ଛତ୍ରପୁର,୭ା୫(ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ପକ୍ଷରୁ ଜାରି କରାଯାଇଥିବା ନିର୍ଦ୍ଦେଶ ମୁତାବକ ଓଡ଼ିଶା ସରକାର ପକ୍ଷରୁ ସମଗ୍ର ଓଡ଼ିଶାବାସୀଙ୍କ ଜନଜୀବନ ସୁରକ୍ଷା ଦିଗରେ ପଦକ୍ଷେପ ଗ୍ରହଣ କରିଛନ୍ତି। ଆଉ କିଛି ସମୟ ପରେ ଗଞ୍ଜାମ ଜିଲାର ଗୋପାଳପୁର ବିଜ୍ଞାପିତ ଅଞ୍ଚଳ, ରଙ୍ଗେଇଲୁଣ୍ଡା ବ୍ଲକ ବକ୍ସି ପଲ୍ଲୀ Cyclone centre, ଗୋପାଳପୁର ବନ୍ଦର,IRE Ltd ( ଅର୍ଜିପଲ୍ଲୀ)ଠାରେ ବିପଦ ସଙ୍କେତ ଯୁଦ୍ଧ ସାଇରନ ବାଜିବା ସମୟରେ ଲୋକେ ନିଜ ଜୀବନକୁ କିଭଳି ସୁରକ୍ଷିତ ରଖିବେ ସେହି ସମ୍ପର୍କରେ ମଗ ଡ୍ରିଲ ମାଧ୍ୟମରେ ସଚେତନତା କରାଯିବ। ବିପର୍ଯ୍ୟୟ ସମୟର ପ୍ରଥମ ସାଇରନ ବାଜିବା ପରେ ଜନ ଜୀବନ କିଭଳି ସୁରକ୍ଷିତ ରଖିବା ଅପରିହାର୍ଯ୍ୟ ସେହି ଅନୁସାରେ ପ୍ରଶିକ୍ଷଣ ଦିଆଯିବ। ପୁଣି ଥରେ ୪ ଟା ୩୦ ମିନିଟ୍ ସମୟରେ ପୁନର୍ବାର ଶେଷ ଆଲର୍ଟ ନିମନ୍ତେ ଆଉ କିଛି ଗୋଟିଏ ସାଇରନ ବଜିବ। ଏହି କାର୍ଯ୍ୟକ୍ରମର ବହୁଳ ପ୍ରଚାର ପ୍ରସାର କରି ଜନ ସଚତନତା ସୃଷ୍ଟି କରିବା ନିମନ୍ତେ ପ୍ରଶାସନ ପକ୍ଷରୁ ଅନୁରୋଧ କରାଯାଇଛି।
Posted inHome Left, ଆମ ଜିଲା ଖବର, ଗଞ୍ଜାମ, ରାଜ୍ୟ View All
ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ସମୀକ୍ଷା କଲେ ଜିଲାପାଳ: ନିର୍ବାହୀ ଅଧିକାରୀ ବିନୋଦ ବେହେରା ସମ୍ବର୍ଦ୍ଧିତ
ପୁରୁଷୋତ୍ତମପୁର, ୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ଚଳିତ ବର୍ଷ ଅତ୍ୟନ୍ତ ଶାନ୍ତିଶୃଙ୍ଖଳାର ସହ ସମାପ୍ତ ହୋଇଛି।…
ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ଓ ଜଙ୍ଗଲ ନିଆଁ ସୁରକ୍ଷା ଚିନ୍ତା: କର୍ମଚାରୀ ଅଭାବ, ଅଧିକ…
ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ସମେତ ବିଭିନ୍ନ ପ୍ରାଣୀ ନିର୍ଦ୍ଧିଷ୍ଟ ଅଞ୍ଚଳ ମଧ୍ୟରେ ଅଧିକାଂଶ ସମୟ ବସବାସ କରନ୍ତି। ତେଣୁ ସେମାନଙ୍କ…
୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା
ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…
ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…
ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…
୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…
ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…
ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….
ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…
ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…
ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…
ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର
ଭୁବନେଶ୍ବର,୨ା୪: ଖୁଵ୍ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…
Archives

