ଠିକ୍‌ ହୋଇଥିଲା ବିବାହ, ବଣ୍ଟା ସରିଥିଲା କାର୍ଡ, ଘଟିଲା ଏମିତି କିଛି…

ବଲାଙ୍ଗୀର,୩ା୧(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ତେଲ ନଦୀ ବ୍ରିଜ ତଳୁ ଶନିବାର ଏକ ମୃତଦେହ ଉଦ୍ଧାର କରାଯାଇଛି।

ସୂଚନା ଅନୁଯାୟୀ, ବ୍ରିଜ ତଳୁ ଉଦ୍ଧାର କରଯାଇଥିବା ମୃତ ଯୁବକ ଜଣକ ହେଲେ ଦେଉଳଗୁଡ଼ି ଗାଁର ବ୍ୟବସାୟୀ ନଟରାଜ ଥନାପତି। କିଛି ମାସ ତଳେ ନଟରାଜଙ୍କ ବିବାହ ଠିକ୍‌ ହୋଇଥିଲା। ଆଉ ଅଳ୍ପ କିଛି ଦିନ ଥିବା ବେଳେ ଆଜି ତାଙ୍କର ବ୍ରିଜ୍‌ତଳୁ ମୃତଦେହ ମିଳିବାରୁ ଲୋକଙ୍କ ମନରେ ସନ୍ଦେହ ସୃଷ୍ଟି ହୋଇଛି। ଏପରିକି ନଟରାଜଙ୍କ ବିବାହ କାର୍ଡ ବଣ୍ଟନ ମଧ୍ୟ କରି ସାରିଥିବା ପରିବାର ଲୋକେ କହିଛନ୍ତି। ମୃତ୍ୟୁ ନେଇ ପରିବାର ଲୋକେ କିଛି କହି ନ ଥିବାବେଳେ ଘଟଣାସ୍ଥଳରେ ତୁଷୁରା ପୋଲିସ ଓ ସାଇଣ୍ଟିଫିକ୍‌ ଟିମ୍‌ ପହଞ୍ଚି ତଦନ୍ତ ଆରମ୍ଭ କରୁଥିବା ଏସ୍‌ଡିପିଓ ସରୋଜ କୁମାର ଉପାଧ୍ୟାୟ କହିଛନ୍ତି। ବ୍ୟବସାୟୀଙ୍କ ଆତ୍ମହତ୍ୟା ନା ପୁରୁଣା ପ୍ରେମ ଏ ଦିଗରେ ପୋଲିସ ତଦନ୍ତ ଆରମ୍ଭ କରିଥିବା ଜଣାପଡ଼ିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬ରୁ ବାଦ୍‌ ପଡ଼ିଲେ ହର୍ଷିତ ରାଣା, ତଥାପି ମିଳିବ ୪ କୋଟି; କାରଣ ଜାଣିଲେ… 

ନୂଆଦିଲ୍ଲୀ,୧୩।୩: ଆଇପିଏଲ୍‌ ୨୦୨୬ ଆରମ୍ଭ ହେବା ପୂର୍ବରୁ କୋଲକାତା ନାଇଟ୍‌ ରାଇଡର୍ସ (KKR)କୁ ଶକ୍ତ ଧକ୍କା ଲାଗିଛି। ଦଳର ତାରକା ଦ୍ରୁତ ବୋଲର ହର୍ଷିତ ରାଣା ଆହତ…

ଚାଷୀଙ୍କ ପାଇଁ ବଡ଼ ଖୁସିଖବର, ପିଏମ୍‌ କିଷାନର ୨୨ତମ କିସ୍ତି ଜାରି, ଆପଣଙ୍କ ଆକାଉଣ୍ଟକୁ ଆସି ନ ଥିଲେ…

ନୂଆଦିଲ୍ଲୀ,୧୩।୩:  କେନ୍ଦ୍ର ସରକାରଙ୍କ ମହତ୍ତ୍ୱାକାଂକ୍ଷୀ ‘ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି’ (PM-KISAN) ଯୋଜନା ଅଧୀନରେ ଦେଶର କୋଟି କୋଟି ଚାଷୀଙ୍କୁ ବଡ଼ ଆଶ୍ୱସ୍ତି ମିଳିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

‘ହୋର୍ମୁଜ ଷ୍ଟ୍ରେଟ୍‌’ରେ ଭାରତର ଦବଦବା! ଇରାନ ରାଷ୍ଟ୍ରଦୂତ ଦେଲେ ବଡ଼ ସଂକେତ, କିଛି ସମୟରେ ବଡ଼ ଘୋଷଣା…  

ନୂଆଦିଲ୍ଲୀ,୧୩।୩: ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ବଢୁଥିବା ଯୁଦ୍ଧ ପରିସ୍ଥିତି ମଧ୍ୟରେ ଭାରତ ପାଇଁ ଏକ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ପାରସ୍ୟ ଉପସାଗରରେ ଜାରି…

ଆରଆଇଙ୍କୁ ମାଡ ଘଟଣାରେ: ଜଣେ ଗିରଫ

ନନ୍ଦପୁର,୧୩।୨(ତୁଷାର କାନ୍ତ ମହାନ୍ତି): ଜାତିଗତ ପ୍ରମାଣପତ୍ର ପାଇଁ ନନ୍ଦପୁର ତହସିଲରେ କାର୍ଯ୍ୟରତ ରାଜସ୍ବ ନିରୀକ୍ଷକ ମଧୁସୁଦନ ଖେମୁଣ୍ଡୁଙ୍କୁ ଅଶାଳୀନ ବ୍ୟବହାର ଓ ମାଡ ମାରିବା ଘଟଣାରେ ଜଣେ…

ଲାଞ୍ଚନେଇ ବନ୍ଧାହେଲେ ବଡ଼ଗାଁ ଥାନା ଏଏସ୍‌ଆଇ

ସୁନ୍ଦରଗଡ,୧୩।୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ବଡ଼ଗାଁ ଥାନା ପୋଲିସ, ଏଏସ୍‌ଆଇ ଅରୂପା ନନ୍ଦ ଦାସ ଗୁରୁବାର ସନ୍ଧ୍ୟାରେ ଜଣେ ଢାବା ମାଲିକଙ୍କଠାରୁ ୨୫,୦୦୦ଟଙ୍କା ଲାଞ୍ଚ ନେବା…

ଭୋଜିଖାଇ ଫେରିଲେ ସକାଳୁ ମିଳିଲାନି ବାଇକ୍‌ 

ଦିଗପହଣ୍ଡି,୧୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମର ରାଜେଶ କୁମାର ରାଉତଙ୍କ ଏକ ବାଇକ୍‌କୁ କେହି ଦୁର୍ବୃତ୍ତ ତାଙ୍କ ଘର ସମ୍ମୁଖରୁ ଚୋରି…

ଆମେରିକାର ବଡ଼ ଦାବି: ଇରାନର ନୂଆ ସର୍ବୋଚ୍ଚ ନେତା ମୋଜତାବା ଗୁରୁତର ଆହତ

ୱାଶିଂଟନ୍‌,୧୩।୩: ଆମେରିକାର ପ୍ରତିରକ୍ଷା ସଚିବ ପିଟ୍‌ ହେଗସେଠ୍‌ ଏକ ବଡ଼ ଦାବି କରିଛନ୍ତି। ଇରାନର ନୂଆ ସୁପ୍ରିମ ଲିଡର ମୋଜତାବା ଖାମନେଇ ଗୁରୁତର ଆହତ ହୋଇଥିବା ଏକ…

ୱାରେଣ୍ଟିଙ୍କୁ କୋର୍ଟଚାଲାଣ

ଦିଗପହଣ୍ଡି,୧୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶୁକ୍ରବାର କୁକୁଡ଼ାଖଣ୍ଡି ବ୍ଲକ ବଣିଆମାରି ଗ୍ରାମର ବିପ୍ର ମଲ୍ଲିକଙ୍କୁ କୋର୍ଟ ୱାରେଣ୍ଟ ବଳରେ ଗିରଫ କରି ବ୍ରହ୍ମପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri