ବର୍ଷାରେ ଭାଙ୍ଗିଲା ବିଦ୍ୟୁତ ଖୁଣ୍ଟ : ଅନ୍ଧାରରେ ପୂରା ଗାଁ

ଜୁନାଗଡ,୨୭।୭(ଡି.ଏନ୍‌.ଏ)-କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ଛୋରିଆଗଡ ପଞ୍ଚାୟତ ସାନଫୁର୍ଲା ଗ୍ରାମରେ ସୋମବାର ଅପରାହ୍ନରେ ଜୋରରେ ପବନ ବୋହିବା ସହ ବର୍ଷା ହୋଇଥିଲା। ଏହାର ପ୍ରଭାବରେ ଗଁାରେ ଥିବା ବିଦ୍ୟୁତ୍‌ ଟ୍ରାନ୍ସଫର୍ମରର ସିମେଣ୍ଟ ଖମ୍ବ ଭାଙ୍ଗି ପଡିଥିଲା। ଫଳରେ ଖମ୍ବ ଉପରେ ଲଗାଯାଇଥିବା ୬୩ କେଭି ଟ୍ରାନ୍ସଫର୍ମର ତଳେ ପଡିଯାଇଥିଲା। ଏହା ପରଠାରୁ ଗ୍ରାମରେ ବିଦ୍ୟୁତ୍‌ ସରବରାହ ବନ୍ଦ ରହିଛି। ଏଥିଯୋଗଁୁ ଗ୍ରାମର ପ୍ରାୟ ଶହେ ଉପଭୋକ୍ତା ଏବେ ଅନ୍ଧାକାରରେ ରହିଛନ୍ତି। ଘଟଣା ସମ୍ପର୍କରେ ସ୍ଥାନୀୟ ସମିତି ସଭ୍ୟ ପ୍ରେମଲାଲ ନାଏକ ବିଭାଗୀୟ ଏସ୍‌ଡିଓଙ୍କୁ ଅବଗତ କରାଇଛନ୍ତି। ଅନୁଧ୍ୟାନ କରି ଶୀଘ୍ର ପଦକ୍ଷେପ ନିଆଯିବ ବୋଲି କହିଛନ୍ତି ଏସ୍‌ଡିଓ ପ୍ରଦୀପ୍ତ କୁମାର ଦାଶ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନଶିକ୍ଷକ ମାଗିଲେ ଫେବର, DWOଙ୍କୁ ଗୁହାରି କଲେ ୩ ମହିଳା କର୍ମଚାରୀ

ଭବାନୀପାଟଣା, ୭।୭ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି  ସ୍କୁଲର ପ୍ରଧାନ ଶିକ୍ଷକଙ୍କ ନାମରେ ଏକ ସାଂଘାତିକ ଅଭିଯୋଗ ସାମ୍ନାକୁ ଆସିଛି। ସ୍କୁଲର…

ଉତ୍କଳ ଆଲୁମିନା CSR ପ୍ରତାରଣା ଅଭିଯୋଗ: ଥୁଆମୂଳ ରାମପୁର ବ୍ଲକ କାର୍ଯ୍ୟାଳୟ ଘେରାଉ କଲେ ଶତାଧିକ ଖଣି ପ୍ରଭାବିତ ଅଞ୍ଚଳବାସୀ

ଥୁଆମୂଳ ରାମପୁର, ୭।୭ (ଦୁର୍ଗା କୀର୍ତ୍ତି): ଉତ୍କଳ ଆଲୁମିନା କମ୍ପାନୀର ସାମାଜିକ ଦାୟିତ୍ୱବୋଧ (CSR) କାର୍ଯ୍ୟକ୍ରମରେ ବ୍ୟାପକ ଅନିୟମିତତା ଓ ପ୍ରତିଶ୍ରୁତି ଖିଲାପ ପ୍ରତିବାଦରେ ଆଜି କଳାହାଣ୍ଡି…

ବୋର୍ଡ଼ା ଅଞ୍ଚଳରେ ଚାଞ୍ଚଲ୍ୟ: ଘରେ ଶୋଇଥିବା ବେଳେ କଳାକାନା ବୁଲାଇଲେ ଚୋର, ଲକ୍ଷାଧିକ ଟଙ୍କା ସହ ସୁନା-ରୁପା ଅଳଙ୍କାର ଲୁଟ୍‌

ଭବାନୀପାଟଣା,୭।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ବୋର୍ଡ଼ା ଫାଣ୍ଡି ଅନ୍ତର୍ଗତ କରଲାପିଠା ଗ୍ରାମରେ ଏକ ବଡ଼ଧରଣର ଚୋରି ଘଟଣା ସାମ୍ନାକୁ ଆସିଛି। ସୋମବାର ବିଳମ୍ବିତ ରାତି ପ୍ରାୟ…

ପୁରୀ-କୋରାପୁଟ ସ୍ପେସିଆଲ୍‌ ଟ୍ରେନକୁ କେସିଙ୍ଗାରେ ସ୍ବାଗତ: ରହଣି ସମୟ ପରିବର୍ତ୍ତନ ପାଇଁ ଦାବି

କେସିଙ୍ଗା, ୭।୭( ତୁମେଶ୍ୱର ସାହୁ): ଶ୍ରୀକ୍ଷେତ୍ର ପୁରୀ-ଶାବର କ୍ଷେତ୍ର କୋରାପୁଟ ସ୍ପେସିଆଲ୍‌ ଏକ୍ସପ୍ରେସ ଟ୍ରେନ (ନଂ .୧୮୪୦୮)କୁ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନ ବୈଷ୍ଣବ ଓ ମୁଖ୍ୟମନ୍ତ୍ରୀ ମୋହନ…

୭୭ ବନ ମହୋତ୍ସବ ପାଳିତ:ବିଭିନ୍ନ କିସମର ବୃକ୍ଷରୋପଣ

କର୍ଲାମୁଣ୍ଡା,୭।୭(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ କୁଶୁର୍ଲା ଅମର ଯୁକ୍ତତିନି ମହାବିଦ୍ୟାଳୟ ଓ କେସିଙ୍ଗା ବନ ବିଭଗ ମିଳିତ ଉଦ୍ୟମରେ ମହାବିଦ୍ୟାଳୟ ପରିସରରେ ସୋମବାର ୭୭ତମ…

ଇନ୍ଦ୍ରାବତୀ ଜଳ ଭଣ୍ଡାରରୁ ମିଳିଲା ୨୭ କେଜିର ଭାକୁର

ଭବାନୀପାଟଣା,୬।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଇନ୍ଦ୍ରାବତୀ ବତୀ ଜଳ ଭଣ୍ଡାର କେବଳ ଜଳସେଚନ କି ବିଦ୍ୟୁତ ଉତ୍ପାଦନ ପାଇଁ ନୁହେଁ ବରଂ ମାଛ ଉତ୍ପାଦନ ପାଇଁ…

ଯୁବକଙ୍କୁ ଆକ୍ରମଣ ମାମଲା: ଜେଲ୍‌ ଗଲେ ଅଭିଯୁକ୍ତ

ରିଷିଡା,୬।୭(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ରିଷିଡା ଫାଣ୍ଡି ଅଧୀନ ବଡଡୁଙ୍ଗୁରୀଗୁଡା ଗ୍ରାମରେ ରବିବାର ଅପରାହ୍ନରେ ଘଟିଥିବା ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ଜଣେ ଯୁବକଙ୍କୁ ପୋଲିସ…

ଭାଜପାରେ ମିଶିଲେ କର୍ଲାମୁଣ୍ଡା ବ୍ଲକର ୩ ମହିଳା ସରପଞ୍ଚ

କର୍ଲାମୁଣ୍ଡା,୬ା୭ (ପ୍ରଦୀପ କୁମାର ସାହୁ): ଭବାନୀପାଟଣାଠାରେ ଭାଜପା ପକ୍ଷରୁ ଆୟୋଜିତ ଶ୍ୟାମ ପ୍ରସାଦ ମୁଖାର୍ଜୀଙ୍କ ୧୨୫ ତମ ଜୟନ୍ତୀ ସମାରୋହ ଅବସରରେ ଏକ ମିଶ୍ରଣ ପର୍ବ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri