ଜିଲାପାଳ କ୍ଷମତା ପ୍ରୟୋଗ କଲେ ସରପଞ୍ଚ: ସାପ୍ତାହିକ ବଜାର ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ

ଜୁନାଗଡ,୬।୭(ଡି.ଏନ୍‌.ଏ.)-କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ମହିଚଲା ସରପଞ୍ଚ ଅଜୟ କୁମାର ବେହେରା ମହିଚଲା ଶନିବାର ସାପ୍ତାହିକ ବଜାର(ହାଟ)କୁ ଅନିର୍ଦ୍ଧିଷ୍ଟ କାଳ ପାଇଁ ବନ୍ଦ ନିର୍ଦ୍ଦେଶ ଦେଇଛନ୍ତି। ଏହାସହ ଉକ୍ତ ଦିନ ମହିଚଲାର ସମସ୍ତ ଦୋକାନ ବଜାର ବନ୍ଦ କରିବା ପାଇଁ ମଧ୍ୟ ସେ ଜନସାଧାରଣଙ୍କୁ ନିବେଦନ କରିଛନ୍ତି। ଏ ବିଷୟରେ ପଞ୍ଚାୟତବାସୀଙ୍କୁ ସୋମବାର ଏକ ପ୍ରଚାର ଗାଡି ମାଧ୍ୟମରେ ସୂଚନା ଦିଆଯାଇଛି। ମହିଚଲା ସପ୍ତାହିକ ବଜାରକୁ କିଣାବିକା କରିବାକୁ ଆସୁଥିବା ଲୋକେ ମାସ୍କ ପିନ୍ଧୁ ନ ଥିବାବେଳେ ସାମାଜିକ ଦୂରତ୍ୱ ବଜାୟ ରଖୁ ନ ଥିବା ଅଭିଯୋଗ ହୋଇ ଆସୁଥିଲା। ଗୋଷ୍ଠୀ ସଂକ୍ରମଣ ଆଶଙ୍କା କରି ସରପଞ୍ଚ ବେହେରା ଏହି ନିଷ୍ପତ୍ତି ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଧ୍ୟାପକଙ୍କ ଅକାଳ ବିୟୋଗ: ଖେଳିଗଲା ଶୋକର ଛାୟା

କର୍ଲାମୁଣ୍ଡା,୭।୯ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପୌରକେଲା ପଞ୍ଚାୟତ ଅନ୍ତର୍ଗତ କୁନ୍ଦେଇପାଲି ଗ୍ରାମର ଯୁବ ଅଧ୍ୟାପକ କୁମୁଦଚନ୍ଦ୍ର ବାଗ (୪୮)ଙ୍କର ଆଜି ଅକାଳ…

ଭୟରେ ଝାରମୁଣ୍ଡାବାସୀ; ବିପଦପୂର୍ଣ୍ଣ ଅବସ୍ଥାରେ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର, ସୁରକ୍ଷା ବାଡ଼…

ରିଷିଡା,୭।୯(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଝାରମୁଣ୍ଡା ଗ୍ରାମରେ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର ବିପଦପୂର୍ଣ୍ଣ ଅବସ୍ଥାରେ ରହିଛି । ଫଳରେ ସାଧାରଣ ଲୋକଙ୍କ ମଧ୍ୟରେ ଭୟ ଦେଖାଦେଇଛି…

ଦେବଗିରି ମହାବିଦ୍ୟାଳୟର ୧୫ତମ ପ୍ରତିଷ୍ଠା ଦିବସ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ କୋରାପୁଟ ସାଂସଦ ସପ୍ତଗିରି ଉଲାକା

କଲ୍ୟାଣସିଂହପୁର, ୭।୯ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକସ୍ଥିତ ଦେବଗିରି ମହାବିଦ୍ୟାଳୟ ପରିସରରେ ୧୫ତମ ପ୍ରତିଷ୍ଠା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। କଲେଜ ପରିଚାଳନା…

ସରକାରୀ ଅଧିକାରୀଙ୍କୁ ବ୍ଲାକ୍‌ମେଲ କରି ଟଙ୍କା ନେବା ପଡ଼ିଲା ମହଙ୍ଗା, ୨ ଖବରଦାତାଙ୍କ ସହ ଆଉ ଜଣେ ଗିରଫ

ଭବାନୀପାଟଣା,୭ା୯(ଉତ୍ତମ କୁମାର ଦାଶ): ଜଣେ ସରକାରୀ ଅଧିକାରୀଙ୍କୁ ବ୍ଲାକ୍‌ମେଲ୍‌ କରି ଟଙ୍କା ନେବା ଘଟଣାରେ ୨ ଖବରଦାତାଙ୍କ ସହ ଜଣେ ଗିରଫ ହେବା କଳାହାଣ୍ଡି ଜିଲାରେ ଏବେ…

ଖଣି ନିଲାମକୁ ନେଇ ତେଜୁଛି ବିରୋଧ, ଆନ୍ଦୋଳନ ଚେତାବନୀ ଦେଇ ଅଞ୍ଚଳବାସୀ କହିଲେ…

ଥୁଆମୂଳ ରାମପୁର,୭।୯ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ବନ୍ୟପ୍ରାଣୀ ଅଭୟାରଣ୍ୟ ଅନ୍ତର୍ଗତ ଖଣ୍ଡୁଆଳମାଳି ପାହାଡ଼ କର୍ଲାପାଟ ବକ୍ସାଇଟ ବ୍ଲକକୁ ନେଇ ବିରୋଧ ତେଜୁଛି। ଆନୁମାନିକ ୨୪.୮…

ବାହାରିଲା ମା’ ମାଣିକେଶ୍ୱରୀଙ୍କ ନବାନ୍ନ ଲଗ୍ନ, ଏହିଦିନ ନୂଆଁ ଖାଇବେ ଗଡ଼ଜାତବାସୀ

ଭବାନୀପାଟଣା,୬ା୯(ଉତ୍ତମ କୁମାର ଦାଶ): ନୂଆଁଖାଇ ପାଇଁ ସଜବାଜ ହେଉଛି କଳାହାଣ୍ଡି ଜିଲା । ପଶ୍ଚିମ ଓଡ଼ିଶାର ଏହା ଏକ ମୁଖ୍ୟ ପର୍ବ ହୋଇଥିଲେ ହେଁ କଳାହାଣ୍ଡିରେ ଟିକେ…

ଛାତ୍ରୀଛାତ୍ରଙ୍କ ଶୈକ୍ଷିକ ଉନ୍ନତି, ଶୃଙ୍ଖଳା ଉପରେ ଗୁରୁତ୍ୱ

କର୍ଲାମୁଣ୍ଡା,୬ା୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦରସ୍ଥିତ ସରସ୍ବତୀ ଶିଶୁମନ୍ଦିର ପରିସରରେ ଶିକ୍ଷା ପରିଷଦ ବୈଠକ ଅନୁଷ୍ଠିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ମାର୍କଣ୍ଡ ପାଢ଼ୀଙ୍କ…

ଶିକ୍ଷାଦାନରେ ଗୁରୁଙ୍କ ଭୂମିକା ମହତ୍ତ୍ୱପୂର୍ଣ୍ଣ, ଅବସରପ୍ରାପ୍ତ ଶିକ୍ଷକଙ୍କୁ ମିଳିଲା…

କର୍ଲାମୁଣ୍ଡା,୬ା୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦରସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ଗୁରୁଦିବସ ଅବସରରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଓ ସମ୍ବର୍ଦ୍ଧନା ସଭା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri