କଡ଼ ଲେଉଟାଇଲା ପାଗ, ଫେରିଲା ଶୀତ, ଘନ କୁହୁଡ଼ି ଯୋଗୁ ଗାଡ଼ି ଚଳାଚଳ ବାଧାପ୍ରାପ୍ତ

ଦାରିଙ୍ଗବାଡି, ୧।୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳକୁ ପୁଣ ଫେରିଛିି ଶୀତ। ଭୋର ସମୟରେ ଅସହ୍ୟ ଜାଡ଼ ଅନୁଭୂତ ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ସେହିପରି ଦୀର୍ଘ ଦିନ ପରେ ପୁଣି ପାଗରେ ପରିବର୍ତ୍ତନ ଆସିଛି ଦକ୍ଷିଣ ପବନ ବୋହିବା ସହ ଘନ କୁହୁଡି ପୁଣି ଫେରିଛି। ଫଳରେ ଗାଡ଼ି ଚଳାଚଳରେ ବାଧା ସୃଷ୍ଟି ହୋଇଛି। ସକାଳ ୮ ଟା ବାଜିଥିଲେ ମଧ୍ୟ କୁହୁଡିର ପ୍ରଭାବ କମିନଥିବା ଜଣାପଡିଛି ହଠାତ କୁହୁଡି ଓ ଜାଡ଼ ଯୋଗୁ ଲୋକ ସକାଳୁ କାମ ଧନ୍ଦାରେ ବାହାରିବା ମୁସ୍କିଲ ହୋଇପଡିଛି । ଏବେ ଶୀତକୁ ନେଇ ଲୋକଙ୍କ ମଧ୍ୟରେ ଅନେକ ଚର୍ଚ୍ଚା ଲାଗିରହିଛି କିଏ ଏହି ପାଗକୁ ଅମାନିଆ ପାଗ କହୁଥିବା ବେଳେ ଚଳିତ ବର୍ଷ ବହୁ ଦିନ ଧରି ଶୀତ ଛାଡି ନଥିବା କୁହାଯାଉଛି। କିନ୍ତୁ ଶୀତର ମଜା ନେବାକୁ ଜିଲାକୁ ପର୍ଯ୍ୟଟକଙ୍କ ସୁଅ ଛୁଟୁଛି ରାଜ୍ୟ ତଥା ରାଜ୍ୟ ବାହାରୁ ବିଶେଷ କରି ଜର୍ମାନୀରୁ ଆସିଥିବା ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି।

ପଢ଼ନ୍ତୁ ➡️ନାବାଳିକା ପ୍ରେମିକା ଉଦ୍ଧାର : ବଳାତ୍କାର ଅଭିଯୋଗରେ ପ୍ରେମିକ ଗିରଫ

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱ ବଜାରରେ ତେଲ ନିଆଁ: ୯୫ ଦେଶରେ ମହଙ୍ଗା ହେଲା ପେଟ୍ରୋଲ, ଭାରତରେ…

ନୂଆଦିଲ୍ଲୀ/ୱାଶିଂଟନ,୧୮।୩: ୨୦୨୬ ଫେବୃଆରୀ ଶେଷ ଭାଗରେ ଇରାନ ଉପରେ ଆମେରିକା ଏବଂ ଇସ୍ରାଏଲର ମିଳିତ ଆକ୍ରମଣ ପରେ ବିଶ୍ୱ ଶକ୍ତି ବଜାର (Global Energy Market) ରେ…

ଭାରତରେ ଡାଉନ ହେଲା ସୋସିଆଲ ମିଡିଆ ପ୍ଲାଟଫର୍ମ X, ହଜାର ହଜାର ୟୁଜର୍ସ…

ବୁଧବାର ସନ୍ଧ୍ୟାରେ ଭାରତରେ ସୋସିଆଲ ମିଡିଆ ପ୍ଲାଟଫର୍ମ X ହଠାତ୍ ଠପ୍ ହୋଇଯାଇଥିଲା । ଯାହା ଫଳରେ ଅନେକ ଉପଭୋକ୍ତା ଅସୁବିଧାର ସମ୍ମୁଖୀନ ହୋଇଥିଲେ । ଡାଉନଡିଟେକ୍ଟର…

କୋଟଗଡ଼ରେ ବାଘ ଆତଙ୍କ: ଲଗାଗଲା ସ୍ବତନ୍ତ୍ର କ୍ୟାମେରା, ଗର୍ଜନରେ ଅଞ୍ଚଳବାସୀ ଭୟଭୀତ

ବାଲିଗୁଡା, ୧୮।୩ (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ଼ ବ୍ଲକରେ ବାଘର ଗର୍ଜନକୁ ନେଇ ସ୍ଥାନୀୟ ଅଞ୍ଚଳରେ ତୀବ୍ର ଆତଙ୍କ ଖେଳିଯାଇଛି।…

କୋରାପୁଟରେ ଛେଚିଲା କୁଆପଥର ବର୍ଷା, ଅନ୍ଧାରରେ ସହର

କୋରାପୁଟ,୧୮।୩(ଅମିତାଭ ବେହେରା ): ବୁଧବାର ସନ୍ଧ୍ୟାରୁ କୋରାପୁଟ ଜିଲାର ବିଭିନ୍ନ ଅଞ୍ଚଳରେ ହଠାତ୍ କୁଆପଥର ସହ ପ୍ରବଳ ବର୍ଷା ହୋଇଥିଲା । ଫଳରେ କିଛି ସମୟ ପର୍ଯ୍ୟନ୍ତ…

୫ ଦିନ ଯାଏ ଯୁଦ୍ଧ କରିବେନି ପାକିସ୍ତାନ-ଆଫଗାନିସ୍ତାନ, କାରଣ ଜାଣିଲେ…

ନୂଆଦିଲ୍ଲୀ,୧୮।୩: ଆଫଗାନିସ୍ତାନ ଏବଂ ପାକିସ୍ତାନ ମଧ୍ୟରେ ଚାଲିଥିବା ସଂଘର୍ଷ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଉଭୟ ଦେଶ ଏକ ଅସ୍ଥାୟୀ ଯୁଦ୍ଧବିରତି ଘୋଷଣା କରିଛନ୍ତି ।…

ବ୍ରାହ୍ମଣୀଗାଁରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର; ଯୋଗଦେଲେ ୨୫୦ଜଣ, ଚି଼ହ୍ନଟ ହେଲେ ୧୮୫

ଦାରିଙ୍ଗବାଡି,ବ୍ରାହ୍ମଣୀଗାଁ,୧୮।୩(ଅରୁଣ ସାହୁ/ମନୋରଞ୍ଜନ ରଣା ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ବୁଧବାର ୨୦୨୫/୨୬ଆର୍ଥିକ ବର୍ଷର ଦ୍ଵିତୀୟ ପର୍ଯ୍ୟାୟ ଭୀମଭୋଇ…

ତୁଳସୀ ଗାବାର୍ଡଙ୍କ ବୟାନକୁ ନେଇ ହଇଚଇ, ପାକିସ୍ତାନ ଏବଂ ଚୀନ୍ ଆମେରିକା ପାଇଁ…

ନୂଆଦିଲ୍ଲୀ,୧୮।୩: ଆମେରିକାର ନ୍ୟାସନାଲ ଇଣ୍ଟେଲିଜେନ୍ସ ଡାଇରେକ୍ଟର ତୁଳସୀ ଗାବାର୍ଡ ପାକିସ୍ତାନ ଏବଂ ଚୀନକୁ ଆମେରିକାର ବିପଦ ବୋଲି ବୟାନ ଦେଇଛନ୍ତି । ବୁଧବାର ସେ କହିଥିଲେ ଯେ…

ଅପହରଣ କରି ନେଇ ଯାଇଥିଲେ ତାମିଲନାଡୁ, ୭ ଦିନ ଯାଏ ନାବାଳିକାଙ୍କୁ…ଅଭିଯୁକ୍ତଙ୍କୁ ବାନ୍ଧି…

ପାଇକମାଳ,୧୮।୩ (ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଅପହରଣ କରିବା ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri