ଘର ରଙ୍ଗ ଦେଉଥିବାବେଳେ ଚାର୍ଜ ହୋଇଗଲା କାନ୍ଥ, ଜଣଙ୍କ ଜୀବନ ଗଲା, ୩ ଗୁରୁତର

ରାୟଗଡ଼ା,୨୬ା୯(ଆଶିଷ ରଞ୍ଜନ ପଣ୍ଡା): ରାୟଗଡା ସହରର ରୟତ କଲୋନୀରେ ଗୁରୁବାର ବିଦ୍ୟୁତ୍‌ ଆଘାତରେ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୩ ଜଣ ଗୁରୁତର ହୋଇଛନ୍ତି। ମୃତକ ହେଲେ ଦୁଃଶାସନ ଖରା (୩୫) ଓ ତାଙ୍କ ଘର ଆମଗୁଡ଼ାରେ। ଗୁରୁତର ୩ ଜଣ ହେଲେ ବିନୋଦ ନାଗ (୩୨), ଲକ୍ଷ୍ମଣ କନ୍ଧପାଣି(୩୩) ଓ ଦାମୋଦର ଗାଣ୍ଟା(୨୬)। ଆଜି ପୂର୍ବାହ୍ନରେ ଚାରି ଜଣ ଏକ ଘରେ ଚୂନ ଓ ରଙ୍ଗ ଦେଉଥିଲେ। ସେହି ସମୟରେ ହଠାତ୍‌ କାନ୍ଥ ଚାର୍ଜ ହୋଇଯାଇଥିଲା। ଫଳରେ ଜଣକ ପରେ ଜଣେ ଏଥିରେ ଶିକାର ହୋଇଥିଲେ। ଯଦ୍ବାରା ଘଟଣାସ୍ଥଳରେ ଦୁଃଶାସନଙ୍କର ମୃତ୍ୟୁ ହୋଇଥିଲା। ଗୁରୁତର ଅବସ୍ଥାରେ ବିନୋଦ ଓ ଲକ୍ଷ୍ମଣଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି। ତାଙ୍କର ଚିକିତ୍ସା ଚାଲିଛି। ଦାମୋଦର ସାମାନ୍ୟ ଆହତ ହୋଇଛନ୍ତି। ଦୁଇ ଗୁରୁତରଙ୍କ ଚିକିତ୍ସା ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡିରେ ପୁଣି ବୁଲିଲା ବୁଲ୍‌ଡୋଜର: ଜବରଦଖଲ ଉଚ୍ଛେଦ 

ଦାରିଙ୍ଗବାଡି,୪।୨(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି  ଥାନା ଅଞ୍ଚଳରେ ପୁଣି ବୁଧବାର ବୁଲଡୋଜର ବୁଲିଛ। ସରକାରୀ ଜମିକୁ ଜବରଦଖଲ କରି ରଖିଥିବା ଦୋକାନ ଗୃହ ସମେତ ବାସ ଗୃହକୁ…

କୂଅରୁ ମିଳିଥିଲ ଛାତ୍ରଙ୍କ ମୃତଦେହ: ୨ ଶିକ୍ଷୟିତ୍ରୀ ନିଲମ୍ବିତ

ନୟାଗଡ଼, ୪।୨( ଲୋକନାଥ ମିଶ୍ର/ ସନ୍ତୋଷ ପ୍ରଧାନ): ନୟାଗଡ଼ ଜିଲା ଗଣିଆ ଥାନା ବିଜୟନଗର ଗ୍ରାମର ନିଖୋଜ ଜଣେ ସ୍କୁଲ ଛାତ୍ରଙ୍କ ମୃତଦେହ ବୁଧବାର କୂଅରୁ ଉଦ୍ଧାର…

ମୋଦିଙ୍କୁ ସିଧା ଟାର୍ଗେଟ କଲେ ପ୍ରିୟଙ୍କା, କହିଲେ ଡର ଲାଗୁଛି…

ନୂଆଦିଲ୍ଲୀ,୪।୨: ସଂସଦର ବଜେଟ ଅଧିବେଶନରେ ଲଗାତାର ଦ୍ୱିତୀୟ ଦିନ ପାଇଁ ଲୋକ ସଭା କାର୍ଯ୍ୟ ସ୍ଥଗିତ ରହିଥିଲା। ମଙ୍ଗଳବାର ରାହୁଲ ଗାନ୍ଧୀଙ୍କ ଭାଷଣ ବାଧାପ୍ରାପ୍ତ ହୋଇଥିଲା। ଏହି…

କାରା-ଭାନ ଟୁରିଷ୍ଟ ସେବା ଶୁଭାରମ୍ଭ: ଗାଡ଼ିରେ ଶୌଚାଳୟ ଠାରୁ କିଚେନ ବ୍ୟବସ୍ଥା 

ଭୁବନେଶ୍ୱର,୪।୨: ଓଡ଼ିଶାରେ ଅତ୍ୟାଧୁନିକ କାରା-ଭାନ ଟୁରିଷ୍ଟ ସେବାର ଶୁଭାରମ୍ଭ ହୋଇଛି । ଧଉଳି ପର୍ଯ୍ୟଟନ କ୍ଷେତ୍ରରୁ ୨ୟ ପର୍ଯ୍ୟାୟର ଏହା ଶୁଭାରମ୍ଭ ହୋଇଛି। VGF ଯୋଜନା ଦ୍ୱାରା…

ବଡ଼ ଘୋଷଣା: ଏହି ରୁଟ୍‌ର ଟ୍ରେନ କ୍ୟାନସଲ୍‌, ଦେଖନ୍ତୁ ଲିଷ୍ଟ…

ନୂଆଦିଲ୍ଲୀ,୪।୨: ପ୍ରତିଦିନ ସାରା ଦେଶରେ ଲକ୍ଷ ଲକ୍ଷ ଯାତ୍ରୀ ଟ୍ରେନରେ ଯାତ୍ରା କରନ୍ତି ଏବଂ ଏକ ବଡ଼ ସଂଖ୍ୟାରେ ଉତ୍ତରାଖଣ୍ଡ ଏବଂ ଉତ୍ତର ପ୍ରଦେଶ ମଧ୍ୟରେ ଯାତ୍ରା…

କାମରେ ଲାଗୁନି ‘ଆମ ଶୌଚାଳୟ’, ଅସୁବିଧା ଭୋଗୁଛନ୍ତି ଯାତ୍ରୀ

ଧର୍ମଶାଳା,୪।୩(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଜାରକା ବସ୍‌ ରହଣି ସ୍ଥାନରେ ଯାତ୍ରୀମାନଙ୍କ ସୁବିଧା ନିମନ୍ତେ ରହିଥିବା ଶୌଚାଳୟ କାମରେ ଲାଗୁନି। ଏହା ଅପରିଷ୍କାର ଭାବେ ଅଳିଆ ଆବର୍ଜନା…

କ୍ରମାଗତ ହ୍ରାସ ପୁଣି ବଢ଼ିଲା ସୁନା-ରୁପା ଦର: ଜାଣନ୍ତୁ କେତେ ହେଲା

ନୂଆଦିଲ୍ଲୀ,୪।୨: କ୍ରମାଗତ ହ୍ରାସ ପରେ ବୁଧବାର ପୁଣି ବଢ଼ିଛି ସୁନା, ରୁପା ଦର। ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପିଛା ୬ ହଜାର ୬୬୦…

ଆହୁରି ଖସିବ ସୁନାଦର! ସରକାର ନେଲେ ବଡ଼ ନିଷ୍ପତ୍ତି, ଜାଣନ୍ତୁ କିଣିବେ କେବେ?

ନୂଆଦିଲ୍ଲୀ,୪।୨: ସରକାର ଶେଷରେ ସୁନା ଏବଂ ରୂପା ଉପରେ ଆମଦାନୀ ଶୁଳ୍କ ହ୍ରାସ କରିଛନ୍ତି। କେନ୍ଦ୍ରୀୟ ପରୋକ୍ଷ ଟିକସ ଏବଂ କଷ୍ଟମ୍ସ ବୋର୍ଡ (CBIC) ଦ୍ୱାରା ଜାରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri