ବଢୁଛି ହୀରାକୁଦ ଡ୍ୟାମର ଜଳସ୍ତର

ସମ୍ବଲପୁର,୧୬।୮(ବ୍ୟୁରୋ): ଉପର ମୁଣ୍ଡରେ ବର୍ଷା ଯୋଗୁ ହୀରାକୁଦ ଡ୍ୟାମର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ମଙ୍ଗଳବାର ଜଳସ୍ତର ୬୨୫ ଫୁଟ୍‌ ଟପିଛି। ସକାଳ ୬ଟା ସୁଦ୍ଧା ହୀରାକୁଦ ଜଳସ୍ତର ୬୨୫.୦୪ ଫୁଟ ରହିଛି। ଏହାସହ ଡ୍ୟାମକୁ ପ୍ରବେଶ କରୁଛି ୭ ଲକ୍ଷ ୮୫ ହଜାର ୨୯୧ କ୍ୟୁସେକ୍‌ ଜଳ। ଡ୍ୟାମରୁ ୪ ଲକ୍ଷ ୩୪ ହଜାର ୮ କ୍ୟୁସେକ ଜଳ ନିଷ୍କାସିତ ହେଉଛି। ବର୍ତ୍ତମାନ ୨୬ଟି ଗେଟ୍‌ ଦେଇ ଜଳ ନିଷ୍କାସନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ବସରୁ ଜବତ ହେଲା ୭ କାର୍ଟୁନ ଗୁଟଖା, ଅଡ଼ବା ପୋଲିସ…

ମୋହନା,୨୩।୮(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ପୋଲିସ ପକ୍ଷରୁ ଅବୈଧ ଭାବେ ଗୁଟଖା ଚାଲାଣ ବିରୋଧରେ ଚଢ଼ାଉ କରାଯାଇ ୭ ଗୋଟି ଗୁଟଖା କାର୍ଟୁନ ଜବତ କରିଛି…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

ମହିଳା ବିଜେଡି ଜିଲା ଉପସଭାପତି ହେଲେ କର୍ଲାମୁଣ୍ଡାର ମନ୍ଦିରା ନାଏକ, ଛୁଟିଲା ଶୁଭେଚ୍ଛା

କର୍ଲାମୁଣ୍ଡା,୨୩।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା ବିଜୁ ମହିଳା ଜନତା ଦଳର କର୍ମକର୍ତ୍ତାଙ୍କ ନାମ ଘୋଷଣା କରାଯାଇଛି । ଏଥିରେ କର୍ଲାମୁଣ୍ଡା ବ୍ଲକ ପୂର୍ବତନ ଜିଲା ପରିଷଦ…

‘ମୁଁ ଏଠାକାର ଖେଳାଳି’, ନଦୀରେ ଡେଇଁ ଭିଡିଓ ପୋଷ୍ଟ କଲେ କିରେନ ରିଜିଜୁ, ରାହୁଲ ଗାନ୍ଧୀଙ୍କ ସହ ତୁଳନାରେ ଦେଲେ ଏମିତି ଜବାବ

ନୂଆଦିଲ୍ଲୀ,୨୩।୮: ଅରୁଣାଚଳ ପ୍ରଦେଶର ଏମପି ତଥା କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ସୋସିଆଲ ମିଡିଆରେ ନିଜର ଏକ ଭିଡିଓକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନଦୀରେ ଡେଇଁ ତୀବ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri