ଉଦ୍ଧାର ଶାଗୁଣା ନନ୍ଦନକାନନ ଆସିଲା

ବାରଙ୍ଗ,୨।୧୨ (ଡି.ଏନ୍‌.ଏ.): ଯାଜପୁର ଜିଲା ମହାକାଳପଡା ଗ୍ରାମର ଏକ କୁକୁଡା ଘରୁ ଉଦ୍ଧାର ହୋଇଥିବା ଭାରତୀୟ (ଲମ୍ବାଥଣ୍ଟିଆ) ଶାଗୁଣା ଗୁରୁବାର ସାରେ ନନ୍ଦନକାନନକୁ ଆସିଛି। ଶାଗୁଣାଟିର ଲିଙ୍ଗ ଚିହ୍ନଟ ହୋଇପାରି ନ ଥିବାବେଳେ ସେ ତରୁଣ ବୟସ୍କ ବୋଲି ଜଣାପଡିଛି। କିଛିଦିନ ହେବ ଏହି ଶାଗୁଣାଟି ମହାକାଳପଡ଼ା ଗ୍ରାମର ଜଣକ ବାଡିରେ ବୁଲୁଥିଲା। ସେ ଉଡିପାରୁ ନ ଥିବାରୁ ଘର ମାଲିକ ଶାଗୁଣାକୁ ଧରି ତା’ର କୁକୁଡା ରହୁଥିବା ଘରେ ରଖିଥିଲା। ଗାଁ ଲୋକଙ୍କଠାରୁ ସୂଚନା ପାଇ କଟକ ଡିଭିଜନ ଡିଏଫ୍‌ଓ ସଞ୍ଜୟ କୁମାର ସ୍ବାଇଁ ସଦଳବଳେ ଯାଇ ଶାଗୁଣାକୁ ଉଦ୍ଧାର କରି ପ୍ରାଥମିକ ଚିକିତ୍ସା ପରେ ଗୁରୁବାର ନନ୍ଦନକାନନକୁ ହସ୍ତାନ୍ତର କରିଛନ୍ତି। ଶାଗୁଣାଟି ଆସିବା ପରେ ବନ୍ୟ ପ୍ରାଣୀ ଚିକିତ୍ସାଳୟରେ ତା’ର ପ୍ରାଥମିକ ସ୍ବାସ୍ଥ୍ୟ ପରୀକ୍ଷା କରାଯାଇ କ୍ବାରେଣ୍ଟାଇନର ପୃଥ୍‌କୀକରଣ ଏନକ୍ଲୋଜରରେ ଛଡାଯାଇଛି। ଉଦ୍ଧାର ଶାଗୁଣାକୁ ମିଶାଇ ଏହି ପ୍ରଜାତିର ଶାଗୁଣା ସଂଖ୍ୟା ନନ୍ଦନକାନନରେ ୭କୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଖଡ଼ିଆଳରେ କଂଗ୍ରେସ ଆଗୁଆ

ନୂଆପଡ଼ା ଅଫିସ,୨୩।୫: ୯ମ ରାଉଣ୍ଡ ଗଣତି ଶେଷ ସୁଦ୍ଧା ଖଡ଼ିଆଳ ବିଧାନସଭା ଆସନରେ କଂଗ୍ରେସ ପ୍ରାର୍ଥୀ ଅଧିରାଜ ପାଣିଗ୍ରାହୀ ଆଗରେ ରହିଛନ୍ତି। ଅଧିରାଜ ୧୮୩୦୭ ଭୋଟ...

ଭାସୁଛି ଚୋରା ମଦ, ପୋଲିସ ନୀରବ

ଢେଙ୍କାନାଳ ଅଫିସ, ୨୨।୧୧: ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ପଣ୍ଡୁଆ ଫାଣ୍ଡି ଅଧୀନ ପାରିମାଳ ଅଞ୍ଚଳରେ ଚୋରା ଦେଶୀ ମଦ କାରବାର ବଢ଼ିବାରେ ଲାଗିଛି। ଏହାଦ୍ୱାରା...

ଡେପୁଟି କଲେକ୍ଟରଙ୍କ ନାଁରେ ସ୍ତ୍ରୀ ଆଣିଲେ ନିର୍ଯାତନା ଅଭିଯୋଗ

ଲଖନପୁର, ୨୭ା୯(ଡି.ଏନ୍‌.ଏ.)-ବୌଦ୍ଧ ଜିଲାର ଡେପୁଟି କଲେକ୍ଟର ଶରତ କୁମାର ବାଗଙ୍କ ନାମରେ ସ୍ତ୍ରୀ ଡଲିଆ ଦେବନାଥ ଆଣିଛନ୍ତି ନିର୍ଯାତନା ଅଭିଯୋଗ । ଏ ନେଇ ଦେବନାଥ...

ଜାତୀୟ ପତାକାକୁ ଅସମ୍ମାନ, ଅପରାହ୍ନ ଯାଏ ତଳେ…

ମାଲକାନଗିରି,୨୬।୧(ଡି.ଏନ୍‌.ଏ.): ମାଲକାନଗିରି ଜିଲା ପାଙ୍ଗାମ ସରକାର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଜାତୀୟ ପତାକାକୁ ଅସମ୍ମାନ କରାଯାଇଛି । ସ୍କୁଲରେ ଜାତୀୟ ପତାକା ଉତ୍ତୋଳନ ପରେ ପତାକାଟି...

ଆଢୁଆଳରେ ଚାଲିଛି ଖଣିଜ ଲୁଟ୍‌

ଖଇରା, ୫।୧(ଡି.ଏନ.ଏ.) ନିର୍ବାଚନରେ ରାଜସ୍ବ ଅଧିକାରୀଙ୍କ ବ୍ୟସ୍ତତାର ସୁଯୋଗ ନେଇ ଏବେ ଖଣି ମାଫିଆମାନେ ବାଲେଶ୍ୱର ଜିଲା ଖଇରା ତହସିଲ ଅଧୀନ ଶାରୀଶୁଆ ପାହାଡରୁ ପଥର...

ଅଲିଭ୍‌ ରିଡଲେଙ୍କ ପ୍ରଜନନ ପ୍ରକ୍ରିୟା ଆରମ୍ଭ: ବିଭିନ୍ନ ମୁହାଣରେ କଟକଣା

ପାରାଦୀପ,୧।୧୧(ସ୍ବ.ପ୍ର.): ଅଲିଭ୍‌ ରିଡଲେ କଇଁଛଙ୍କ ପ୍ରଜନନ ପ୍ରକ୍ରିୟା ଆରମ୍ଭ ହୋଇଛି। ଏଥିପାଇଁ ନଭେମ୍ବର ୧ରୁ ମେ’୩୧ ତାରିଖ ଯାଏ ବିଭିନ୍ନ ମୁହାଣରେ ମାଛଧରା ଉପରେ କଟକଣା...

ଅଣସରରେ ଲାଗିହୁଏନି ରନ୍ଧାଭୋଗ

ପୁରୀ ଅଫିସ,୨୦ା୬: ଅଣସରରେ ଏବେ ଚତୁର୍ଦ୍ଧାବିଗ୍ରହ। ପବିତ୍ର ଦେବସ୍ନାନ ପୂର୍ଣ୍ଣିମାରେ ୧୦୮ ଗଡ଼ୁ ଜଳରେ ପ୍ରତ୍ୟକ୍ଷ ସ୍ନାନ ପରେ ଜ୍ୱରରେ ପଡ଼ିଛନ୍ତି ମହାପ୍ରଭୁ। ଅଣସର ଘରେ...

ତୁହାକୁ ତୁହା ବର୍ଷାରେ ବେହାଲ ଗଞ୍ଜାମ ସହର

ଗଞ୍ଜାମ,୧୩।୧୦(ଡି.ଏନ୍‌.ଏ.): ଦୁଇଦିନ ହେଲା ଲଘୁଚାପ ଜନିତ ତୁହାକୁ ତୁହା ବର୍ଷାରେ ଗଞ୍ଜାମ ସହର ବେହାଲ ହୋଇପଡିଛି। ଏହା ଦ୍ୱାରା ଲୋକେ ଘରୁ ବାହାରକୁ ବାହାରି ପାରୁ...

Advertisement
Archives

Model This Week