ଭୋଟ୍‌ ଦେଲେ ରାଜ୍ୟ ମୁଖ୍ୟ ଶାସନ ସଚିବ ଏବଂ ନିର୍ବାଚନ କମିଶନର

ଭୁବନେଶ୍ୱର,୨୪ା୩(ବ୍ୟୁରୋ): ଗୁରୁବାର ସାରା ରାଜ୍ୟରେ ଅନୁଷ୍ଠିତ ହେଉଛି ପୌର ନିର୍ବାଚନ। ସମସ୍ତ ନାଗରିକ ନିଜ ନିଜ ପ୍ରାର୍ଥୀଙ୍କୁ ଭୋଟ୍‌ ଦେଇଛନ୍ତି। ରାଜ୍ୟ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଏବଂ ରାଜ୍ୟ ନିର୍ବାଚନ କମିଶନର ଆଦିତ୍ୟ ପ୍ରସାଦ ପାଢ଼ୀ ବି ମହାନଗର ନିଗମ ନିର୍ବାଚନରେ ନିଜ ନିଜର ମତଦାନ ସାବ୍ୟସ୍ତ କରିଛନ୍ତି।

ୟୁନିଟ୍‌-୧ସ୍ଥିତ ୪୦ ନମ୍ବର ଓ୍ବାର୍ଡର ସରକାରୀ ଉଚ୍ଚ ବିଦ୍ୟାଳୟର ୪୧୬ ନଂ ବୁଥ୍‌ରେ ଭୋଟ୍‌ ଦେଇଛନ୍ତି। ତାଙ୍କ ସହ ସ୍ତ୍ରୀ ଶ୍ରୀମତୀ ଦେବାୟନୀ ନନ୍ଦ ମଧ୍ୟ ଭୋଟ୍‌ ଦେଇଛନ୍ତି। ଏହି ଅବସରରେ ଖବରଦାତାମାନଙ୍କ ପ୍ରଶ୍ନର ଉତ୍ତର ଦେଇ ମହାପାତ୍ର କହିଛନ୍ତି, ମତଦାନ ପ୍ରକ୍ରିୟାରେ ନିଜକୁ ସାମିଲ କରିବା ଲାଗି ପୌରାଞ୍ଚଳର ନାଗରିକମାନଙ୍କୁ ନିବେଦନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖାଲଖମାରେ ଭର୍ତ୍ତି ହୋଇଛି ୧୪୩ ନମ୍ବର ଜାତୀୟ ରାଜପଥ, ସ୍ଥାୟୀ ମରାମତି ଦାବି କରି…

କୁଆଁରମୁଣ୍ଡା,୨୯ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଦାମଦାପଡ଼ା ନିକଟରୁ ଓଡ଼ିଶା-ଝାଡ଼ଖଣ୍ଡ ସୀମାନ୍ତ ଫାଟକ ପର୍ଯ୍ୟନ୍ତ ପ୍ରାୟ ୩ କିମିରୁ ଊଦ୍ଧର୍‌ବ ୧୪୩ ନମ୍ବର ଜାତୀୟ ରାଜପଥ…

କୂଅ ଭିତରେ ପଡ଼ିଛି ଦୁଇ ହେଟାବାଘ, ଉଦ୍ଧାର ପାଇଁ ବନ ବିଭାଗର ପ୍ରୟାସ

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ରାଇଘର ବ୍ଲକ ବୋବେଇ ପଞ୍ଚାୟତ ଅନ୍ତର୍ଗତ ବୋବେଇ ଗ୍ରାମରେ ଏକ ଜମି ଭିତରେ ଥିବା କୂଅରେ ଦୁଇଟି ହେଟାବାଘ ପଡ଼ିଛି। ଗ୍ରାମବାସୀ ହେଟାବାଘ…

ସୁଭଦ୍ରା ଟଙ୍କା ନ ଦେବାରୁ ସ୍ତ୍ରୀକୁ ହତ୍ୟା: ପାଇଖାନା ଟାଙ୍କିରେ ପୋତିଦେଲେ….

ଢେଙ୍କାନାଳ,୨୯।୮(ରତନ ନାୟାର): ସୁଭଦ୍ରା ଟଙ୍କା ନ ଦେବାରୁ ସ୍ତ୍ରୀଙ୍କୁ ବୀଭତ୍ସ ଭାବେ ହତ୍ୟା କରିଥିବା ଅଭିଯୋଗରେ ଜଣେ ମଦ୍ୟପ ସ୍ୱାମୀଙ୍କୁ ପୋଲିସ ଗିରଫ କରିଛି। ଢେଙ୍କାନାଳ ସଦର…

ଚାଷୀ ପଞ୍ଜୀକରଣ ଅବଧି ବୃଦ୍ଧି ଦାବି, ଅତିରିକ୍ତ ଜିଲାପାଳଙ୍କୁ ଚାଷୀ ସଂଗଠନ ଭେଟି…

ଛତ୍ରପୁର,୨୯ା୮(ଦିଲ୍ଲୀପ ସାମଲ): ଖରିଫ ଋତୁରେ ଧାନ ମଣ୍ଡିରେ ଧାନ ବିକ୍ରି ପାଇଁ ଚାଷୀଙ୍କ ଅନଲାଇନ ପଞ୍ଜୀକରଣ ଅବଧି ଆସନ୍ତା ୩୧ରେ ଶେଷ ହେବାକୁ ଯାଉଛି। ତେବେ ଏପର୍ଯ୍ୟନ୍ତ…

ମୋରମ୍‌ ଖାଦାନରେ ଅଘଟଣ: ପଥର ତଳେ ଚାପି ହୋଇ ନାବାଳକ ମୃତ , ଅନ୍ୟ ଜଣେ ଗୁରୁତର

ଦିଗପହଣ୍ଡି,୨୯।୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ପଟିଗୁଡ଼ା ପଞ୍ଚାୟତ ଉସ୍ତପଲ୍ଲୀ ଗ୍ରାମ ନିକଟ ମୋରମ୍‌ ଖାଦାନରେ ଶନିବାର ସକାଳେ ମୋରମ୍‌ ଖୋଳୁଥିବା ବେଳେ ପଥର…

ନିଶାଦ୍ରବ୍ୟ କବଳରେ ପଡ଼ି ଆଜିର ଯୁବସମାଜ ପଥଭ୍ରଷ୍ଟ, ଏଥିରୁ ମୁକୁଳିବା ପାଇଁ…

ଦିଗପହଣ୍ଡି,୨୯ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପକ୍ଷରୁ ପାଟପୁର ବିଶ୍ୱାସରାୟ ସାଇନ୍ସ କଲେଜ ପରିସରରେ ସାଇବର କ୍ରାଇମରୁ କିଭଳି ସୁରକ୍ଷିତ ରହିବା ଏବଂ ନିଶାମୁକ୍ତ…

ଡିଜିଟାଲ ଆରେଷ୍ଟ, ସାଇବର କ୍ରାଇମ୍‌ ନେଇ ସଚେତନ

ପୁରୁଷୋତ୍ତମପୁର,୨୯ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପୋଲିସ ସବ୍‌ଡିଭିଜିନ ପକ୍ଷରୁ ବରିଷ୍ଠ ନାଗରିକଙ୍କୁ ଡିଜିଟାଲ ଆରେଷ୍ଟ ଓ ସାଇବର ଅପରାଧ ସମ୍ପର୍କରେ ସଚେତନତା କାର୍ଯ୍ୟକ୍ରମ ଏସ୍‌ଡିପିଓ ସୁଜିତ…

ମାର୍ଶାଘାଇରେ ଚାଞ୍ଚଲ୍ୟ: ଘର ଆଗରେ ହାତଗୋଡ଼ ବନ୍ଧା ଅବସ୍ଥାରେ ଯୁବକଙ୍କ ମୃତଦେହ, ପୋଲିସ ଜବତ କରି…

ମାର୍ଶାଘାଇ,୨୯ା୮(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ବେରୁହାଁ ପଞ୍ଚାୟତର ହଳଦିଆ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ସ୍ଥାନୀୟ ଅଶୋକ ଦାସଙ୍କ ପୁଅ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri