Posted inଜାତୀୟ

୫୦୦ ବର୍ଷର ଅପେକ୍ଷା ଶେଷ ହେବାକୁ ଯାଉଛି… କାହିଁକି ଏମିତି କହିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୯।୧୦: ଦୀପାବଳି ପର୍ବକୁ ନେଇ ସାରା ଦେଶରେ ଉତ୍ସାହର ବାତାବରଣ ରହିଛି। ଏଥର ଅଯୋଧ୍ୟା ୨୮ ଲକ୍ଷ ଦୀପ ସହିତ ଆଲୋକିତ ହେବ, ଯାହାର ପ୍ରସ୍ତୁତି ପ୍ରାୟ ସମ୍ପୂର୍ଣ୍ଣ ହୋଇଛି। ସେପଟେ ମଙ୍ଗଳବାର ଏକ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାବପ୍ରବଣ ହୋଇ କହିଛନ୍ତି, ଏଥର ଦୀପାବଳି ଅତ୍ୟନ୍ତ ସ୍ବତନ୍ତ୍ର ହେବାକୁ ଯାଉଛନ୍ତି। ଏହାର କାରଣ ହେଉଛି ୫୦୦ ବର୍ଷର ଦୀର୍ଘ ଅପେକ୍ଷା ପରେ ମହାନ ଅଯୋଧ୍ୟା ମନ୍ଦିରରେ ଭଗବାନ ରାମଲାଲା ସ୍ଥାପନ ହେବା ପରେ ଏହା ହେଉଛି ପ୍ରଥମ ଦୀପାବଳି ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଦେଶବାସୀଙ୍କୁ ଧନତେରସ ଅଭିନନ୍ଦନ ଜଣାଇ କହିଛନ୍ତି, ଏହି ବର୍ଷର ଦୀପାବଳି ଅତ୍ୟନ୍ତ ସ୍ବତନ୍ତ୍ର। ୫୦୦ ବର୍ଷ ପରେ ପ୍ରଭୁ ରାମ ଅଯୋଧ୍ୟାରେ ଥିବା ତାଙ୍କ ମହାନ ମନ୍ଦିରରେ ବସିଛନ୍ତି ଏବଂ ବସିବା ପରେ ଏହା ପ୍ରଥମ ଦୀପାବଳି ହେବ, ଯାହା ତାଙ୍କ ମନ୍ଦିରରେ ପାଳନ କରାଯିବ। ଏହିପରି ଏକ ବିଶେଷ ତଥା ଗ୍ରାଣ୍ଡ ଦୀପାବଳି ସାକ୍ଷୀ ହେବା ପାଇଁ ଆମେ ସମସ୍ତେ ଭାଗ୍ୟବାନ।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱ ବଜାରରେ ତେଲ ନିଆଁ: ୯୫ ଦେଶରେ ମହଙ୍ଗା ହେଲା ପେଟ୍ରୋଲ, ଭାରତରେ…

ନୂଆଦିଲ୍ଲୀ/ୱାଶିଂଟନ,୧୮।୩: ୨୦୨୬ ଫେବୃଆରୀ ଶେଷ ଭାଗରେ ଇରାନ ଉପରେ ଆମେରିକା ଏବଂ ଇସ୍ରାଏଲର ମିଳିତ ଆକ୍ରମଣ ପରେ ବିଶ୍ୱ ଶକ୍ତି ବଜାର (Global Energy Market) ରେ…

ଭାରତରେ ଡାଉନ ହେଲା ସୋସିଆଲ ମିଡିଆ ପ୍ଲାଟଫର୍ମ X, ହଜାର ହଜାର ୟୁଜର୍ସ…

ବୁଧବାର ସନ୍ଧ୍ୟାରେ ଭାରତରେ ସୋସିଆଲ ମିଡିଆ ପ୍ଲାଟଫର୍ମ X ହଠାତ୍ ଠପ୍ ହୋଇଯାଇଥିଲା । ଯାହା ଫଳରେ ଅନେକ ଉପଭୋକ୍ତା ଅସୁବିଧାର ସମ୍ମୁଖୀନ ହୋଇଥିଲେ । ଡାଉନଡିଟେକ୍ଟର…

କୋରାପୁଟରେ ଛେଚିଲା କୁଆପଥର ବର୍ଷା, ଅନ୍ଧାରରେ ସହର

କୋରାପୁଟ,୧୮।୩(ଅମିତାଭ ବେହେରା ): ବୁଧବାର ସନ୍ଧ୍ୟାରୁ କୋରାପୁଟ ଜିଲାର ବିଭିନ୍ନ ଅଞ୍ଚଳରେ ହଠାତ୍ କୁଆପଥର ସହ ପ୍ରବଳ ବର୍ଷା ହୋଇଥିଲା । ଫଳରେ କିଛି ସମୟ ପର୍ଯ୍ୟନ୍ତ…

୫ ଦିନ ଯାଏ ଯୁଦ୍ଧ କରିବେନି ପାକିସ୍ତାନ-ଆଫଗାନିସ୍ତାନ, କାରଣ ଜାଣିଲେ…

ନୂଆଦିଲ୍ଲୀ,୧୮।୩: ଆଫଗାନିସ୍ତାନ ଏବଂ ପାକିସ୍ତାନ ମଧ୍ୟରେ ଚାଲିଥିବା ସଂଘର୍ଷ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଉଭୟ ଦେଶ ଏକ ଅସ୍ଥାୟୀ ଯୁଦ୍ଧବିରତି ଘୋଷଣା କରିଛନ୍ତି ।…

ତୁଳସୀ ଗାବାର୍ଡଙ୍କ ବୟାନକୁ ନେଇ ହଇଚଇ, ପାକିସ୍ତାନ ଏବଂ ଚୀନ୍ ଆମେରିକା ପାଇଁ…

ନୂଆଦିଲ୍ଲୀ,୧୮।୩: ଆମେରିକାର ନ୍ୟାସନାଲ ଇଣ୍ଟେଲିଜେନ୍ସ ଡାଇରେକ୍ଟର ତୁଳସୀ ଗାବାର୍ଡ ପାକିସ୍ତାନ ଏବଂ ଚୀନକୁ ଆମେରିକାର ବିପଦ ବୋଲି ବୟାନ ଦେଇଛନ୍ତି । ବୁଧବାର ସେ କହିଥିଲେ ଯେ…

ଅପହରଣ କରି ନେଇ ଯାଇଥିଲେ ତାମିଲନାଡୁ, ୭ ଦିନ ଯାଏ ନାବାଳିକାଙ୍କୁ…ଅଭିଯୁକ୍ତଙ୍କୁ ବାନ୍ଧି…

ପାଇକମାଳ,୧୮।୩ (ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଅପହରଣ କରିବା ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ…

ଫିଲ୍ମ ଷ୍ଟାଇଲରେ ଗୋଡ଼ାଇ ଗୋଡ଼ାଇ ଧରିଲା ପୋଲିସ, ମହୁଲି ମଦ ସହ ଦୁଇ….

ହାଟଡିହୀ,୧୮।୩(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ନନ୍ଦିପଦା ପୋଲିସ ଫିଲ୍ମ ଷ୍ଟାଇଲରେ ଦୁଇ ଚୋରା ମହୁଲି ମଦ ବେପାରୀଙ୍କୁ ବୁଧବାର ରାତି ପ୍ରାୟ ୮ଟା ସମୟରେ ଧରିଛି ।…

ଭାରତରେ ବଢୁଛି ରହିବା ଖର୍ଚ୍ଚ: ୨୦୨୬ରେ ଏହି ସହର ସବୁଠୁ ମହଙ୍ଗା, ଜାଣନ୍ତୁ କେଉଁ ସହରରେ କେତେ ?

ନୂଆଦିଲ୍ଲୀ,୧୮।୩: ୨୦୨୬ ମାର୍ଚ୍ଚ ମାସର ସଦ୍ୟତମ ‘ନମ୍ବିଓ’ ରିପୋର୍ଟ ଅନୁଯାୟୀ, ଭାରତରେ ଜୀବନଶୈଳୀ ଏବଂ ସହର ଅନୁସାରେ ରହିବା ଖର୍ଚ୍ଚରେ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ବର୍ତ୍ତମାନର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri