Posted inଜାତୀୟ

ଉତ୍ତରାଖଣ୍ଡ ପାଇଁ ସମଗ୍ର ଦେଶବାସୀ ପ୍ରାର୍ଥନା କରୁଛନ୍ତି: ପ୍ରଧାନମନ୍ତ୍ରୀ

କୋଲକତା,୭।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗ ଗସ୍ତ ଅଛନ୍ତି। ହଳଦିଆରେ ଆୟୋଜିତ ଏକ ସଭାକୁ ସମ୍ବୋଧିତ କରି ମୋଦି ପ୍ରଥମେ ଉତ୍ତରାଖଣ୍ଡରେ ଘଟିଥିବା ହିମସ୍ଖଳନ ନେଇ ସେ ଦୁଃଖପ୍ରକାଶ କରିଛନ୍ତି। ସେ ଲଗାତର ଅପଡେଟ୍‌ ନେଉଛନ୍ତି, ପୂରା ଦେଶ ସେଠାରେ ଫସିଥିବା ଲୋକଙ୍କ ପାଇଁ ପାଇଁ ପ୍ରାର୍ଥନା କରୁଛି । ଲୋକଙ୍କୁ ଉଦ୍ଧାର ପାଇଁ ସମସ୍ତ ଚାଲିଛି ବୋଲି ସେ କହିଛନ୍ତି। ଏହାସହ ପଶ୍ଚିମବଙ୍ଗର ବିଶକାଶ ସହ ଜଡିତ ୫ ହଜାର କୋଟି ଟଙ୍କା ପରିଯୋଜନାର ଶୁଭାରମ୍ଭ କରିବା ପାଇଁ ଏଠାକୁ ଆସିଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋଠା ଭୁଶୁଡିବା ଘଟଣା: ୩ ମୃତ,୧୨ ଆହତ

ମୁମ୍ବାଇ,୨୮।୬: ସୋମବାର ବିଳମ୍ବିତ ରାତିରେ ମୁମ୍ବାଇ କୁର୍ଲାର ନାଇକ ନଗରରେ ଏକ ୪ ମହଲା ପୁରୁଣା କୋଠା ଭୁଶୁଡି ପଡିଛି। ଦୁର୍ଘଟଣା ପରେ ଅନେକ ଲୋକ...

‘କୃଷି ଆଇନ ଚାଷୀଙ୍କୁ ବରବାଦ କରିଦେବ’

ଥିରୁଭାନନ୍ତପୁରମ୍‌, ୨୩ା୨: କଂଗ୍ରେସ ନେତା ରାହୁଲ ଗାନ୍ଧୀ ସୋମବାର ତାଙ୍କ ନିର୍ବାଚନମଣ୍ଡଳୀ କେରଳର ଓ୍ବାୟନାଡ୍‌ରେ ଟ୍ରାକ୍ଟର ରାଲି କହିଛନ୍ତି। ଏଥିରେ ଶହେରୁ ଊର୍ଦ୍ଧ୍ୱ ଟ୍ରାକ୍ଟର ସହ...

ରମଣ ସିଂଙ୍କ ପ୍ରଶ୍ନର ଉତ୍ତର ଦେଲେ ବଘେଲ

ରାୟପୁର,୨ ।୧୦: ଛତିଶଗଡ଼ ବିଧାୟକଙ୍କ ଦିଲ୍ଲୀ ଗସ୍ତକୁ ନେଇ ଉଠୁଥିବା ପ୍ରଶ୍ନର ଜବାବ ରଖିଛନ୍ତି ମୁଖ୍ୟମନ୍ତ୍ରୀ ଭୁପେଶ ବଘେଲ । ସେ କହିଛନ୍ତି ଛତିଶଗଡ଼ କେବେ...

ମହାରାଷ୍ଟ୍ରରେ ଏନ୍‌ଡିଏ ବହୁମତ ହାସଲ ଲକ୍ଷ୍ୟରେ: ହରିୟାଣାରେ କଂଗ୍ରେସର କଡ଼ା ମୁକାବିଲା

ଚଣ୍ଡିଗଡ଼/ମୁମ୍ବାଇ,୨୪।୧୦: ମହାରାଷ୍ଟ୍ର ଓ ହରିୟାଣା ବିଧାନସଭା ନିର୍ବାଚନ ଭୋଟ ଗଣତି ଗୁରୁବାର ଆରମ୍ଭ ହୋଇଛି। ପ୍ରାରମ୍ଭିକ ପର୍ଯ୍ୟାୟରେ ମହାରାଷ୍ଟ୍ରରେ ଭାଜପା ନେତୃତ୍ୱାଧୀନ ଏନ୍‌ଡିଏ ବହୁମତ ଲକ୍ଷ୍ୟ...

ରାଜ୍ୟସଭାରେ ବଦଳିଲା ମାର୍ଶଲଙ୍କ ଡ୍ରେସ୍‌

ନୂଆଦିଲ୍ଲୀ,୧୮।୧୧: ସଂସଦର ଶୀତକାଳିନ ଅଧିବେଶନ ସୋମବାରଠାରୁ ଆରମ୍ଭ ହୋଇଛି। ଏହା ରାଜ୍ୟସଭାର ୨୫୦ତମ ଅଧିବେଶନ। ଏହି ଅବସରରେ ରାଜ୍ୟସଭାରେ କିଛି ପରିବର୍ତ୍ତନ କରାଯାଇଛି। ଏଠାରେ ମାର୍ଶଲ...

ଥରିଲା ଦିଲ୍ଲୀ

ନୂଆଦିଲ୍ଲୀ,୨୫।୧୨: ନୂଆଦିଲ୍ଲୀରେ ଶୁକ୍ରବାର ସକାଳୁ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ମାତ୍ର ୨.୩ ଥିବାରୁ ବିଶେଷ କିଛି କ୍ଷୟକ୍ଷତି ହୋଇନାହିଁ।...

ଶାହଙ୍କ ଘରେ କ୍ୟାପଟେନ

ନୂଆଦିଲ୍ଲୀ,୨୯।୯: ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଭେଟେରାନ କଂଗ୍ରେସ ନେତା ଅମରିନ୍ଦର ସିଂ ବୁଧବାର ସନ୍ଧ୍ୟାରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହଙ୍କ ବାସଭବନରେ ପହଞ୍ଚିଛନ୍ତି। ମୁଖ୍ୟମନ୍ତ୍ରୀ...

ଅଯୋଧ୍ୟା ହେବ ବିଶ୍ୱସ୍ତରୀୟ ସହର

ଅଯୋଧ୍ୟା,୧୦।୨: ଉତ୍ତରପ୍ରଦେଶର ରାମନଗରୀ ଅଯୋଧ୍ୟାକୁ ବିଶ୍ୱସ୍ତରୀୟ ସହର କରାଯିବା ଲାଗି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ଯୋଜନା ପ୍ରସ୍ତୁତ ହୋଇଛି। ଏନେଇ କାନାଡ଼ାର...

Advertisement
Archives

Model This Week