ପୁଣି ଭୁଶୁଡି ପଡ଼ିଲା ମାଲକାନଗିରି ଏୟାରପୋର୍ଟର ପାଚେରି

ମାଲକାନଗିରି, ୮।୬(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଏୟାରପୋର୍ଟର ପାଚେରି ପୁଣି ଭୁଶୁଡି ପଡ଼ିଛି। ରାତିରେ ବର୍ଷା ପବନ ଯୋଗୁ ପାଚେରି ଭୁଶୁ ପଡିଥିବା ଜଣାପଡିଛି। ହେଲେ ଏଥିରେ କାହାର କିଛି କ୍ଷତି ଘଟିନଥିବା ସୂଚନା ରହିଛି।

ଏୟାରପୋର୍ଟର ପାଚେରି ନିମ୍ନମାନର କାମ ଯୋଗୁ ଭୁଶୁଡି ପଡିଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି। ଗତ ବର୍ଷ ଏହି ପାଚେରି ଭୁଶୁଡି ୨ ଜଣଙ୍କର ମୃତ୍ୟୁ ଘଟିଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ପୁଟିନ୍‌ଙ୍କୁ ଗୀତା ଉପହାର ଦେଲେ ମୋଦି

ନୂଆଦିଲ୍ଲୀ,୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଗସ୍ତରେ ଭାରତ ଆସିଛନ୍ତି। ଏଡି ଅବସରରେ ରାଷ୍ଟ୍ରପତି ପୁଟିନ୍‌ଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଶ୍ରୀମଦ୍‌ଭଗବତ...

ପୂର୍ବତନ ଡିଏସ୍‌ପିଙ୍କ ଝିଅ ହାତ ଧରିଲେ ବୃନ୍ଦାବନର ପ୍ରବଚକ ଇନ୍ଦ୍ରେଶ ଉପାଧ୍ୟାୟ

ଜୟପୁର,୫ା୧୨: ପ୍ରବଚକ ଇନ୍ଦ୍ରେଶ ଉପାଧ୍ୟାୟ ଏବଂ ପୂର୍ବତନ ଡିଏସ୍‌ପିଙ୍କ ଝିଅ ସିପ୍ରା ଜୟପୁରର ଏକ ହୋଟେଲରେ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ପ୍ରସିଦ୍ଧ ମଥୁରାର ପ୍ରବଚକ...

ବୋର୍ଡ ନିଗମ ନିଯୁକ୍ତି ନେଇ ଆସିଲା ବଡ଼ ଖବର: ମନମୋହନ କହିଲେ…

ଭୁବନେଶ୍ୱର,୫।୧୨: ବୋର୍ଡ ନିଗମ ନିଯୁକ୍ତି ନେଇ ଖୁବଶୀଘ୍ର ନିଷ୍ପତ୍ତି ନିଆଯାଇ ଘୋଷଣା ହେବ। ଏ ନେଇ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ କହିଛନ୍ତି। ଚର୍ଚ୍ଚା...

ସ୍ବାସ୍ଥ୍ୟକୁ ସୁସ୍ଥ ରଖେ କ୍ରୀଡ଼ା, ନିୟମିତ ଖେଳକୁଦ ଅଭ୍ୟାସ ପାଇଁ…

ଭଞ୍ଜନଗର,୫ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ୩୬ ତମ ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି...

ଲଣ୍ଡନଠାରୁ ବି ମହଙ୍ଗା ହେଲା ପାଟନା-କୋଲକାତା ବିମାନ ଟିକେଟ, ଇଣ୍ଡିଗୋ ସଙ୍କଟ ପରେ ଭାଙ୍ଗିଲା ଭଡ଼ା ରେକର୍ଡ

ନୂଆଦିଲ୍ଲୀ,୫।୧୨: ଭାରତରେ ଗତ ଚାରି ଦିନ ମଧ୍ୟରେ ବିମାନ ଯାତ୍ରା ସମସ୍ୟା ବୃଦ୍ଧି ପାଇଛି। ଇଣ୍ଡିଗୋ ଏୟାରଲାଇନ୍ସର ୧,୦୦୦ ରୁ ଅଧିକ ବିମାନ ବାତିଲ ହେବା...

ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଜଣାଇଲେ ସମସ୍ୟା, ସମାଧାନ ପାଇଁ

ନୂଆପଡ଼ା,୫ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲାର ଷ୍ଟୋନ କ୍ରଶର ଓ ପଥର କ୍ୱାରୀ ବ୍ୟବସାୟୀଙ୍କ ବିଭିନ୍ନ ସମସ୍ୟା ଉପରେ ଭାଜପା ରାଜ୍ୟ କାର୍ଯ୍ୟକାରିଣି ସଦସ୍ୟ ଯଦୁମଣି...

ଅସୀମ ମୁନିର ହେଲେ CDF, ପାକିସ୍ତାନର ୩ ସେନା ରହିବେ କଣ୍ଟ୍ରୋଲରେ, ଭାରତ ଉପରେ କ’ଣ ପଡ଼ିବ ପ୍ରଭାବ? ଜାଣନ୍ତୁ…

ଇସଲାମାବାଦ,୫।୧୨: ପାକିସ୍ତାନ ତା’ର ସାମରିକ ବ୍ୟବସ୍ଥାରେ ଏକ ବଡ଼ ପରିବର୍ତ୍ତନ ଆଣିଛି, ଜେନେରାଲ ଅସୀମ ମୁନିରଙ୍କୁ ଦେଶର ପ୍ରଥମ ପ୍ରତିରକ୍ଷା ବାହିନୀ (CDF) ମୁଖ୍ୟ ଭାବରେ...

ମଝି ଆକାଶରେ ଫୁଟବଲ ଖେଳିଲେ ଦୁଇ ଖେଳାଳି, ଭୟଙ୍କର ଦୃଶ୍ୟ ଦେଖିଲେ…

କିଛି ଲୋକ ଅନେକ ଦୁଃସାହସିକ କାର୍ଯ୍ୟ କରିଥାନ୍ତି। ଯାହା ଦେଖି ଲୋକଙ୍କ ପ୍ରାଣବାୟୁ ଉଡ଼ିଯିବା ପରି ଲାଗେ। ବର୍ତ୍ତମାନ ସୋସିଆଲ ମିଡିଆରେ ସେମିତି ଏକ ଭିଡିଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri