ରଥରେ ଲାଗିଲା ଅଖ

ପୁରୀ ଅଫିସ,୩ା୬: ଆଜି ଶ୍ରୀକ୍ଷେତ୍ରରେ ଆରମ୍ଭ ହୋଇଛି ଉଭଁରୀ ଯାତ୍ରା। ଏହି ଅବସରରେ ପରମ୍ପରା ଅନୁଯାୟୀ ରଥଯାତ୍ରାର ଆଉ ଏକ ପର୍ଯ୍ୟାୟ ଆରମ୍ଭ ହୋଇଯାଇଛି। ମହାପ୍ରଭୁଙ୍କ ତିନି ରଥର ଚକ ଅଖ ଡେରା ନୀତି ସମ୍ପନ୍ନ ହୋଇଛି। ଆଜି ଶ୍ରୀଜିଉଙ୍କ ସକାଳ ଧୂପ ସରିବା ପରେ ଶ୍ରୀମନ୍ଦିରରୁ ପୂଜାପଣ୍ଡାମାନେ ମହାପ୍ରଭୁଙ୍କ ଆଜ୍ଞା ମାଳ ରଥଖଳାକୁ ବିଜେ କରାଇଥିଲେ। ପରେ ଭୋଇ ସେବକମାନେ ତିନି ରଥର ଦୁଇଟି ଲେଖାଏ ଚକରେ ଗୋଟିଏ ଲେଖାଏ ଅଖ ସଂଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଜୀବନ କାରାଦଣ୍ଡ ଭୋଗୁଥିବା ୫ କଏଦୀ ମୁକ୍ତ

ଭଦ୍ରକ ଅଫିସ,୯।୮: ରାଜ୍ୟ ଆଇନ ବିଭାଗର ବିଜ୍ଞପ୍ତି ତଥା ରାଜ୍ୟ ଜେଲ୍‌ ନିର୍ଦ୍ଦେଶକଙ୍କ ନିର୍ଦ୍ଦେଶ ଅନୁଯାୟୀ ଭଦ୍ରକ ଉପକାରାଗାରରୁ ବୁଧବାର ରାତିରେ ଆଜୀବନ କାରାଦଣ୍ଡ ଭୋଗୁଥିବା...

ନଦୀ ପାର ଦନ୍ତାର ନରସଂହାର

ଅନୁଗୋଳ ଜିଲାରେ ଅନେକ ସମୟରେ ହାତୀକୁ ନେଇ ଆତଙ୍କ ଦେଖାଯାଉଛି। କେତେବେଳେ ହାତୀ ଗଁ। ନିକଟକୁ ଆସି ଫସଲ ଖାଇବା ସହ ନଷ୍ଟ କରୁଛନ୍ତି ତ...

ଦେଢ଼ଘଣ୍ଟା ପ୍ରବଳ ବର୍ଷିଲା, କୁଆପଥର ଖସିଲା

ଭୁବନେଶ୍ୱର, ୨୨।୩(ବ୍ୟୁରୋ): ଶନିବାର ମଧ୍ୟାହ୍ନରେ ଭୁବନେଶ୍ୱରରେ ପ୍ରବଳ ବର୍ଷା ସହ କୁଆପଥର ମାଡ଼ ହୋଇଥିଲା। ଏଥିସହ କେତେକ ସ୍ଥାନରେ ବଜ୍ରପାତ ମଧ୍ୟ ହୋଇଥିଲା। ସକାଳେ ପାଗ...

ପରୀ ହତ୍ୟା ମାମଲା: ତଦନ୍ତ କରିବ ଏସ୍‌ଆଇଟି

ଭୁବନେଶ୍ୱର,୨୯ା୧୧(ବ୍ୟୁରୋ): ନୟାଗଡ଼ ଜିଲାର ୫ବର୍ଷର ଶିଶୁ କନ୍ୟା ପରୀ ହତ୍ୟା ମାମଲାର ତଦନ୍ତ ସ୍ପେଶାଲ ଇନ୍‌ଭେଷ୍ଟିଗେଶନ ଟିମ୍‌(ଏସ୍‌ଆଇଟି) ବା ସ୍ବତନ୍ତ୍ର ତଦନ୍ତକାରୀ ଟିମ୍‌ ଦ୍ୱାରା କରାଯିବ।...

ଲିଙ୍ଗରାଜଙ୍କ ନୀତି ବନ୍ଦ

ପୁରୁଣା ଭୁବନେଶ୍ୱର, ୨।୪ (ଡି.ଏନ୍‌.ଏ.): ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ବର୍ଷ ବର୍ଷ ଧରି ପାଳିତ ହେଉଥିବା ବହୁ ପରମ୍ପରାରେ ପୂର୍ଣ୍ଣଚ୍ଛେଦ ପଡ଼ିବାରେ ଲାଗିଛି। ପୂର୍ବରୁ ୯ଶହ ବର୍ଷର...

ବର୍ଷାଦିନେ ଚାଷଜମି ଫାଟି ଆଁ

ଭଦ୍ରକ ଅଫିସ,୧୮।୭-ମୌସୁମୀ କାରଣରୁ କିଛିଦିନ ବର୍ଷା ହେବା ସହ ଚାଷଜମିରେ ପାଣି ଦେଖିବାକୁ ମିଳିଥିଲା। ହେଲେ ଗତ କିଛିଦିନ ହେଲା ବର୍ଷା ନାହିଁ। ଫଳରେ ଚାଷଜମିରେ...

ସାଗରଙ୍କ ଲେଖନୀ ଦେଉଛି ବୃକ୍ଷକୁ ସୁରକ୍ଷା

କେନ୍ଦ୍ରାପଡ଼ା ଅଫିସ, ୩ା୩: ବହି ଛପା ହେବା ପାଇଁ କାଗଜ ଆବଶ୍ୟକ। କାଗଜ ପାଇଁ ଗଛ ବଳି ପଡୁଛି। ଗଛ ନଷ୍ଟ ଅର୍ଥ ପ୍ରାକୃତିକ ବିପର୍ଯ୍ୟୟକୁ...

ଜୁନ୍‌ ୧୭ରୁ ରାଜ୍ୟରେ ଖୋଲିବ ନାହିଁ ସ୍କୁଲ

ଭୁବନେଶ୍ୱର,୩୧।୫(ବ୍ୟୁରୋ): ରାଜ୍ୟରେ ଜୁନ୍‌ ୧୭ ତାରିଖରୁ ସ୍କୁଲ ଖୋଲିବ ନାହିଁ। ଏନେଇ ରବିବାର ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି।...

Advertisement


Archives

Model This Week