ଯୁଦ୍ଧ ଜାରି ରହିବ

କିଭ୍‌/ମସ୍କୋ,୧୩ା୩: ରୁଷିଆର ପ୍ରତିରକ୍ଷା ମନ୍ତ୍ରଣାଳୟ କହିଛି, ୟୁକ୍ରେନର ପୂର୍ବ ଡୋନେଟସ୍କ ଅଞ୍ଚଳରେ ଯୁଦ୍ଧ ଜାରି ରହିବ। ସେ ୨୪ ଘଣ୍ଟା ମଧ୍ୟରେ ୨୨୦ ୟୁକ୍ରେନ ସୈନିକଙ୍କୁ ହତ୍ୟା କରିଥିବାର କହିଥିବା ବେଳେ ଏହି ଆକ୍ରମଣରେ ଡି-୩୦ ହଓ୍ବିଜର ବ୍ୟତୀତ ଏକ ପଦାତିକ ଯାନ ଏବଂ ତିନୋଟି ସଶସ୍ତ୍ର ଯାନ ନଷ୍ଟ କରିଥିବା ବି କହିଛି।

ଅନ୍ୟପକ୍ଷରେ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି କହିଛନ୍ତି, ପୂର୍ବ ବାଖମୁଟ ସହର ନିକଟରେ  ସପ୍ତାହକ ତଳେ ୧୧୦୦ରୁ ଅଧିକ ରୁଷିଆ ସୈନ୍ୟ ନିହତ ହୋଇଥିଲେ। ଗୋଟିଏ ଦିନ ପୂର୍ବରୁ, ୟୁକ୍ରେନ କହିଛି, ୨୪ ଘଣ୍ଟା ମଧ୍ୟରେ ୫୦୦ରୁ ଅଧିକ ରୁଷିଆ ସୈନିକ ନିହତ ହୋଇଥିଲେ। ସେମାନେ ବାଖମୁଟର ନିୟନ୍ତ୍ରଣ ପାଇଁ ଲଢୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କ ଐତିହାସିକ ନିଷ୍ପତ୍ତିକୁ ସ୍ବାଗତ କଲେ କନ୍ଧମାଳ ଏମପି: କହିଲେ, ଏହା ଏକ ମାଇଲଖୁଣ୍ଟ

ଦାରିଙ୍ଗବାଡି,୨୮।୭ (ଅରୁଣ ସାହୁ):କନ୍ଧମାଳ ଜିଲା ଫୁଲବାଣୀ ସରକାରୀ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟକୁ ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ନାମରେ ନାମିତ କରିବା ନିଷ୍ପତ୍ତିକୁ ନେଇ ଦାରିଙ୍ଗବାଡି ଅଞ୍ଚଳରେ…

ବଢୁଛି ବନ୍ୟା ଜଳ: ବିପଦପୂର୍ଣ୍ଣ ଭାବେ ଚାଲୁଛି ଡଙ୍ଗା

ମହାକାଳପଡ଼ା,୨୮ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ପଞ୍ଚାୟତ ମହାନଦୀରେ ବଢୁଛି ବନ୍ୟା ଜଳ। ଏହା ଦ୍ବାରା ମହାନଦୀ – ବାହାକୁଦ – ମୂଷାଡିଆ ଫେରିଘାଟରେ…

କରୁର ଦଳାଚକଟା ଘଟଣା, ମୃତକ ପରିବାରକୁ ଚାକିରି ନିର୍ଦ୍ଦେଶ ହାଇକୋର୍ଟରେ ରଦ୍ଦ

ଚେନ୍ନାଇ,୨୮।୭: ତାମିଲନାଡୁର କରୁର ଦଳାଚକଟା ଘଟଣାରେ ମୃତକଙ୍କ ପରିବାରକୁ ସରକାରୀ ନିଯୁକ୍ତି ଦେବା ପାଇଁ ତାମିଲନାଡୁ ସରକାରଙ୍କ ଏକ ନିର୍ଦ୍ଦେଶନାମାକୁ ମାଡ୍ରାସ ହାଇକୋର୍ଟ ସୋମବାର ଖାରଜ କରିଦେଇଛନ୍ତି।…

ଏତଲା ପାଇଁ ଯିବାକୁ ପଡ଼ିବନି ଥାନା,‘ଆମ ସାଥୀ’ରେ ମିଳିବ ୧୯୦ ପ୍ରକାର ସେବା

ସାଧାରଣ ଲୋକଙ୍କୁ ଏଣିକି ଏତଲା ଦେବା ପାଇଁ ଆଉ ଥାନାକୁ ଦୌଡ଼ିବାକୁ ପଡ଼ିବ ନାହିଁ। ସେହିପରି କୌଣସି ମେଡିକାଲରେ ଡାକ୍ତରଙ୍କୁ ଦେହ ଖରାପ ପାଇଁ ଘଣ୍ଟା ଘଣ୍ଟା…

ପାକୁଆ ପାଟିରେ ମାଂସ

ନିଜର ବୟସ ବଢ଼ିଯିବା ଓ ରାଜନୀତି ଏବେ ‘ଅତ୍ୟଧିକ ପ୍ରଦୂଷିତ’ ହୋଇଯାଇଥିବା ଦର୍ଶାଇ କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ୭୯ ବର୍ଷୀୟ ସିଦ୍ଦାରାମୈୟା ୨୦୨୮ ବିଧାନସଭା ନିର୍ବାଚନ ଲଢ଼ିବେ…

ଆସାମ ବନ୍ୟା, ମୃତ୍ୟୁସଂଖ୍ୟା ୬୮

ଗୁଆହାଟୀ,୨୮।୭: ଆସାମରେ ବନ୍ୟା ସ୍ଥିତିରେ ସାମାନ୍ୟ ସୁଧାର ଆସିଥିଲେ ମଧ୍ୟ ସଙ୍କଟ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଟଳି ନାହିଁ । ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୨…

ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା: ୯ ଜିଲାକୁ ରେଡ୍‌ ଆଲର୍ଟ, ୨୪ ଘଣ୍ଟା ସତର୍କ ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର, ୨୮।୭(ବନ୍ଦନା ସେଠୀ):ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ପଶ୍ଚିମବଙ୍ଗ- ଉତ୍ତର ଓଡ଼ିଶା ଉପକୂଳ ସଂଲଗ୍ନ ଅଞ୍ଚଳରେ ସକ୍ରିୟ ଥିବା ଗଭୀର ଅବପାତ ଗତ ୬ ଘଣ୍ଟା ମଧ୍ୟରେ ଘଣ୍ଟାପ୍ରତି…

ବଡ଼ ଖବର…ପ୍ରବଳ ବର୍ଷା, ଆଜି ୪ ଜିଲାରେ ସ୍କୁଲ ଛୁଟି

ଭୁବନେଶ୍ୱର,୨୮।୭: ବଙ୍ଗୋପସାଗରରେ ଗଭୀର ଅବପାତ ସୃଷ୍ଟି ହୋଇଥିବା ବେଳେ ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି । ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଦେଇ ଅତିକ୍ରମ କରିବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri