋଷଣା: ମହେଶ୍ୱର ସାହୁଙ୍କୁ ମିଳିଲା ଗୁୁରୁଦାୟିତ୍ୱ

ବଞ୍ଚୋ,୧୦।୪(ପ୍ରଦୋଷ ବିଶ୍ୱାଳ ): ଭାରତୀୟ ଜନତା ପାର୍ଟି (ଭାଜପା) ଓଡ଼ିଶା ରାଜ୍ୟ ସଭାପତି ମନମୋହନ ସାମଲ ଶୁକ୍ରବାର ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ବତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଓ…

ଟିଲୋ ସରକାରୀ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣଜୟନ୍ତୀ: ଯୋଗଦେଲେ ବାଚସ୍ପତି

ବନ୍ତ,୧୦।୪(କିଶୋର କୁମାର ସେଠୀ):ଭଦ୍ରକ ଜିଲା ବନ୍ତ ବ୍ଲକ ଟିଲୋ ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠାର ୫୦ ବର୍ଷ ପୂର୍ତ୍ତି ଅବସରରେ‘ସୁବର୍ଣ୍ଣ ଜୟନ୍ତୀ’ ମହାସମାରୋହରେ ଶୁକ୍ରବାର ପାଳିତ ହୋଇଯାଇଛି।…

ବହୁ ପ୍ରତୀକ୍ଷାର ଅନ୍ତ: ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ଖୋଲିଲା ଶାଳପଡ଼ା ଓଭରବ୍ରିଜ୍‌

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଦୀର୍ଘଦିନର ପ୍ରତୀକ୍ଷା ପରେ ଶେଷରେ ଶାଳପଡ଼ା ଓଭରବ୍ରିଜ ଶୁକ୍ରବାର ସାଧାରଣ ଲୋକଙ୍କ ପାଇଁ ଖୋଲାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ଆସନ୍ତା ୧୨ ତାରିଖର ଗସ୍ତକୁ ଦୃଷ୍ଟିରେ…

ମୋନାଲିସା ନାବାଳିକା: ଜେଲ୍‌ ଯିବେ ସ୍ବାମୀ ଫରମାନ! ହେଲା ବଡ଼ ଖୁଲାସା

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରଦେଶ ଏବଂ କେରଳ ରାଜ୍ୟ ସହିତ ଜଡିତ ଏକ ହାଇ-ପ୍ରୋଫାଇଲ ମାମଲାରେ ‘ଭାଇରାଲ ଗର୍ଲ’ ଭାବରେ ପରିଚିତ ମୋନାଲିସା ଭୋଁସଲେଙ୍କ ବିଷୟରେ ଏକ ବଡ଼ ଖୁଲାସା…

ହନୁମାନ ଜୟନ୍ତୀ ପାଇଁ ସମ୍ବଲପୁରରେ ସୁରକ୍ଷା କଡ଼ାକଡ଼ି: ଡଗ ସ୍କ୍ବାଡ ସହ ବୁଲୁଛି ପୋଲିସ

ସମ୍ବଲପୁର,୧୦।୪(ପ୍ରମୋଦ ବହିଦାର): ସମ୍ବଲପୁରରେ ଅନୁଷ୍ଠିତ ହେବାକୁ ଥିବା ହନୁମାନ ଜୟନ୍ତୀ ସହ ବାଇକ ରାଲି ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ସହରର ଶାନ୍ତିଶୃଙ୍ଖଳା…

ମନ୍ଦିରରୁ ଚୋରି କରୁଥିଲେ ଚୋର, ହଠାତ୍‌ ଶୁଭିଲା ଠାକୁରାଣୀଙ୍କ ପାଉଁଜି ଶବ୍ଦ, ଭୟରେ ଥରିଥରି ଏମିତି କହିଲେ…

ଭଦ୍ରକ,୧୦ା୪(ସନାତନ ରାଉତ):  ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ଭଦ୍ରକାଳୀ ମନ୍ଦିରର ହୁଣ୍ଡିରେ ଥିବା ଟଙ୍କା ରବିବାର ରାତିରେ ଚୋରି ହୋଇଥିଲା। ଏହି ଚୋରିରେ ସମ୍ପୃକ୍ତ ୨ଜଣ ଯୁବକଙ୍କୁ ଭଦ୍ରକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri