ଦାରିଙ୍ଗବାଡ଼ିରେ ବଦଳିଲା ପାଗ: କୁହୁଡ଼ି ସାଙ୍ଗକୁ ଝିପିଝିପି ବର୍ଷା, ଜନଜୀବନ ଅସ୍ତବ୍ୟସ୍ତ

ଦାରିଙ୍ଗବାଡ଼ି,୨୭ା୧୦: ଶୀତ ଦିନ ଆସିଲେ ଦାରିଙ୍ଗବାଡ଼ିକୁ କେହିକେହି ଓଡ଼ିଶାର ଦାର୍ଜିଲିଂ କୁହନ୍ତି ତ ଆଉ କେହି କେହି ଓଡ଼ିଶାର କଶ୍ମୀର ବୋଲି କହିଥାନ୍ତି। ସତରେ ଦାରିଙ୍ଗବାଡ଼ିର ଜଳବାୟୁ ପ୍ରକୃତରେ ନିଆରା। ରାଜ୍ୟ କିମ୍ବା ପଡ଼ୋଶୀ ରାଜ୍ୟକୁ ବାତ୍ୟା, ପବନ ଆସିବା କ୍ଷଣି ଏଠାକାର ଜଳବାୟୁ ସମ୍ପୂର୍ଣ୍ଣ ବଦଳିଯାଏ।

ଠିକ୍‌ ଏବେ ଓଡ଼ିଶାକୁ ‘ଦାନା’ ବାତ୍ୟା ଆସିବା ପରେ ଅଞ୍ଚଳରେ କୌଣସି କ୍ଷୟକ୍ଷତି ହୋଇ ନ ଥିବା ବେଳେ ବର୍ଷାର ପରିମାଣ ମଧ୍ୟ ଅଧିକ ନ ଥିଲେ ମଧ୍ୟ ଝିପିଝିପି ବର୍ଷା ଓ କୋହଲା ପାଗ ଯୋଗୁ ଶୀତର ପ୍ରକୋପ ବୃଦ୍ଧି ପାଇବା ସହ କୁହୁଡ଼ି ଆଚ୍ଛାଦିତ ଯୋଗୁ ଶୀତର ପ୍ରକୋପ ଦ୍ୱିଗୁଣିତ ହୋଇଯାଇଛି। ‘ଦାନା’ ଆସିବା ପୂର୍ବରୁ ଏବଂ ଏହା ପ୍ରଭାବ ଦୁର୍ବଳ ହେବା ପରେ ମଧ୍ୟ ଦାରିଙ୍ଗବାଡ଼ି ଅଞ୍ଚଳରେ ଝିପିଝିପି ବର୍ଷା କୋହଲା ପାଗ ଓ ଘନ କୁହୁଡ଼ି ଯୋଗୁ ଏବେ କଶ୍ମୀରର ଭ୍ରମ ସୃଷ୍ଟି କରୁଛି। ଦିନକୁ ଦିନ ତାପମାତ୍ରା ହ୍ରାସ ପାଉଥିବା ବେଳେ ରବିବାର ସର୍ବନିମ୍ନ ତାପମାତ୍ରା ୧୭.୫ ଡିଗ୍ରୀ ରହିଥିବା ବ୍ଲକ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାମରେ ଲାଗୁନି ‘ଆମ ଶୌଚାଳୟ’, ଅସୁବିଧା ଭୋଗୁଛନ୍ତି ଯାତ୍ରୀ

ଧର୍ମଶାଳା,୪।୩(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଜାରକା ବସ୍‌ ରହଣି ସ୍ଥାନରେ ଯାତ୍ରୀମାନଙ୍କ ସୁବିଧା ନିମନ୍ତେ ରହିଥିବା ଶୌଚାଳୟ କାମରେ ଲାଗୁନି। ଏହା ଅପରିଷ୍କାର ଭାବେ ଅଳିଆ ଆବର୍ଜନା…

କ୍ରମାଗତ ହ୍ରାସ ପୁଣି ବଢ଼ିଲା ସୁନା-ରୁପା ଦର: ଜାଣନ୍ତୁ କେତେ ହେଲା

ନୂଆଦିଲ୍ଲୀ,୪।୨: କ୍ରମାଗତ ହ୍ରାସ ପରେ ବୁଧବାର ପୁଣି ବଢ଼ିଛି ସୁନା, ରୁପା ଦର। ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପିଛା ୬ ହଜାର ୬୬୦…

ଆହୁରି ଖସିବ ସୁନାଦର! ସରକାର ନେଲେ ବଡ଼ ନିଷ୍ପତ୍ତି, ଜାଣନ୍ତୁ କିଣିବେ କେବେ?

ନୂଆଦିଲ୍ଲୀ,୪।୨: ସରକାର ଶେଷରେ ସୁନା ଏବଂ ରୂପା ଉପରେ ଆମଦାନୀ ଶୁଳ୍କ ହ୍ରାସ କରିଛନ୍ତି। କେନ୍ଦ୍ରୀୟ ପରୋକ୍ଷ ଟିକସ ଏବଂ କଷ୍ଟମ୍ସ ବୋର୍ଡ (CBIC) ଦ୍ୱାରା ଜାରି…

ସ୍କୁଲରୁ ଶୌଚ ପାଇଁ ଯାଇ ଆଉ ଫେରିନଥିଲେ, ଆଜି କୂଅରୁ ମିଳିଲା ମୃତଦେହ

ନୟାଗଡ଼, ୪।୨( ଲୋକନାଥ ମିଶ୍ର/ ସନ୍ତୋଷ ପ୍ରଧାନ): ନୟାଗଡ଼ ଜିଲା ଗଣିଆ ଥାନା ବିଜୟନଗର ଗ୍ରାମର ନିଖୋଜ ଜଣେ ସ୍କୁଲ ଛାତ୍ରଙ୍କ ମୃତଦେହ ବୁଧବାର କୂଅରୁ ଉଦ୍ଧାର…

ପୁଅର ମୃତ୍ୟୁ ପାଇଁ ହଷ୍ଟେଲ କର୍ତ୍ତୃପକ୍ଷଙ୍କ ଅବହେଳାରୁ ଦାୟୀ କଲେ ମା’

ତୁମୁଡିବନ୍ଧ,୪ା୨ (ଦୀପକ କୁମାର ପରାସେଠ): ହଷ୍ଟେଲ କର୍ତ୍ତୃପକ୍ଷଙ୍କ ଅବହେଳା ଯୋଗୁ ଜଣେ ନବମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ ହୋଇଥିବା ମଙ୍ଗଳବାର ମୃତ ଛାତ୍ରଙ୍କ ମା’ ଅଭିଯୋଗ ଆଣିଛନ୍ତି।…

ଭାରତ ତେଲ ନ କିଣିଲେ ବଡ଼ କ୍ଷତି ସହିବ ରୁଷିଆ! ହେବ ଏତେ କୋଟିର ଘାଟା…

ନୂଆଦିଲ୍ଲୀ,୪।୨: ଭାରତ କ’ଣ ପ୍ରକୃତରେ ରୁଷିଆରୁ ତେଲ କିଣିବା ବନ୍ଦ କରିଦେବ? ଆମେରିକା ସହିତ ବାଣିଜ୍ୟ ଚୁକ୍ତି ପରେ ଭାରତର ଶକ୍ତି ରଣନୀତି ସମ୍ପୂର୍ଣ୍ଣ ପରିବର୍ତ୍ତନ ହେବ…

ଡକାୟତି ପାଇଁ କରୁଥିଲେ ଯୋଜନା, ଅତର୍କିତ ଚଢାଉ କଲା ପୋଲିସ, ତା’ପରେ…

ବଲାଙ୍ଗୀର, ୪।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଟାଉନ ଥାନା ପୋଲିସ ଟିମ ମଙ୍ଗଳବାର ପାଟ୍ରୋଲିଂ କରିବାବେଳେ ହାଇୱେ ଏବଂ ଆଖପାଖରେ ଡକାୟତି ଯୋଜନା କରୁଥିବା ୪ ଜଣ…

ଫେବୃଆରୀରେ ୧୫ଦିନ ଭିତରେ ଲାଗିବ ୨ଟା ଗ୍ରହଣ, ପଡିବ ଖରାପ ପ୍ରଭାବ?

ହିନ୍ଦୁ ଧର୍ମରେ, ସୂର୍ଯ୍ୟ ଏବଂ ଚନ୍ଦ୍ରଗ୍ରହଣ ଉଭୟକୁ ଅଶୁଭ ବୋଲି ବିବେଚନା କରାଯାଏ। ଫେବୃଆରୀ 2026ରେ ଚନ୍ଦ୍ରଗ୍ରହଣ ଏବଂ ସୂର୍ଯ୍ୟଗ୍ରହଣ ଦେଖାଯିବ। ଫେବୃଆରୀ 17, 2026ରେ ସୂର୍ଯ୍ୟପରାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri