Posted inରାଜ୍ୟ

ଆଗାମୀ ସାତ ଦିନ ଶୁଖିଲା ରହିବ ପାଗ, ୭ଟି ଜିଲାକୁ ଘନକୁହୁଡ଼ି ନେଇ ସତର୍କ ସୂଚନା ଜାରି

ଭୁବନେଶ୍ୱର,୨୭।୧: ଆସନ୍ତା ୭ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବ। ଏହାଫଳରେ ଉତ୍ତର ଓଡ଼ିଶାରେ ତାପମାତ୍ରା ହ୍ରାସ ପାଇବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ଦେବଗଡ଼ ଓ ଅନୁଗୁଳ ଜିଲ୍ଲାରେ ଥଣ୍ଡାର ପରିମାଣ ବୃଦ୍ଧି ପାଇବ । ଅନ୍ୟପଟେ ନୟାଗଡ଼, ଗଞ୍ଜାମ, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ବଲାଙ୍ଗିର ଓ ସୁବର୍ଣ୍ଣପୁରରେ ଘନକୁହୁଡ଼ି ଦଶ୍ୟମାନ ହେବ ।

ତେବେ ଶୁକ୍ରବାର ଚଳିତ ବର୍ଷ ପ୍ରଥମ ଥର ପାଇଁ ଓଡ଼ିଶାର କିଛି ଜିଲାରେ ଆଗାମୀ ଦୁଇଦିନ ମଧ୍ୟରେ ଗୋଟିଏ ଦୁଇଟି ସ୍ଥାନରେ ଶୀତ ଲହରୀ ସମ୍ଭାବନା ନେଇ ସୂଚନା ଦେଇଥିଲା ପାଣିପାଗ ବିଜ୍ଞାନ କେନ୍ଦ୍ର ଭୁବନେଶ୍ୱର। ଏହାସହ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ ସୁନ୍ଦରଗଡ, ଝାରସୁଗୁଡା, କେନ୍ଦୁଝର, ଦେବଗଡ ଏବଂ ଅନୁଗୁଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଶୀତଲହରୀ ଅନୁଭୂତ ହେବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ବଲପୁରରେ ଏନ୍ କାଉଣ୍ଟର: କୁଖ୍ୟାତ ଅପରାଧୀ ଇରଫାନ ଆହତ, ଦୁଇ ସହଯୋଗୀ …

ସମ୍ବଲପୁର, ୧୩।୯ (ପ୍ରମୋଦ ବହିଦାର): ସମ୍ବଲପୁର ସଦର ଥାନା ଅଞ୍ଚଳରେ ପୋଲିସ ଓ ଦୁର୍ଦ୍ଦାନ୍ତ ଅପରାଧୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟିଛି। ଏଥିରେ ସୁନାପାଲି ଅଞ୍ଚଳର କୁଖ୍ୟାତ…

ଦାରିଙ୍ଗବାଡ଼ିରେ ପର୍ଯ୍ୟଟନ ବିକାଶର ସମୀକ୍ଷା:ହୋମଷ୍ଟେ କରି ସ୍ୱାବଲମ୍ବୀ ହେବାକୁ ପରାମର୍ଶ ଦେଲେ ପର୍ଯ୍ୟଟନ ପ୍ରମୁଖ ସଚିବ

ଦାରିଙ୍ଗବାଡ଼ି, ୧୩।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିକୁ ଶନିବାର ଅପରାହ୍ନରେ ଓଡ଼ିଶା ପର୍ଯ୍ୟଟନ ବିଭାଗର ପ୍ରମୁଖ ସଚିବ ବଳବନ୍ତ ସିଂ ପହଞ୍ଚି ପର୍ଯ୍ୟଟନ କ୍ଷେତ୍ରର ବିକାଶ…

ଶିଶୁଙ୍କ ଗେଡ଼ାପଣ: ୬ ଜିଲାରେ ସ୍ଥିତି ଚିନ୍ତାଜନକ

ଭୁବନେଶ୍ୱର,୧୩ା୯(ସୁଚିସ୍ମିତା ସାହୁ): ରାଜ୍ୟରେ ୫ ବର୍ଷରୁ କମ୍‌ ବୟସର ଶିଶୁଙ୍କ ପୋଷଣ ସ୍ଥିତିକୁ ନେଇ ଜାତୀୟ ପରିବାର ସ୍ୱାସ୍ଥ୍ୟ ସର୍ୱେକ୍ଷଣ (ଏନ୍‌ଏଫ୍‌ଏଚ୍‌ଏସ୍‌-୫ରୁ ଏନ୍‌ଏଫ୍‌ଏଚ୍‌ଏସ୍‌-୬)ର ଏକ ତୁଳନାତ୍ମକ ରିପୋର୍ଟ…

୧୭ ଯାଏ ବର୍ଷା

ଭୁବନେଶ୍ୱର,୧୩ା୯(ବନ୍ଦନା ସେଠୀ):ରାଜ୍ୟରେ ଲଘୁଚାପଜନିତ ବର୍ଷା ଲାଗି ରହିଛି। ଶନିବାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇଥିବାବେଳେ ୧୭ ତାରିଖ ଯାଏ ଲାଗି ରହିବ। ତେବେ ରବିବାରଠାରୁ ବର୍ଷାର…

ଓରାଙ୍ଗଉଟାନ ଚୋରା ଚାଲାଣର ଗୁମର ଖୋଲୁଛି, ଫାର୍ମ ହାଉସ ପାଇଁ ମ୍ୟାନ୍‌ମାର ଦେଇ ଅଣାଯାଇଥିଲା

ଭୁବନେଶ୍ୱର/ ଭୋଗରାଇ, ୧୩ା୯(ତ୍ରିନାଥ ମହାନ୍ତି/ ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅନ୍ତର୍ଗତ ବିଚିତ୍ରପୁର ଜଙ୍ଗଲରୁ ୫ ଓରାଙ୍ଗଉଟାନ ଶାବକ ଉଦ୍ଧାର ମାମଲାରେ କ୍ରାଇମ୍‌ବ୍ରାଞ୍ଚ ଏସ୍‌ଟିଏଫକୁ…

ଦିବ୍ୟାଙ୍ଗ ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ

ମାହାଙ୍ଗା,୧୩ା୯ (ଅଜୟ କୁମାର ମହାନ୍ତି): ରାଜ୍ୟରେ ବିଦ୍ୟାଳୟଗୁଡ଼ିକୁ ଦଣ୍ଡମୁକ୍ତ ଅଞ୍ଚଳ ଭାବେ ଘୋଷଣା କରାଯାଇଥିବା ବେଳେ କଟକ ଜିଲା ମାହାଙ୍ଗା ଥାନା ଅଞ୍ଚଳରେ ଏକ ଅତ୍ୟନ୍ତ ସମ୍ୱେଦନଶୀଳ…

ଭଦ୍ରକରୁ ଅପହରଣ କରି ୫ ଲକ୍ଷ ଟଙ୍କାର ମୁଣ୍ଡ ଜାମିନ ରଖିଥିଲେ ଅପହରଣକାରୀ, ଆଉ ତା’ ପରେ…

ହାଟଡିହୀ,୧୨ା୯(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ପୋଲିସ ପାଇଁ ଅପହରଣର ଶିକାର ହୋଇଥିବା ୩ ଜଣଙ୍କ ଜୀବନ ବଞ୍ଚିଯାଇଛି। ପୋଲିସର ହସ୍ତକ୍ଷେପ ପରେ ଅପହରଣ ଶିକାର ହୋଇ ୫…

କାର୍‌ରେ ଚାଲାଣ ହେଉଥିଲା ଗଞ୍ଜେଇ, ଯାଞ୍ଚ ସମୟରେ ମହାରାଷ୍ଟ୍ରର ୨ ଅଭିଯୁକ୍ତଙ୍କୁ ଧରି…

ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ପଞ୍ଚାୟତ ଟୋଲଗେଟ ନିକଟରେ ପୋଲିସ ବ୍ଲକିଂ କରି ଯାଞ୍ଚ କରିବା ସମୟରେ ଗୋଟିଏ କାର୍‌ରୁ ୪୨ କେଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?