ଲଗାଣ ବର୍ଷାରେ ଭୁଶୁଡ଼ିଲା କାନ୍ଥ

ଦିଗପହଣ୍ଡି,୧୩।୧୦(ଡି.ଏନ୍‌.ଏ.): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଗତ ଦୁଇଦିନ ହେଲା ବର୍ଷା ଲାଗି ରହିଛି। ତୁହାକୁ ତୁହା ବର୍ଷା ଯୋଗୁ ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଉଡ଼ିଆ ପଞ୍ଚାୟତ ବଉଳଘାଇ ଗ୍ରାମର ସିନ୍ଧୁ ସ୍ବାଇଁଙ୍କ ଘରକାନ୍ଥ ମଙ୍ଗଳବାର ସକାଳେ ଭୁଶୁଡି ପଡ଼ିଛି। ଏଥିରେ କେହି ମୃତାହତ ହୋଇ ନ ଥିବା ଜଣାପଡିଛି। ଘର ମଧ୍ୟରେ ୧ ଫୁଟ ଉଚ୍ଚରେ ବର୍ଷାଜଳ ଲହଡ଼ି ମାରୁଛି। ଦିଗପହଣ୍ଡି ଓ ସାନଖେମୁଣ୍ଡି ବ୍ଳକ ଅଞ୍ଚଳରେ ଗତ ୧୨ ଦିନରେ ୧୩୯ ମିଲି ମିଟର ବର୍ଷା ହୋଇଥିବା ବେଳେ ମଙ୍ଗଳବାର ମଧ୍ୟାହ୍ନ ସୁଦ୍ଧା ୬୩ ମିଲି ମିଟର ବର୍ଷା ହୋଇଥିବା ବ୍ଳକ ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ଶାସନରେ ବ୍ରହ୍ମପୁର ବିକାଶ ବାଧାପ୍ରାପ୍ତ

ବ୍ରହ୍ମପୁର ଅଫିସ,୨୨ା୮-ବିଜେଡି ଶାସନରେ ରେଶମ ନଗରୀ ବ୍ରହ୍ମପୁର ବିକାଶ ବାଧାପ୍ରାପ୍ତ ହୋଇଛି। ସାମାନ୍ୟ ବର୍ଷା ହେଲେ ମହାନଗର ଜଳାର୍ଣ୍ଣବ ହେବା ସହ ପାଣି ନିଷ୍କାସନ ହୋଇ...

ବ୍ରହ୍ମପୁର ପୋଲିସ ଜିଲାରେ ୧୦ ବ୍ଲାକ୍‌ସ୍ପଟ୍‌

ବ୍ରହ୍ମପୁର ଅଫିସ,୯ା୧: ବ୍ରହ୍ମପୁର ସହର ଓ ସନ୍ନିକଟ ଦେଇ ଯାଇଥିବା ଜାତୀୟ ରାଜପଥ ୧୬, ୫୯ ଏବଂ ରାଜ୍ୟ ରାଜପଥ ଏବେ ସଡ଼କ ଦୁର୍ଘଟଣାପ୍ରବଣ ହୋଇପଡ଼ିଛି।...

ପ୍ରକାଶ ପାଇଲା ମାଟ୍ରିକ୍‌ ପରୀକ୍ଷାଫଳ

କଟକ ଅଫିସ, ୬।୭: ପ୍ରକାଶ ପାଇଲା ଚଳିତ ବର୍ଷର ମାଟ୍ରିକ୍‌ ପରୀକ୍ଷାଫଳ । କଟକ ବୋର୍ଡ କାର୍ଯ୍ୟାଳୟରେ ବୁଧବାର ପରୀକ୍ଷାଫଳ ପ୍ରକାଶ କରାଯାଇଛି। ଗଣଶିକ୍ଷା ମନ୍ତ୍ରୀ...

ମଦ କାରବାର: ଜିଲାପାଳଙ୍କ ପଲା ଭାରି

ଭୁବନେଶ୍ୱର, ୬ା୫(ବ୍ୟୁରୋ): ରାଜ୍ୟର ମଦ ଦୋକାନ ଖୋଲିବା ନେଇ ଦ୍ୱନ୍ଦ୍ୱ ଏ ପର୍ଯ୍ୟନ୍ତ ଦୂର ହୋଇପାରୁନାହିଁ। ଗତ ୧ ତାରିଖରେ ଦେଶର ସମସ୍ତ ଗ୍ରୀନ ଜୋନ୍‌...

ଦିଲ୍ଲୀରୁ ନାଇଜେରୀୟ ଦମ୍ପତି ଗିରଫ

ବାଲେଶ୍ୱର ଅଫିସ,୨୮।୮: ବାଲେଶ୍ୱର ସହରର ଜଣେ ଅବସରପ୍ରାପ୍ତ କର୍ମଚାରୀଙ୍କୁ ହନିଟ୍ରାପରେ ଫସାଇ ୩୦ଲକ୍ଷ ଟଙ୍କା ଠକେଇ କରିବା ମାମଲାରେ ଏକ ନାଇଜେରୀୟ ଦମ୍ପତିଙ୍କୁ ସାଇବର ଥାନା...

ପ୍ରବାସୀ ଓଡ଼ିଆଙ୍କ ବସ୍‌ ଦୁର୍ଘଟଣାଗ୍ରସ୍ଥ

ଚୌଦ୍ୱାର,୧୯।୫(ଡି.ଏନ୍‌.ଏ.): କଟକ ଜିଲା ଟାଙ୍ଗୀ ଥାନା ଅନ୍ତର୍ଗତ ବନ୍ଦାଳ ନିକଟରେ ଜାତୀୟ ରାଜପଥ ୧୬ରେ ପ୍ରବାସୀ ଓଡ଼ିଆଙ୍କୁ ନେଇଯାଉଥିବା ବସ୍‌ ଦୁର୍ଘଟଣାଗସ୍ତ। ଏଥିରେ ୬ଜଣ ଯାତ୍ରୀ...

ପ୍ରାର୍ଥୀଙ୍କ ଭାବମୂର୍ତ୍ତି ହିଁ ଭାଗ୍ୟ ନିର୍ଦ୍ଧାରଣ କରିବ

ଡାବୁଗାଁ,୭ା୨(ଡି.ଏନ୍‌.ଏ.)-  ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକରେ ଦୁଇଟି ଜିଲା ପରିଷଦ ଜୋନ୍‌ ରହିଛି। ଜୋନ-୨ ଅଣସଂରକ୍ଷିତ ରହିଛି। ଏହି ନିର୍ବାଚନ ମଣ୍ଡଳୀରେ ଚତୁର୍ମୁଖୀ ପ୍ରତିଦ୍ୱନ୍ଦ୍ୱିିତା ହେବାକୁ ଯାଉଛି।...

ଭଞ୍ଜନଗରରେ କରୋନା ଭୟ: ପରୀକ୍ଷା କରାଇବାକୁ କଟକ ଗଲେ ଡାକ୍ତରୀ ଛାତ୍ର

ଭଞ୍ଜନଗର,୧୫।୨ (ଡି.ଏନ.ଏ): ଗଞ୍ଜାମ ଜିଲା ଭଞ୍ଜନଗର ସହରରେ କରୋନା ଭୂତାଣୁ ଭୟ ଦେଖାଦେଇଛି। ଗତ ଜାନୁୟାରୀ ୧୪ରେ ଚାଇନାରୁ ଫେରିଥିବା ଜଣେ ଡାକ୍ତରୀ ଛାତ୍ରଙ୍କୁ କରୋନା...

Advertisement
Archives

Model This Week