ବଦଳିବ ପାଗ

ଭୁବନେଶ୍ବର,୨୯।୧୦(ବ୍ୟୁରୋ): ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଓ ଶ୍ରୀଲଙ୍କା ଉପକୂଳରେ ଏକ ଲଘୁଚାପ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ରାଜ୍ୟର କେତେକ ଜିଲାରେ ସ୍ବଳ୍ପ ଧରଣର ବର୍ଷା ହେବ। ଏ ନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ଏହା ପ୍ରଭାବରେ ରାଜ୍ୟରେ ଆଜିଠୁ ୨ ତାରିଖ ଯାଏ ପାଗରେ ପରିବର୍ତ୍ତନ ହେବ। ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡା, କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁରରେ ଏହି ୭ ଜିଲାରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ।

ଲଘୁଚାପ ସୃଷ୍ଟି ହେବା ସହ ସମାନ୍ତରାଳ ଭାବେ ଏକ ଘୂର୍ଣ୍ଣିବଳୟ ମଧ୍ୟ ସୃଷ୍ଟି ହୋଇଛି । ସେହିପରି ଅନ୍ୟ କେତେକ ଜିଲାରେ କୋହଲା ପାଗ ସାଙ୍ଗକୁ ହାଲୁକା ପବନ ମଧ୍ୟ ବହିପାରେ।


Enter your email to get our daily news in your inbox.

All Right Reserved By Dharitri.Com

ଦନ୍ତ ଚିକିତ୍ସକଙ୍କୁ ମାସିକ ୨୦ହଜାର ଟଙ୍କା ପ୍ରୋତ୍ସାହନ ଘୋଷଣା

ଭୁବନେଶ୍ୱର,୩୦ା୮(ବନ୍ଦନା ସେଠୀ): ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଓଡ଼ିଶା ମେଡିକାଲ ସର୍ଭିସେସ୍‌ (ଡେଣ୍ଟାଲ) କ୍ୟାଡରରେ କାର୍ଯ୍ୟରତ ଦନ୍ତ ଚିକିତ୍ସକଙ୍କ ପାଇଁ ପ୍ରୋତ୍ସାହନ ରାଶି ଘୋଷଣା…

ସ୍ମାର୍ଟ ପୋଲିସିଂ’ ପାଇଁ ମୁଖ୍ୟମନ୍ତ୍ରୀଙ୍କ ୧୦ସୂତ୍ରୀ ବ୍ଲୁ-ପ୍ରିଣ୍ଟ: ଜାଣନ୍ତୁ କ’ଣ…

ଭୁବନେଶ୍ୱର, ୩୦।୮ (ସୁନିତ୍‌ ମିଶ୍ର): ଭୁବନେଶ୍ୱରସ୍ଥିତ ରାଜ୍ୟ ପୋଲିସ ଭବନଠାରେ ଆୟୋଜିତ ରାଜ୍ୟସ୍ତରୀୟ ଡିଜିପି ଏବଂ ଆଇଜିପି ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ରାଜ୍ୟର…

ଗରିବ ହୋଇ ରହିବୁ

ଚଳିତ ସପ୍ତାହରେ ଏକ ବିଦେଶୀ ଗଣମାଧ୍ୟମ ମୋର ସାକ୍ଷାତ୍‌କାର ନେଇଥିଲା। ଏହା ଶେଷ ହେବା ପରେ ସାକ୍ଷାତ୍‌କାର ନେଇଥିବା ଖବରଦାତା କହିଥିଲେ, ଭାରତର ସ୍ଥିତି ଏଭଳି ହୋଇଛି…

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଖଡ଼ିଆଳରେ ନୂଆଖାଇ ପାଇଁ ଲଗ୍ନ ଧାର୍ଯ୍ୟ

ଖଡ଼ିଆଳ,୨୯ା୮(ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ରାଜଦରବାର ହଲଠାରେ ପଣ୍ଡିତ ମଣ୍ଡଳୀ ନବାନ୍ନ ଲଗ୍ନ ଧାର୍ଯ୍ୟ କରିଛନ୍ତି। ପରମ୍ପରାନୁସାରେ ଆସନ୍ତା ୧୫ ତାରିଖ ମଙ୍ଗଳବାର ଘ.୯.୦୫ମି.ରୁ ଘ.୧୦. ୦୦…

ଘରେ ଏକାକୀ ଥିବାବେଳେ ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ! ଗୋଡ଼ାଇ ଗୋଡ଼ାଇ ନିର୍ଦ୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସକୁ…

ଦିଗପହଣ୍ଡି,୨୯।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀଙ୍କୁ ଘରେ ପଶି ବଳାତ୍କାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri