ଲୋକଙ୍କ ସହ ଆଲୋଚନା କରି ସମସ୍ୟା ବୁଝିଲେ ଡବ୍ଲ୍ୟୁଡିସି ଅଧ୍ୟକ୍ଷ

କେସିଙ୍ଗା,୩।୬(ଡି.ଏନ୍‌.ଏ.): ପଶ୍ଚିମ ଓଡ଼ିିଶା ବିକାଶ ପରିଷଦ(ଡବ୍ଲ୍ୟୁଡିସି) ଅଧ୍ୟକ୍ଷ ଅସିତ ତ୍ରିପାଠୀ ୨ ଦିନିଆ କଳାହାଣ୍ଡି ଜିଲା ଗ୍ରସ୍ତରେ ଯାଇଛନ୍ତି। ଶୁକ୍ରବାର ଅଧ୍ୟକ୍ଷ ତ୍ରିପାଠୀ କଳାହାଣ୍ଡି ଜିଲା କେସିଙ୍ଗା ସହର ପରିଦର୍ଶନ କରିଥିଲେ। ତାଙ୍କ ସହ ସିଇଓ ଡ.ଅଜିତ କୁମାର ମିଶ୍ର ମଧ୍ୟ ଉପସ୍ଥିତ ଥିଲେ। ଅଧ୍ୟକ୍ଷ ପ୍ରଥମେ କେସିଙ୍ଗା ସହରର ଆଦର୍ଶ କଲୋନୀ ପରିଦର୍ଶନ କରିଥିଲେ।

ଏହି ଅବସରରେ ଅଧ୍ୟକ୍ଷ ତ୍ରିପାଠୀ କଲୋନୀବାସୀଙ୍କ ସହ ବିଭିନ୍ନ ସମସ୍ୟା ଏବଂ ଏହାର ସମାଧାନ ନେଇ ଆଲୋଚନା କରିଥିଲେ। ଏପରି କି ପାନୀୟଜଳ ଯୋଗଣା ଏବଂ ବାଡ଼ ନିର୍ମାଣ କରିବାକୁ ସ୍ଥାନୀୟ ଜନସାଧାରଣ ଦାବି କରିଥିଲେ। ଅନ୍ୟପକ୍ଷେ କଲୋନୀରେ ଗଛ ଲଗାଇବାକୁ ଜନସାଧାରଣଙ୍କୁ ଅଧ୍ୟକ୍ଷ ତ୍ରିପାଠୀ କହିଥିଲେ।

ଅଧ୍ୟକ୍ଷ ତ୍ରିପାଠୀ ସହରର ଟାୟାର ଫ୍ୟାକ୍ଟ୍ରିି, କୃଷି ସମ୍ବନ୍ଧୀୟ ଉଦ୍ୟୋଗକୁ ପରିଦର୍ଶନ କରିଥିଲେ। ପରିଦର୍ଶନରେ ଜିଲାପାଳ ଡ଼.ଗାଭିଲ ପରାଗ ହର୍ଷଦ, ପିଡ଼ି ଡିଆର୍‌ଡିଏ ସୋମେଶ କୁମାର ଉପାଧ୍ୟାୟ, ଜିଲାପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର ସିଂଦେଓ, ଏନ୍‌ଏସି ଅଧ୍ୟକ୍ଷ ନୃପରାଜ ସାହୁ, ବ୍ଲକ ଅଧ୍ୟକ୍ଷ ଚନ୍ଦନ ସେନାପତି, ଏନ୍‌ଏସି ନିର୍ବାହୀ ଅଧିକାରିଣୀ କିରଣ ବେହେରା ପ୍ରମୁଖ ସାମିଲ ଥିଲେ। କେସିଙ୍ଗା କାର୍ଯ୍ୟକ୍ରମ ସାରି ଅଧ୍ୟକ୍ଷ ତ୍ରିପାଠୀ ପୁଣି ଭବାନୀପାଟଣା ଫେରି ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନାନା ପାଟେକରଙ୍କ ବିୟୋଗରେ କାହିଁକି ଭାଙ୍ଗି ପଡ଼ିଲେ ଶେଖର ସୁମନ? କ୍ୟାନସେଲ କଲେ ଶୋ’, କହିଲେ, ‘ତାଙ୍କ ସ୍ଥାନ କେହି…’

ମୁମ୍ବାଇ: ଶେଖର ସୁମନଙ୍କ ଶୋ’ ‘ଶେଖର ଟୁନାଇଟ’ (Shekhar Tonight) ଆରମ୍ଭ ହେବା ଦିନଠାରୁ ହିଁ ଚର୍ଚ୍ଚାର ବିଷୟ ପାଲଟିଛି। ଏହି ଶୋ’ରେ ସଞ୍ଜୟ ଦତ୍ତଙ୍କ ଉପସ୍ଥିତି…

କର୍ଲାମୁଣ୍ଡା ଉତ୍ସବମୁଖର: ଆରମ୍ଭ ହେଲା ମା’ ଦୁର୍ଗାଙ୍କ ଶାରଦୀୟ ନବରାତ୍ର ପୂଜା, ୨୨ରେ ଭସାଣି

କର୍ଲାମୁଣ୍ଡା,୧୧ା୧୦(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ମହକୁମାସ୍ଥିତ ଦୁର୍ଗା ମଣ୍ଡପଠାରେ ଡୁକେରମାଲ ଦୁର୍ଗାପୂଜା କମିଟି ପକ୍ଷରୁ ରବିବାରଠାରୁ ସାର୍ବଜନୀନ ଶାରଦୀୟ ନବରାତ୍ର ପୂଜା…

ହସାଇ ହସାଇ ବେଦମ କରୁଛି ବିକ୍ଷୋଭ ସମୟରେ ଆରଏଏଫ (RAF) ଯବାନ ଗୋଡ଼ାଇ ଗୋଡ଼ାଇ ଧରିଥିବା ସବୁଠାରୁ ଛୋଟ ‘କକରୋଚ’ର Video

ନୂଆଦିଲ୍ଲୀ,୧୧।୧୦: ଅକ୍ଟୋବର ୧୦ ରେ ଦିଲ୍ଲୀର ଜନ୍ତର ମନ୍ତର ଠାରେ ‘କକରୋଚ ଜନତା ପାର୍ଟି’ (CJP)ର ଏକ ବିକ୍ଷୋଭ ପ୍ରଦର୍ଶନ ସମୟରେ ଏପରି ଏକ ଦୃଶ୍ୟ ଦେଖିବାକୁ…

ଭାରତ ବିପକ୍ଷରେ ନୂଆ ରୂପରେ ନଜର ଆସିବେ କିୱି ଖେଳାଳି

ନୂଆଦିଲ୍ଲୀ,୧୧।୧୦: ଭାରତ ବିପକ୍ଷ ODI ସିରିଜ ସମୟରେ ନ୍ୟୁଜିଲ୍ୟାଣ୍ଡ ଦଳ ଏକ ସ୍ବତନ୍ତ୍ର ଜର୍ସି ପିନ୍ଧିବ। ନ୍ୟୁଜିଲ୍ୟାଣ୍ଡ ନିକଟରେ ଏହି ODI ସିରିଜ ପାଇଁ ନିଜ ଦଳ…

ଆସିଲା କଡ଼ା ନିୟମ: ସୋସିଆଲ ମିଡିଆକୁ ମନଇଚ୍ଛା କରିପାରିବେନି ବ୍ୟବହାର, ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୧୧ା୧୦: ଡାକ୍ତର ଓ ହସ୍ପିଟାଲ ପାଇଁ କଡ଼ା ନିୟମ ଆଣିଛି ନ୍ୟାଶନାଲ ମେଡିକାଲ କମିଶନ(NMC)। ଏନ୍‌ଏମ୍‌ସି ଦ୍ୱାରା ଜାରି ହୋଇଥିବା କଡ଼ା ନିୟମ ଅନୁଯାୟୀ, ଦେଶର ଡାକ୍ତର…

କିଏ ସେହି ଖେଳାଳି ଯାହାଙ୍କୁ ନେଇ ବୀରେନ୍ଦ୍ର ସେହୱାଗ କହିଲେ ଏତେ ବଡ଼ କଥା; ସବୁଠି ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୧୧।୧୦: ଭାରତୀୟ କ୍ରିକେଟରେ ଏପରି କେତେଜଣ ବ୍ୟାଟର ଅଛନ୍ତି ଯେଉଁମାନେ ପଡ଼ିଆରେ ପାଦ ଦେବା ମାତ୍ରେ ବୋଲରଙ୍କୁ ଚ୍ୟାଲେଞ୍ଜ ଦେବା ଆରମ୍ଭ କରନ୍ତି। ନିଜର ସମ୍ପୂର୍ଣ୍ଣ କ୍ୟାରିୟର…

‘ମୋତେ ଗିରଫ ନୁହେଁ ଅପହରଣ କରାଯାଇଥିଲା…’ ମୁକୁଳିବା ପରେ ପାର୍ସପୋର୍ଟ ଦେଖାଇ ବଡ଼ କଥା କହିଲେ…

ନୂଆଦିଲ୍ଲୀ: ‘କକ୍ରୋଚ୍ ଜନତା ପାର୍ଟି’ (CJP) ର ବିରୋଧ ପ୍ରଦର୍ଶନରେ ଯୋଗଦେବାକୁ ଆସିଥିବା ୟୁଟ୍ୟୁବର୍ ଧ୍ରୁବ ରାଠୀଙ୍କୁ ପୋଲିସ ହାଜତରୁ ଛାଡ଼ିଦିଆଯାଇଛି। ଗତକାଲି ବିଳମ୍ବିତ ରାତିରେ ପୋଲିସ…

ଗାଧୋଇବାକୁ ଯାଇ ଘାଇରେ ବୁଡ଼ିଗଲେ ଯୁବକ, ଦୀର୍ଘ ୮ ଘଣ୍ଟାର କସରତ ପରେ…

ମୋହନା,୧୧ା୧୦(ମନ୍ମଥ ମିଶ୍ର): ଗାଧୋଇବାକୁ ଯାଇ ଘାଇରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଏଭଳି ଅଭାବନୀୟ ଘଟଣା ଘଟିଛି ଗଜପତି ଜିଲା ଆର ଉଦୟଗିରି ଥାନା ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?