ପାହାଡ ପାର୍ଶ୍ୱରୁ ମୋରମ ତାଢି ନେଉଯାଉଥିଲେ, ରୋକିଲେ ଗ୍ରାମବାସୀ

ଧର୍ମଶାଳା,୯।୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ବଡ଼କାଏମା ପଞ୍ଚାୟତରେ ଥିବା ଐତିହାସିକ କାଏମା ପାହାଡ ପାର୍ଶ୍ୱରୁ ମୋରମ ତାଡ଼ି ନେଇ ଅନ୍ୟ ଏକ ସ୍ଥାନରେ ରଖାଯାଉଥିବା ବେଳେ ଏହାକୁ ସ୍ଥାନୀୟ ଲୋକେ ବିରୋଧ କରି ରୋକିଛନ୍ତି। ମିଳିଥିବା ସୂଚନା ଅନୁସାରେ, ଜଣେ ଠିକାଦାର ଏହି ପାହାଡରୁ ଏକ ଜେସିବି ଓ ଟ୍ରାକ୍ଟର ସାହାଯ୍ୟରେ ମୋରମ ତାଡ଼ି ନେଇ ନିଜ ଗଚ୍ଛିତ ସ୍ଥାନରେ ରଖୁଥିଲେ। ଏହାକୁ ସ୍ଥାନୀୟ ଲୋକେ ବିରୋଧ କରିବାରୁ ସେଠାରେ କୌଣସି ଏକ ଘର କରାଯିବ ବୋଲି କହିଥିଲେ। କିନ୍ତୁ ଏହାକୁ ବିରୋଧ ପରେ ମୋରମ ତାଡ଼ି ବା ବନ୍ଦ ହୋଇଥିବା ଦେଖିବାକୁ ମିଳିଥିଲା। ଅପର ପକ୍ଷରେ କାଏମା ପାହାଡ ଏକ ଐତିହ ସମ୍ପନ୍ନ ପାହାଡ ହୋଇଥିବାବେଳେ ଏହା ନିକଟରୁ ବାରମ୍ବାର ମୋରମ ଚୋରାଚାଲାଣ ଘଟଣା ଚିନ୍ତାର କାରଣ ପାଲଟିଛି। ଏହା ଉପରେ ପ୍ରଶାସନ ଦୃଷ୍ଟି ଦେବାକୁ ଦାବି ହୋଇଛି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗୁଜରାଟ ୟୁସିସି ବିଲ୍‌କୁ ରାଷ୍ଟ୍ରପତିଙ୍କ ମିଳିଲା ମଞ୍ଜୁରୀ

ଅହମଦାବାଦ,୨ା୧୦: ଗୁଜରାଟ ସମାନ ନାଗରିକ ସଂହିତା (ୟୁସିସି) ବିଲ୍‌କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଫଳରେ ଏହା କାର୍ଯ୍ୟକାରୀ ହେବା ଲାଗି ପଥ ପରିଷ୍କାର…

ହାଇ ଆଲର୍ଟ: ଜିଲାରେ ଝାଡ଼ଖଣ୍ଡ ଓ ବାହାର ରାଜ୍ୟର ଅପରାଧୀ, ସତର୍କ ରହିବାକୁ ପୋଲିସର ଅପିଲ୍

ହାଟଡିହୀ/ଛେନାପଦୀ, ୨।୧୦ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲାରେ ଝାଡ଼ଖଣ୍ଡ ସମେତ ବାହାର ରାଜ୍ୟର ଅପରାଧୀ ଗ୍ୟାଙ୍ଗର ଗତିବିଧି ନଜରକୁ ଆସିବା ପରେ ଜିଲା ପୋଲିସ ପକ୍ଷରୁ…

ଭାରତୀୟ ହକି ଅମ୍ପାୟରଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ

ନୂଆଦିଲ୍ଲୀ, ୨ା୧୦: ଯୌନ ନିର୍ଯାତନା ଅଭିଯୋଗରେ ଜାପାନରେ ଚାଲିଥିବା ଏସିଆନ ଗେମ୍ସରୁ ହକି ଅମ୍ପାୟର ତଥା ଟେକ୍‌ନିକାଲ ଅଫିସିଆଲ ଗୁରିନ୍ଦର ସିଂ ସାଙ୍ଘାଙ୍କୁ ସ୍ବଦେଶ ଫେରାଇ ଅଣାଯାଇଛି।…

ହାତୀଙ୍କ ଉପଦ୍ରବରେ ଫସଲ ନଷ୍ଟ, ଚିନ୍ତାରେ ଚାଷୀ: କ୍ଷତିପୂରଣ ଦାବି କଲେ…

ତୁମୁଡିବନ୍ଧ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବନାଞ୍ଚଳରେ ହାତୀଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ଗତ କିଛି ଦିନ ହେବ ପଡ଼ୋଶୀ କଳାହାଣ୍ଡି ଜିଲାରୁ ୫ଟି…

ସାଇକେଲରେ ସହର ବୁଲିଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ପୋଖରୀ ସଫାକରି, ବାଣ୍ଟିଲେ ସ୍ବଚ୍ଛତାର ବାର୍ତ୍ତା   

ଦିଗପହଣ୍ଡି,୨|୧୦(ଅଶେଷ ନାଥ ମିଶ୍ର) ଅହିଂସା ଓ ସତ୍ୟର ମାର୍ଗ ଦେଇ ଦେଶକୁ ସ୍ବାଧିନତା ଆଣିବାରେ ପ୍ରମୁଖ ଗ୍ରହଣ କରିଥିବା ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ଅବସରରେ…

ବୁଲିବାକୁ ଯାଇଥିଲେ, ଫେରିଲେନି: ବାଇକ୍ ଦୁର୍ଘଟଣାରେ ବି-ଟେକ୍ ଛାତ୍ରଙ୍କ ଜୀବନ ଗଲା

ମୋହନା, ୨।୧୦(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଚନ୍ଦ୍ରଗିରି ଫାଣ୍ଡି ଅଧୀନ ଏକଲବ୍ୟ ଆବାସିକ ବିଦ୍ୟାଳୟ ସମ୍ମୁଖରେ ଶୁକ୍ରବାର ବାଇକ୍ ଓ କାର୍ ମଧ୍ୟରେ…

ଗଠନ ହେଲା ୩ ବଡ଼ ରାଜଯୋଗ: କେବଳ ଏହି ୩ ରାଶିଙ୍କର ଫାଇଦା ହିଁ ଫାଇଦା, ଭାଗ୍ୟରେ ଲାଗିଲା ଲଟେରୀ

ଅକ୍ଟୋବର ମାସ ଆରମ୍ଭ ହେବା ସହିତ ଗ୍ରହ-ନକ୍ଷତ୍ରଙ୍କ ଚଳନରେ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିବ। ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ସମସ୍ତ ଗ୍ରହ ନିର୍ଦ୍ଦିଷ୍ଟ ସମୟ ବ୍ୟବଧାନରେ ରାଶି…

ଏସିଆନ ଗେମ୍ସ ଉଦ୍‌ଯାପନୀ ଉତ୍ସବରେ ନୀରୁ ଧଣ୍ଡା ହେବେ ପତାକା ବାହକ, ଜାଣନ୍ତୁ ନୀରୁ କିଏ…

ନାଗୋୟା,୨ା୧୦: ରବିବାର ହେବାକୁ ଥିବା ଏସିଆନ ଗେମ୍ସ ଉଦ୍‌ଯାପନୀ ଉତ୍ସବରେ ଭାରତର ଅଗ୍ରଣୀ ଟ୍ରାପ୍‌ ଶୁଟର ନୀରୁ ଧଣ୍ଡା ଭାରତୀୟ ଦଳର ମହିଳା ପତାକା ବାହକ ହେବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?