ଅଣ୍ଟା ବ୍ୟଥା ହେଉଥିଲେ..

ଅଣ୍ଟା ବ୍ୟଥା ହେଉଥିଲେ ଡାକ୍ତରଙ୍କ ସହ ପରାମର୍ଶ କରି ଔଷଧ ଖାଆନ୍ତୁ। ହେଲେ ଏପରି କେତେକ ଘରୋଇ ଉପଚାର ରହିଛି ଯାହାକୁ ଆପଣେଇ ପାରିଲେ ଏଥିରୁ କେତେକାଂଶରେ ଆରାମ ମିଳିଥାଏ। ପ୍ରଥମ କଥା ହେଲା, ଯଦି ଆପଣ ଏପରି ସ୍ବାସ୍ଥ୍ୟ ସମସ୍ୟା ସହ ଜଡିତ ତେବେ ବସିବା, ଉଠିବା ସମୟରେ ସତର୍କତା ଅବଲମ୍ବନ କରନ୍ତୁ। ଏପରି ବସନ୍ତୁ ଯେମିତି ଆପଣଙ୍କୁ ଆରାମ ଲାଗିବ। ସବୁବେଳେ ସିଧା ହୋଇ (୯୦ ଡିଗ୍ରୀ ପୋଜିସନ୍‌ରେ) ବସିଲେ ଅଣ୍ଟାଜନିତ ସମସ୍ୟା ଦେଖାଯିବାର ଆଶଙ୍କା କମ୍‌ ଥାଏ। ତା’ ସହ ଉଠିବା ସମୟରେ ସିଧା ଉଠିବାକୁ ଚେଷ୍ଟା କରନ୍ତୁ। ଆବଶ୍ୟକତାଠାରୁ ଅଧିକ ଓଜନିଆ ଜିନିଷ ଉଠାନ୍ତୁ ନାହିଁ। କାରଣ ଏହାର ପ୍ରଭାବ ଅଣ୍ଟା ଉପରେ ପଡିଥାଏ ଏବଂ ପରବର୍ତ୍ତୀ ସମୟରେ ଅଣ୍ଟାଜନିତ ସମସ୍ୟା ଦେଖାଯିବାର ଯଥେଷ୍ଟ ଆଶଙ୍କା ରହିଛି। ଯଦି ଗୋଟିଏ ସ୍ଥାନରେ ଅଧିକ ସମୟ ବସି କାମ କରୁଛନ୍ତି ତେବେ ନିୟମିତ ସମୟ ଅନ୍ତରାଳରେ ଉଠି ବୁଲାବୁଲି କରନ୍ତୁ। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଲା, ଯଦି ଅଣ୍ଟାଜନିତ ସମସ୍ୟାର ଲକ୍ଷଣ ଜାଣିପାରିଲେ, ତେବେ ବିଳମ୍ବ ନ କରି ଅସ୍ଥି ବିଶେଷଙ୍କ ସହ ପରାମର୍ଶ କରନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗର ପୋଲିସକୁ ବଡ଼ ସଫଳତା: ସୁନା-ରୁପା ଅଳଙ୍କାର ଜବତ, ୪ ଡକାୟତଙ୍କୁ ଗିରଫ କରି…

ଭଞ୍ଜନଗର,୪ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ବିଗତ କିଛି ମାସ ହେବ ଚୋରି, ଡକାୟତି ବଢ଼ିଯାଇଛି। ଯାହାକୁ ନେଇ ଲୋକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଉଛି।…

ମହଙ୍ଗା ମାଡ଼ରୁ ରକ୍ଷା ନାହିଁ; ସାଇତି ରଖନ୍ତୁ ଟମାଟୋ, ପୁଣି ବଢ଼ିଲା ଦର…

ନୂଆଦିଲ୍ଲୀ,୪ା୭: ରୋଷେଇ ଘରେ ପ୍ରତିଦିନ ବ୍ୟବହାର ହେଉଥିବା ଟମାଟୋ ପୁଣି ଥରେ ଲୋକଙ୍କ ବଜେଟ୍ ଉପରେ ପ୍ରଭାବ ପକାଇବା ଆରମ୍ଭ କଲାଣି। ଦେଶର ଅନେକ ରାଜ୍ୟରେ ଏହାର…

ଲଗାଣ ବର୍ଷାରେ ଭାଙ୍ଗିଲା ଘର, ଅଳ୍ପକେ ବର୍ତ୍ତିଲେ ପରିବାର ଲୋକେ

ରିଷିଡ଼ା,୪ା୭(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଗ୍ରାମର ହରି ବାରିକଙ୍କ ପରିବାର ଆବାସ ଯୋଜନାରୁ ବଞ୍ଚିତ ହୋଇ ଦୟନୀୟ ଭାବେ ଜୀବନ ବିତାଉଛନ୍ତି। ଆବାସ…

ମମତା ବାନାର୍ଜୀଙ୍କୁ ଆଉ ଏକ ବଡ଼ ଝଟକା: ସମସ୍ତ ପଦବୀରୁ ଇସ୍ତଫା ଦେଲେ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ

କୋଲକାତା,୪।୭: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଏବଂ ତୃଣମୂଳ କଂଗ୍ରେସ (ଟିଏମସି) ମୁଖ୍ୟ ମମତା ବାନାର୍ଜୀଙ୍କୁ ଏକ ବଡ଼ ରାଜନୈତିକ ଝଟକା ଲାଗିଛି। ବାନାର୍ଜୀଙ୍କ ଘନିଷ୍ଠ ସହଯୋଗୀ ଏବଂ ବଙ୍ଗ…

ବନ୍ଧୁକ ମୁନରେ ପେଟ୍ରୋଲ ପମ୍ପରୁ ଲୁଟ୍, ସିସିଟିଭିରେ କଏଦ ହେଲା ଘଟଣା

ବସ୍ତା, ୪।୭ (ହରିଶଙ୍କର ପାଢ଼ୀ): ବାଲେଶ୍ୱର ଜିଲା  ବସ୍ତା ଥାନା ଅନ୍ତର୍ଗତ ଦରଡାସ୍ଥିତ ଏକ ପେଟ୍ରୋଲ ପମ୍ପରୁ ବନ୍ଧୁକ ଦେଖାଇ ଲୁଟ୍ ହୋଇଥିବା ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ…

ବିଧାୟକ ଅଶୋକ ଦାସଙ୍କ ନାଁରେ ଫେକ୍ ହ୍ୱାଟ୍ସଆପ୍ ଆକାଉଣ୍ଟ, ସମସ୍ୟାରେ ଥିବା କହି ମାଗୁଛନ୍ତି ଟଙ୍କା

ଭୁବନେଶ୍ୱର, ୪/୭: କଂଗ୍ରେସ ବିଧାୟକ ଅଶୋକ ଦାସଙ୍କ ନାଁରେ ଏକ ଫେକ୍ ହ୍ୱାଟ୍ସଆପ୍ ଆକାଉଣ୍ଟ ଖୋଲି କିଛି ଅସାମାଜିକ ବ୍ୟକ୍ତି ଟଙ୍କା ମାଗୁଥିବା ଅଭିଯୋଗ ସାମ୍ନାକୁ ଆସିଛି।…

୨୦୦-୫୦୦ ଟଙ୍କିଆ ନୋଟ୍‌କୁ ନେଇ RBIର ବଡ଼ ଆଲର୍ଟ; ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୪।୭: ବଜାରରୁ କିଣାକିଣି କରିବା ପରେ ମିଳୁଥିବା ଖୁଚୁରା ପଇସାର ଯାଞ୍ଚ ଆମେ ପ୍ରାୟତଃ ତରତରରେ କରିନଥାଉ। କିନ୍ତୁ ଜାଲ ନୋଟର ବଢୁଥିବା ଚଳନ ମଧ୍ୟରେ ଆପଣଙ୍କର…

IND vs ENG: ଶେଷ ହେବାକୁ ଯାଉଛି ବୈଭବ ସୂର୍ଯ୍ୟବଂଶୀଙ୍କ ଡେବ୍ୟୁ ପାଇଁ ଅପେକ୍ଷା, ମାଞ୍ଚେଷ୍ଟରରେ ମିଳିବ ସୁଯୋଗ!

ନୂଆଦିଲ୍ଲୀ,୪।୭: ସମଗ୍ର କ୍ରିକେଟ ଜଗତ ବୈଭବ ସୂର୍ଯ୍ୟବଂଶୀଙ୍କ ଡେବ୍ୟୁକୁ ଉତ୍ସାହର ସହିତ ଅପେକ୍ଷା କରିଛି। ତାଙ୍କୁ ଆୟରଲ୍ୟାଣ୍ଡ ବିପକ୍ଷରେ କିମ୍ବା ଇଂଲଣ୍ଡ ବିପକ୍ଷରେ ପ୍ରଥମ ଟି-୨୦ରେ ସୁଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri