ଆଉ ୧୦ ଦିନ ପରେ ହୋଇଥାନ୍ତା ବାହାଘର: କରୋନା ନେଇଗଲା ଜୀବନ

ବାଉଁଶୁଣୀ,୧୨ା୬: ବାହାଘର ଥିଲା ଆଉ ୧୦ ଦିନ । ଏନେଇ ସମସ୍ତ ପ୍ରସ୍ତୁତି ଶେଷ ହୋଇଥିଲା। ହେଲେ ବାହା ହେବାକୁ ଥିବା ଯୁବକ ଜଣକ କରୋନାରେ ଆକ୍ରାନ୍ତ ହୋଇ ଆଖି ବୁଜିଛନ୍ତି। ଏଭଳି ଏକ ଘଟଣା ଘଟିଛି ବୌଦ୍ଧ ଜିଲା କଣ୍ଟାମାଳ ବ୍ଲକ ବରଗୋଛା ପଞ୍ଚାୟତ ଖଜରୋଜ ଗ୍ରାମରେ।

ସୂଚନା ଅନୁଯାୟୀ, ଖଜରୋଜ ଗ୍ରାମର ବିଜୁ ସାହୁ(୨୬) ୧୦ ଦିନ ତଳେ କରୋନା ପଜିଟିଭ ଚିହ୍ନଟ ହୋଇ ହୋମ ଆଇସୋଲେସନରେ ରହିଥିଲେ। ଦେହ ଅଧିକ ଅସୁସ୍ଥ ହେବାରୁ ତାଙ୍କୁ ସମ୍ବଳପୁର ସ୍ଥିତ ଅଶ୍ୱିନୀ କୋଭିଡ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ ଚିକିତ୍ସାଧୀନ ଥିବା ବେଳେ ତାଙ୍କର ମୃତ୍ୟୁ ଘଟିଥିବା ପରିବାର ଲୋକେ ପ୍ରକାଶ କରିଛନ୍ତି। ଆସନ୍ତା ୨୧ ତାରିଖରେ ବିଜୁଙ୍କ ବାହାଘର ହେବା ନେଇ ଦିନ ଧାର୍ଯ୍ୟ ହୋଇଥିଲା। ହେଲେ ବିବାହର ୧୦ ଦିନ ପୂର୍ବରୁ କରୋନା ବିଜୁଙ୍କ ମୃତ୍ୟୁ ଘଟିବା ଗ୍ରାମବାସୀଙ୍କ ମଧ୍ୟରେ ଶୋକର ଛାୟା ଖେଳି ଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନେଉଥିଲେ ବ୍ରାଉନସୁଗାର, ବାଟରୁ ଧରାପଡ଼ିଲେ

ନୟାଗଡ଼ ଅଫିସ,୩୦।୯: ନୟାଗଡ଼ ଅବକାରୀ ବିଭାଗ କର୍ମଚାରୀ ଶୁକ୍ରବାର ବାରବାଟୀରୁ ବାଇକ୍‌ ସହ ୫୦ ଗ୍ରାମ୍‌ ବ୍ରାଉନସୁଗାର ଜବତ କରିଛନ୍ତି। ଘଟଣାରେ ସମ୍ପୃକ୍ତ ସିନ୍ଦୂରିଆର କାବୁଲା...

ଛାତ୍ରୀଙ୍କୁ ଅପହରଣ ଅଭିଯୋଗ

ରୂପ୍‌ସା, ୫।୧୨(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ସାର୍ଥା ଫାଣ୍ଡି ଅଞ୍ଚଳର ଜଣେ କଲେଜ ଛାତ୍ରୀଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଛି। ଏ ସଂକ୍ରାନ୍ତରେ ଗୁରୁବାର ସିଂଲା ଥାନାରେ...

ଚିକିତ୍ସା ସେବା ବଡ଼ ଚ୍ୟାଲେଞ୍ଜ: ତୃତୀୟ ଲହରରେ ଶିଶୁ ଚିନ୍ତା

ଭୁବନେଶ୍ୱର,୨୧।୫(ବ୍ୟୁରୋ): ସାରା ଦେଶରେ ଏବେ ଦ୍ୱିତୀୟ ଲହର କାୟା ବିସ୍ତାର କରୁଥିବାବେଳେ ତୃତୀୟ ଲହରକୁ ନେଇ ଚିନ୍ତା ବଢ଼ିଲାଣି। ତୃତୀୟ ଲହରରେ ପିଲାମାନେ ଅଧିକ ସଂକ୍ରମିତ...

ବିରୋଧୀ ଦଳ ନେତା ପଦକୁ ନେଇ ଚର୍ଚ୍ଚା

ଭୁବନେଶ୍ୱର,୨୮।୫(ବ୍ୟୁରୋ): ନିର୍ବାଚନ ପରେ ରାଜ୍ୟରେ ସରକାର ଗଠନ କରିବାକୁ ଯାଉଥିବା ବିଜେଡି ବିଧାୟକ ଦଳ ବୈଠକ ରବିବାର ଅନୁଷ୍ଠିତ ହୋଇଥିଲା। ସର୍ବସମ୍ମତିକ୍ରମେ ନବୀନ ପଟ୍ଟନାୟକ ବିଧାୟକ...

ବଦଳିବ ଇନ୍ଦ୍ରଦ୍ୟୁମ୍ନ ପୁଷ୍କରିଣୀ ଚିତ୍ର

ପୁରୀ ଅଫିସ,୧୮ା୧୧:ବଦଳିବ ଇନ୍ଦ୍ରଦ୍ୟୁମ୍ନ ପୁଷ୍କରିଣୀ ଓ ଏହାର ଚତୁଃପାର୍ଶ୍ୱ ଚିତ୍ର। ଅବହେଳିତ ଅବସ୍ଥାରେ ଥିବା ଏହି ତୀର୍ଥ ପୁଷ୍କରିଣୀର ଉନ୍ନତୀକରଣ କରାଯିବ। ଐତିହ୍ୟ ପର୍ଯ୍ୟଟନ କେନ୍ଦ୍ର...

ଖେଳିବାକୁ ଯାଇ ନିଖୋଜ ଥିଲେ ଛାତ୍ର, କୂଅରୁ ମିଳିଲା ମୃତଦେହ

ଖୋର୍ଦ୍ଧା ଅଫିସ,୨୨ା୧: ସୋମବାର କୂଅ ଭିତରୁ ନାବାଳକ ଛାତ୍ରଙ୍କ ମୃତଦେହ ମିଳିଛି। ଖୋର୍ଦ୍ଧା ପୁବୁସାହି ଓଲିସିଂହ ଗ୍ରାମର ୧୧ବର୍ଷ ନାବାଳକ ଦିବ୍ୟଜ୍ୟୋତି ବେହେରାଙ୍କ ମୃତଦେହ ରବିବାର...

ଜାତୀୟ ରାଜପଥରେ ଜଳିଗଲା କାର୍‌

ଭଣ୍ଡାରିପୋଖରୀ, ୧୩ା୯(ଡି.ଏନ.ଏ.)- ଭଦ୍ରକ ଜିଲା ୧୬ ନମ୍ବର ଜାତୀୟ ରାଜପଥର ଭଣ୍ଡାରିପୋଖରୀ ପୁରିପଡ଼ା ସ୍କୁଲଠାରୁ ଅନତି ଦୂରରେ ଶୁକ୍ରବାର ସନ୍ଧ୍ୟା ପ୍ରାୟ ୭ଟା ବେଳେ ଏକ...

ଧାନକିଣା ଆରମ୍ଭରୁ ବିଭ୍ରାଟ

ଖଇରା,୧୭।୧୨: ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ୧୪ଟି ସେବା ସମବାୟ ସମିତିରେ ଏବେ ଧାନକିଣା ଆରମ୍ଭ ହୋଇସାରିଛି। ଅନଲାଇନରେ ବ୍ୟାପକ ତ୍ରୁଟି ରହିଥିବା ଅଭିଯୋଗ ପରେ...

Advertisement
Archives

Model This Week