ବଢୁଛି ଜଳକା ନଦୀର ପାଣି

ବାଲେଶ୍ୱର ଅଫିସ,୮ା୯: ବାଲେଶ୍ୱର ଜିଲାର ପ୍ରଭାବିତ ଜଳକା ନଦୀର ଜଳସ୍ତର ବଢ଼ିବାର ଲାଗିଛି। ଗତ କିଛି ଦିନ ହେବ ଉପର ମୁଣ୍ଡରେ ପ୍ରବଳ ବର୍ଷା ଲାଗି ରହିଥିବାରୁ ନଦୀରେ ଜଳସ୍ତର ବଢୁଥିବା ଜଣାପଡ଼ିଛି। ବର୍ଷା ପାଣି ପାଇଁ ନଦୀର ଜଳସ୍ତର ଏବେ ବିପଦ ସଙ୍କେତ ଉପରେ ରହିଛି।

ମିଳିଥିବା ସୂଚନାନୁଯାୟୀ, ବିପଦ ସଙ୍କେତ ୫.୫୦ ମିଟର ଥିବା ବେଳେ ଏବେ ମଥାନିଠାରେ ନଦୀର ଜଳସ୍ତର
୫.୭୦ ମିଟର ରହିଛି। ଲଘୁଚାପ ହେତୁ ଆଗକୁ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ନଦୀରେ ଜଳସ୍ତର ଆହୁରି ବଢ଼ିବାର ଆଶଙ୍କା ରହିଛି ବୋଲି ବିଭାଗୀୟ ସୂତ୍ରରୁ ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଥୁଟ ଫିନକର୍ପ (Muthoot Fincorp) ସହିତ ଏକ ନୂତନ ଅଧ୍ୟାୟ ଆରମ୍ଭ କରିଛି BCCI, ଜାଣନ୍ତୁ ଏହା କ’ଣ

ନୂଆଦିଲ୍ଲୀ,୨୭।୯: ଭାରତୀୟ କ୍ରିକେଟ କ୍ଷେତ୍ରରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ବରୂପ, ‘ମୁଥୁଟ ଫିନକର୍ପ ଲିମିଟେଡ’ (Muthoot Fincorp Limited) ଭାରତରେ ଖେଳାଯାଉଥିବା ଘରୋଇ କ୍ରିକେଟ ମ୍ୟାଚଗୁଡ଼ିକ ପାଇଁ…

ପୁଣି ଖୋଲିଲା ହୀରାକୁଦ ଜଳଭଣ୍ଡାରର ୬ଟି ସ୍ଲୁଇସ୍‌ ଗେଟ୍‌: ମୋଟ ୨୬ଟି ଗେଟ୍‌ରେ ବନ୍ୟାଜଳ ନିଷ୍କାସନ ଜାରି

ସମ୍ବଲପୁର, ୨୭/୯ (ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ପୁଣି ବଢ଼ିବାରୁ ରୁଲ୍‌କର୍ଭର ଉତ୍ତମ ପରିଚାଳନା ସ୍ୱରୂପ ରବିବାର ପର୍ଯ୍ୟାୟକ୍ରମେ ଆଉ ୬ଟି ସ୍ଲୁଇସ୍‌…

ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ିଗଲେ ନାବାଳକ, ଲୁହରେ ଭିଜୁଛି ଗାଁ

ଡେରାବିଶ,୨୭ା୯(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ଥାନା ଅନ୍ତର୍ଗତ ବିଲିଆ ଗ୍ରାମରେ ରବିବାର ସକାଳେ ଏକ ଅତ୍ୟନ୍ତ ଦୁଃଖଦ ଓ ହୃଦୟବିଦାରକ ଘଟଣା ଘଟିଯାଇଛି। ଗ୍ରାମର…

ଏଣିକି ୨୮ଦିନିଆ ନୁହେଁ ୩୦ଦିନ ରହିବ ରିଚାର୍ଜ ପ୍ଲାନ! ସରକାର ନେଲେ ବଡ଼ ନିଷ୍ପତ୍ତି

ନୂଆଦିଲ୍‌ଲୀ,୨୭।୯: ଦେଶର କୋଟି କୋଟି ମୋବାଇଲ ଉପଭୋକ୍ତାଙ୍କ ପାଇଁ ଏକ ବଡ଼ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ଭାରତୀୟ ଟେଲିକମ ନିୟାମକ ପ୍ରାଧିକରଣ (TRAI) ନିୟମରେ ଏକ…

AIକୁ ନେଇ ବିଲ ଗେଟ୍ସଙ୍କ ଚେତାବନୀ, କହିଲେ ‘କୋଟି କୋଟି ଲୋକଙ୍କର ହେବ ମୃତ୍ୟୁ’, ଚିନ୍ତାରେ ସାରା ବିଶ୍ୱ!

ଓ୍ବାଶିଂଟନ,୨୭।୯: କୃତ୍ରିମ ବୁଦ୍ଧିମତ୍ତା (AI)ର ଦ୍ରୁତ ବୃଦ୍ଧି ପାଉଥିବା ଶକ୍ତି ଏବଂ ଏହାର ବିପଦପୂର୍ଣ୍ଣ ପରିଣାମ ସମ୍ପର୍କରେ ସାରା ବିଶ୍ୱରେ ପୁଣି ଥରେ ଏକ ବଡ଼ ବିତର୍କ…

ପିତୃ ପକ୍ଷରେ ଚମକିବ ଏହି ୫ ରାଶିର ଭାଗ୍ୟ, ଧନ ସହ ମିଳିବ କ୍ୟାରିୟରରେ ବଡ଼ ସଫଳତା

ଜ୍ୟୋତିଷୀୟ ମାନ୍ୟତା ଅନୁସାରେ, ପିତୃ ପକ୍ଷର ସମୟ ପିତୃପୁରୁଷଙ୍କ ତର୍ପଣ ଏବଂ ଶ୍ରାଦ୍ଧ ପାଇଁ ଅତ୍ୟନ୍ତ ଶୁଭ ବୋଲି ବିବେଚନା କରାଯାଏ। ପିତୃ ପକ୍ଷ ୨୬ ସେପ୍ଟେମ୍ୱରରୁ…

ନାବାଳକଙ୍କୁ ହତ୍ୟା କରି ଦୁଇ କୋଠା ମଝିରେ ଫିଙ୍ଗିଦେଲେ ଦୁର୍ବୃତ୍ତ

ସମ୍ବଲପୁର,୨୭ା୯(ପ୍ରମୋଦ ବହିଦାର): ବୁର୍ଲା ଥାନା ଅନ୍ତର୍ଗତ ଢିପାପଡ଼ା ଅଞ୍ଚଳରେ ରବିବାର ସକାଳେ ଏକ ନାବାଳିକଙ୍କ ମୃତଦେହକୁ ଠାବ କରିଛି ପୋଲିସ। ଉଦ୍ଧାର ମୃତଦେହଟି ଓ୍ବାନ୍‌ ଆର୍‌ କଲୋନୀର…

ଯାଜପୁରରୁ ଭାସି ଆସି ପଟ୍ଟାମୁଣ୍ଡାଇରୁ ଉଦ୍ଧାର ହେଲେ ବୃଦ୍ଧା, ପ୍ରବଳ ସ୍ରୋତ ସତ୍ତ୍ୱେ…

ପଟ୍ଟାମୁଣ୍ଡାଇ,୨୭ା୯(କଳ୍ପତରୁ ନାୟକ): କଥାରେ ଅଛି ରଖେ ହରି ତ ମାରେ କିଏ। ମୃତ୍ୟୁ ମୁଖରୁ ବର୍ତ୍ତି ଯାଇଛନ୍ତି ଜଣେ ୮୦ ବର୍ଷୀୟା ବୃଦ୍ଧା। ନଦୀର ପ୍ରଖର ସ୍ରୋତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?