Advertisement

ଧାମନଗର ନିର୍ବାଚନରେ ମତଦାନ ହାର ୬୮.୯୮%

ଭୁବନେଶ୍ୱର,୪ା୧୧(ବ୍ୟୁରୋ): ଧାମନଗର ଉପନିର୍ବାଚନରେ ମତଦାନ ହାର ୬୮.୯୮ ପ୍ରତିଶତ ହୋଇଛି। ଏ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ (ସିଇଓ)ଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ଗୁରୁବାର ଧାମନଗର ଉପନିର୍ବାଚନ ପାଇଁ ମତଦାନ ପ୍ରକ୍ରିୟା ଶେଷ ହୋଇଥିବାବେଳେ ଆସନ୍ତା ୬ ତାରିଖରେ ଭୋଟ ଗଣତି ହେବ । ୨ ଜଣ ସ୍ବାଧୀନ ପ୍ରାର୍ଥୀଙ୍କ ସମେତ ମୋଟ୍‌ ୫ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ଇଭିଏମ୍‌ରେ ସିଲ୍‌ ହୋଇ ରହିଛି । କଡ଼ା ସୁରକ୍ଷା ମଧ୍ୟରେ ଇଭିଏମ୍‌ ଓ ଭିଭିପାଟ୍‌ ମେଶିନକୁ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଥିବା ଷ୍ଟ୍ରଙ୍ଗ୍‌ରୁମ୍‌ରେ ରଖାଯାଇଥିବା ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବୁଲାଗୋରୁଙ୍କ କବ୍‌ଜାରେ କଟକ-ଚାନ୍ଦବାଲି ରାସ୍ତା

ଆଳି,୧୨ା୫(ଡି.ଏନ.ଏ.): କଟକ-ଚାନ୍ଦବାଲି ରାସ୍ତାର ବିଭିନ୍ନ ଛକ ଏବେ ବୁଲାଗୋରୁଙ୍କ କବ୍‌ଜାରେ। ଏହି ଛକ ସ୍ଥାନଗୁଡିକରେ ମାଳମାଳ ବୁଲାଗୋରୁଙ୍କ ଅବାଧ ଚଳପ୍ରଚଳ ଯୋଗୁ ଗାଡି ଚାଳକମାନେ ଅସୁବିଧାର...

ବାଳ ଅପରାଧୀଙ୍କୁ ମୁଖ୍ୟସ୍ରୋତକୁ ଆଣିବାକୁ ଉଦ୍ୟମ: ଜାମୁଝରୀରେ ହେବ ‘ପ୍ଲେସ୍‌ ଅଫ୍‌ ସେଫ୍ଟି ହୋମ୍‌’

ଭୁବନେଶ୍ୱର,୧୦।୯(ବ୍ୟୁରୋ): ରାଜଧାନୀ ଉପକଣ୍ଠ ଜାମୁଝରୀଠାରେ ବାଳ ଅପରାଧୀଙ୍କ ପାଇଁ ନିର୍ମାଣ ହେବ ‘ପ୍ଲେସ୍‌ ଅଫ୍‌ ସେଫ୍ଟି ହୋମ୍‌’। ସେମାନଙ୍କ ମାନସିକତାରେ ପରିବର୍ତ୍ତନ ଆଣିବା ସହ ସମାଜର...

ବର୍ଷକରେ ୧,୩୫୪ ଶିଶୁ, ୩୮ ମା’ମୃତ

ଯାଜପୁର ଅଫିସ,୨୦ା୬: କେବଳ ଯାଜପୁର ଜିଲା ସୁକିନ୍ଦା ବ୍ଲକର ନଗଡ଼ା ନୁହେଁ, ରାଜ୍ୟର ନବରଙ୍ଗପୁର ଜିଲାରେ ମଧ୍ୟ ପୁଷ୍ଟିହୀନତା କାରଣରୁ ମା’ ଓ ଶିଶୁ ମୃତ୍ୟୁସଂଖ୍ୟା...

ଭୂମି ପରେ ଭାଷା

ଶରତ କୁମାର ଧଳ ପଟ୍ଟାଙ୍ଗୀ, ୧୫ା୧୦: ପ୍ରଥମେ ଭୂମି ହାତେଇବାକୁ ଚକ୍ରାନ୍ତ। ଏବେ ଭାଷାକୁ ଅକ୍ତିଆର କରିବାକୁ ପ୍ରୟାସ। ସୀମାନ୍ତ କୋରାପୁଟ ଜିଲାରେ ସରକାରୀ ସ୍କୁଲ...

ସୃଷ୍ଟି ହେବେ ଯୁବ ଉଦ୍ୟୋଗୀ

ଭୁବନେଶ୍ୱର,୨୭ା୮(ବ୍ୟୁରୋ): ରାଜ୍ୟରେ ଅଧିକ ଯୁବ ଉଦ୍ୟୋଗୀ ସୃଷ୍ଟି କରିବା ଉପରେ ସରକାର ଗୁରୁତ୍ୱ ଦେଉଛନ୍ତି। ଯୁବଗୋଷ୍ଠୀଙ୍କ ମଧ୍ୟରେ ନୂତନ ଉଦ୍ୟୋଗୀ ହେବାର ଚିନ୍ତାଧାରାକୁ ତୃଣମୂଳ ସ୍ତରରୁ...

ଦାୟିତ୍ୱ ଗ୍ରହଣ କଲେ ଟ୍ରାଫିକ ଡିସିପି ଏସ୍‌. ସୁଶ୍ରୀ

ଭୁବନେଶ୍ୱର,୫।୧(ବ୍ୟୁରୋ): ଦ୍ୱୈତନଗରୀ କଟକ-ଭୁବନେଶ୍ୱରର ନୂଆ ଟ୍ରାଫିକ ଡିସିପି ଭାବେ ୨୦୧୮ ବ୍ୟାଚ୍‌ର ଆଇପିଏସ୍‌ ଅଫିସର ଏସ୍‌.ସୁଶ୍ରୀ ମଙ୍ଗଳବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଗତ ଡିସେମ୍ବର ୨୯ରେ...

ଧନୁଯାତ୍ରାର ଶୂନ୍ୟସ୍ଥାନ ପୂରଣ କଲା ସଞ୍ଚାର

ବରଗଡ଼ ଅଫିସ୍‌,୨୪।୧: ସଞ୍ଚାର ଏକ ପ୍ରାଚୀନ ଲୋକକଳା। ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ଏହା ମୂଳ ଅଙ୍ଗ। ତଥାପି ଆଜିକାର କମ୍ପ୍ୟୁଟର, ପ୍ରଯୁକ୍ତିବିଦ୍ୟା...

ଏଣିକି ଭଲ କାମ କଲେ ଥାନାଧିକାରୀଙ୍କୁ ମିଳିବ ପଦୋନ୍ନତି, ଖିଲାପ କଲେ କାର୍ଯ୍ୟାନୁଷ୍ଠାନ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୪।୯(ବ୍ୟୁରୋ): ଆସନ୍ତା ଗାନ୍ଧୀ ଜୟନ୍ତୀରୁ ଆରମ୍ଭ ହେବ ‘ମୋ ସରକାର କାର୍ଯ୍ୟକ୍ରମ’। ଏହି ପରିପ୍ରେକ୍ଷୀରେ ଶନିବାର ସ୍ଥାନୀୟ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ...

Advertisement
Archives

Model This Week