କରୋନାକୁ ହରାଇ କାର୍ଯ୍ୟରେ ଯୋଗଦେଲେ କରୋନା ଯୋଦ୍ଧା

ଗଞ୍ଜାମ,୨୮ା୮(ଡି.ଏନ୍‌.ଏ.): ଗଞ୍ଜାମ ତହସିଲ କାର୍ଯ୍ୟାଳୟରେ କାର୍ଯ୍ୟରତ କିଛି କର୍ମଚାରୀ କରୋନା ଆକ୍ରାନ୍ତ ହୋଇଥିଲେ। କରୋନା ଯୋଦ୍ଧା ଭାବେ ପରିଚିତ ଦୁଇ କର୍ମଚାରୀ ଆର୍‌ଆଇ କନକ ମଞ୍ଜରୀ ଜାନି ଓ ଗଣେଶ ଗୌଡ଼ ଶୁକ୍ରବାର ନିଜ କାର୍ଯ୍ୟରେ ଯୋଗ ଦେଇଛନ୍ତି l ତହସିଲଦାର ଅବନୀ କୁମାର ସାହୁ ପୁଷ୍ପଗୁଚ୍ଛ ପ୍ରଦାନ କରି ସେମାନଙ୍କୁ ସ୍ବାଗତ କରିଥିଲେ। ଏହି କରୋନା ଯୋଦ୍ଧା କାର୍ଯ୍ୟାଳୟରେ ଯୋଗ ଦେବା ପରେ ତହସିଲ କର୍ମଚାରୀ ମହଲରେ ଖୁସିର ଲହରି ଖେଳି ଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଡାକ୍ତରଖାନାରେ ପର୍ଯ୍ୟାପ୍ତ ଔଷଧ ରଖିବାକୁ ନିର୍ଦ୍ଦେଶ

ଅନୁଗୋଳ ଅଫିସ୍‌, ୬।୨ – ସାମାଜିକ ନିରାପତ୍ତା ଓ ଭିନ୍ନକ୍ଷମ ସଶକ୍ତୀକରଣ କମିଶନର ତଥା ସଚିବ ଭାସ୍କର ଜ୍ୟୋତି ଶର୍ମା ମଙ୍ଗଳବାରଠାରୁ ଅନୁଗୋଳ ଜିଲା ଗସ୍ତରେ...

ପିପିଲି ଉପନିର୍ବାଚନ: ଆଜିଠୁ ବାଲଟ୍‌ ମତଦାନ ଆରମ୍ଭ

ଭୁବନେଶ୍ୱର,୩।୫(ବ୍ୟୁରୋ): ଆସନ୍ତା ୧୬ ତାରିଖରେ ପିପିଲି ଉପନିର୍ବାଚନ ଅନୁଷ୍ଠିତ ହେବ। ସେନେଇ ଜୋର୍‌ଦାର ପ୍ରସ୍ତୁତି ଚାଲିଛି। ସୋମବାରଠାରୁ ବାଲଟ୍‌ ମତଦାନ ଆରମ୍ଭ ହୋଇଛି। ଘରଘର ବୁଲି...

୬ ପର୍ଯ୍ୟଟକ ସମୁଦ୍ରରେ ଭାସିଗଲେ

ପୁରୀ ଅଫିସ,୧୯।୧୦: ପୁରୀ ସମୁଦ୍ରରେ ମଙ୍ଗଳବାର ୬ ଜଣ ପର୍ଯ୍ୟଟକ ଗାଧୋଉଥିବା ବେଳେ ଭାସିଯାଇଛନ୍ତି। ତେବେ ସେମାନଙ୍କ ମଧ୍ୟରୁ ଜଣେ ପର୍ଯ୍ୟଟକଙ୍କ ମୃତ୍ୟୁ ହୋଇଯାଇଥିବାବେଳେ ୪ଜଣଙ୍କୁ...

ମାଓବାଦୀଙ୍କ ଶହୀଦ ସପ୍ତାହ : ସେମିଳିଗୁଡ଼ା ବ୍ଲକର ୩ ପଞ୍ଚାୟତରେ ମାଓପୋଷ୍ଟର

ସେମିଳିଗୁଡ଼ା,୨୮।୭(ଡି.ଏନ୍‌.ଏ.): ମାଓବାଦୀମାନେ ଜୁଲାଇ ୨୮ରୁ ଅଗଷ୍ଟ ୩ ପର୍ଯ୍ୟନ୍ତ ଶହୀଦ ସପ୍ତାହ ପାଳନ କରୁଛନ୍ତି। ଏହି ପରିପ୍ରେକ୍ଷୀରେ କୋରାପୁଟ ଜିଲା ସେମିଳିଗୁଡା ବ୍ଲକରେ କାଣ୍ଟି, ଦୁଧାର...

ସୁନାଦୋକାନ ଉପରେ ୨୨ ଲକ୍ଷ ଜରିମାନା

ଜୟପୁର, ୮ା୧୦ (ନି.ପ୍ର.): ଜୟପୁର ସହରର ମୁଖ୍ୟ ରାସ୍ତାରେ ଥିବା ଏକ ସୁନା ଦୋକାନ ଉପରେ ଚଢ଼ାଉ କରି ୨୨ ଲକ୍ଷ ୪୨ ହଜାର ଟଙ୍କା...

ପଠାଣି ସାମନ୍ତ ଥିଲେ ଅସାଧାରଣ ପ୍ରତିଭାର ଅଧିକାରୀ

ଖଣ୍ଡପଡା,୨୦।୧୨(ସ୍ବ.ପ୍ର.)-ଓଡିଶା ସାହିତ୍ୟ ଏକାଡେମୀ ଓ ପଠାଣି ସାମନ୍ତ ମେମୋରିଆଲ ପରିଷଦର ମିଳିତ ଆନୁକୂଲ୍ୟରେ ଗୁରୁବାର ଖଣ୍ଡପଡା ସାଇ ବୃନ୍ଦାବନ ସେବାଧାମ ପରିସରରେ ବିଶ୍ୱ ବରେଣ୍ୟ ଜ୍ୟୋତିର୍ବିଦ୍‌...

ଏମ୍‌ପି ପ୍ରସନ୍ନ ଆଚାର୍ଯ୍ୟଙ୍କୁ କରୋନା, ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ

ବରଗଡ଼ ଅଫିସ,୧୭।୧୦: ରାଜ୍ୟସଭା ଏମ୍‌ପି ପ୍ରସନ୍ନ ଆଚାର୍ଯ୍ୟ କରୋନା (କୋଭିଡ୍‌-୧୯)ରେ ଆକ୍ରାନ୍ତ ହୋଇଛନ୍ତି। ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ୍‌କରି ଏମ୍‌ପି ଆଚାର୍ଯ୍ୟଙ୍କ ଆଶୁ...

ଭାଇରାଲ ଭିଡିଓରେ ପରୀ ହତ୍ୟା

ନୟାଗଡ଼ ଅଫିସ,୧୯।୨:ବହୁଚର୍ଚ୍ଚିତ ପରୀ ହତ୍ୟା ଘଟଣାରେ ନାବାଳକ କଲେଜ ଛାତ୍ରଙ୍କ ସହ ଜଣେ ବ୍ୟକ୍ତିିଙ୍କ କଥୋପକଥନର ଭିଡିଓ ଭାଇରାଲ ହୋଇଛି। ଏହି ଭିଡିଓରେ କଲେଜ ଛାତ୍ର...

Advertisement
Archives

Model This Week