Odisha Elections 2024
Posted inଜାତୀୟ

‘ସମଗ୍ର ବିଶ୍ୱ ଭାରତକୁ ଆତ୍ମବିଶ୍ୱାସର ସହ ଦେଖୁଛି’

ନୂଆଦିଲ୍ଲୀ,୩୧ା୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର କହିଛନ୍ତି, ୨୦୨୪ ନିର୍ବାଚନ କେବଳ ସରକାର ଗଠନ ନୁହେଁ ବରଂ ଏହା ଏକ ବିକଶିତ ଭାରତ ଗଠନ କରିବାର ସମୟ। ସେ କହିଛନ୍ତି, ୨୦୨୪ର ଆଦେଶ ଭାରତକୁ ବିଶ୍ୱର ତୃତୀୟ ବୃହତ୍ତମ ଅର୍ଥନୈତିକ ଶକ୍ତି ଯୋଗାଇବ। ମିରୁଟରେ ଏକ ରାଲିକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଛନ୍ତି, ଏଠାକାର ମାଟି ଚୌଧୁରୀ ଚରଣ ସିଂ ଜୀ ଭଳି ମହାନ ପୁତ୍ରମାନଙ୍କୁ ଦେଇଛି। ଆମ ସରକାର ତାଙ୍କୁ ‘ଭାରତରତ୍ନ’ ପୁରସ୍କାର ପ୍ରଦାନ କରିବାର ସୌଭାଗ୍ୟ ପାଇଛନ୍ତି। ମୁଁ ଚୌଧୁରୀ ଚରଣ ସିଂ ଜୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି।

ଏହି ରାଲିରୁ ପ୍ରଧାନମନ୍ତ୍ରୀ ଉତ୍ତରପ୍ରଦେଶରେ ନିର୍ବାଚନ ପ୍ରଚାର ଆରମ୍ଭ କରିଛନ୍ତି। ମିରୁଟ୍‌ ବ୍ୟତୀତ ବାଘ୍‌ପାଟ୍‌, ବିଜନୋର, ମୁଜାଫରନଗର ଏବଂ କୈରାନା ଲୋକ ସଭା ନିର୍ବାଚନ ମଣ୍ଡଳୀରୁ ମଧ୍ୟ ପ୍ରଧାନମନ୍ତ୍ରୀ ଏହି ସମାବେଶରେ ଭାଗ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ରାଷ୍ଟ୍ରପତିଙ୍କ ବିୟୋଗରେ ମଙ୍ଗଳବାର ଦିନିକିଆ ରାଷ୍ଟ୍ରୀୟ ଶୋକ ପାଳିବ ଭାରତ

ନୂଆଦିଲ୍ଲୀ,୨୦।୫: ହେଲିକପ୍ଟର ଦୁର୍ଘଟଣାରେ ଇରାନର ରାଷ୍ଟ୍ରପତି ଇବ୍ରାହିମ ରାଇସି ଏବଂ ବୈଦେଶିକ ମନ୍ତ୍ରୀଙ୍କ ମୃତ୍ୟୁ ପରେ ଇରାନରେ ୫ ଦିନିଆ ରାଷ୍ଟ୍ରୀୟ ଶୋକ ପାଳନ କରାଯିବାକୁ...

ପତ୍ନୀ ସୁନୀତାଙ୍କ ସହ କେଜ୍‌ରିଓ୍ବାଲଙ୍କ ପ୍ରଥମ ରୋଡ ଶୋ’, କହିଲେ ମୋଦି ଜୀ…

ନୂଆଦିଲ୍ଲୀ,୨୦।୫: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ସୋମବାର ପତ୍ନୀ ସୁନୀତା କେଜ୍‌ରିଓ୍ବାଲଙ୍କ ସହ ଏକ ରୋଡ ଶୋ’ କରିଛନ୍ତି। ଏହି ସମୟରେ ସେ କହିଛନ୍ତି, ଭଲ...

ଭୋଟ୍‌ ବର୍ଜନ କରିଥିବା ଭୋଟରଙ୍କୁ ବୁଝାଇବାକୁ ରାଏବରେଲି ଯାଇଥିଲେ ରାହୁଲ, ଶୁଭିଲା ଜୟ ଶ୍ରୀ ରାମ ନାରା, ଆଉ ତା’ପରେ…

ନୂଆଦିଲ୍ଲୀ,୨୦।୫: ସୋମବାର ଲୋକ ସଭା ନିର୍ବାଚନ ୨୦୨୪ର ପଞ୍ଚମ ପର୍ଯ୍ୟାୟ ପାଇଁ ମତଦାନ ହୋଇଛି। ଏହି ସମୟରେ ଉତ୍ତରପ୍ରଦେଶର ହଟ ସିଟ ରାଏବରେଲିରେ ଏକ ଗାଁର...

ଯେଉଁ ମନ୍ଦିରକୁ ଯାଉଛନ୍ତି କଙ୍ଗନା, ସେହି ମନ୍ଦିରକୁ ସଫା କରିବା ଜରୁରୀ, ବିକ୍ରମାଦିତ୍ୟ ସିଂଙ୍କ ବିବାଦୀୟ ବୟାନ

ମଣ୍ଡି,୨୦।୫: ହିମାଚଳ ପ୍ରଦେଶର ମଣ୍ଡି ସଂସଦୀୟ ଆସନରୁ କଂଗ୍ରେସ ପ୍ରାର୍ଥୀ ବିକ୍ରମାଦିତ୍ୟ ସିଂ ଭାଜପା ପ୍ରାର୍ଥୀ କଙ୍ଗନା ରାଣାଓ୍ବତଙ୍କୁ ଟାର୍ଗେଟ କରିଛନ୍ତି। ଦେବ ସମାଜ ବିଷୟରେ...

୨୦ ଫୁଟ୍‌ ଖାଲକୁ ଖସିଲା ପିକ୍‌ଅପ୍‌:୧୭ ମୃତ

ରାୟପୁର,୨୦।୫: ଛତିଶଗଡର କାୱାର୍ଡା ଜିଲାର କୁକଦୁରରେ ସୋମବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏଠାରେ ଏକ ପିକଅପ ଗାଡି ୨୦ ଫୁଟ୍‌ ଖାଇକୁ ଓଲଟି ପଡ଼ିବାରୁ...

ଅହମଦାବାଦ ବିମାନ ବନ୍ଦରରେ ବଡ ଆକ୍ସନ, ଧରାହେଲେ ଇସଲାମିକ ଷ୍ଟେଟର ୪ ଆତଙ୍କବାଦୀ

ଅହମଦାବାଦ,୨୦।୫: ଗୁଜୁରାଟର ଅହମଦାବାଦରେ ଇସଲାମିକ ଷ୍ଟେଟର ୪ ଆତଙ୍କବାଦୀ ଧରାପଡିଛନ୍ତି। ଗୁଜୁରାଟ ଏଟିଏସ ଅହମଦାବାଦ ବିମାନବନ୍ଦରରୁ ସମସ୍ତ ୪ ଆତଙ୍କବାଦୀଙ୍କୁ ଗିରଫ କରିଛି। ଏହି ଆତଙ୍କବାଦୀଙ୍କ...

ଯଦି ଆପଣ କୋଭାକ୍ସିନ ନେଇଛନ୍ତି, ତେବେ ଭୟ କରିବାର ଆବଶ୍ୟକତା ନାହିଁ

ନୂଆଦିଲ୍ଲୀ,୨୦।୫: ନିକଟରେ କରୋନା ଟିକା ସମ୍ବନ୍ଧରେ ଅନେକ ଭୟାନକ ଦାବି ସାମ୍ନାକୁ ଆସିଛି। ବର୍ତ୍ତମାନ ଆଇସିଏମଆର ଏହି ଦାବିକୁ ଭୁଲ ବୋଲି କହିଛି। କୋଭାକ୍ସିନର ପାର୍ଶ୍ୱ...

ଏଥର ଭବିଷ୍ୟବାଣୀ ପୂରଣ ନ ହେଲେ ମୁହଁରେ ଗୋବର ବୋଳିବାକୁ ପ୍ରସ୍ତୁତ ପ୍ରଶାନ୍ତ କିଶୋର

ନୂଆଦିଲ୍ଲୀ,୨୦।୫: ଲୋକ ସଭା ନିର୍ବାଚନ ୨୦୨୪ ଏବଂ ଆନ୍ଧ୍ରପ୍ରଦେଶ ବିଧାନସଭା ନିର୍ବାଚନର ଫଳାଫଳକୁ ନେଇ ରାଜନୈତିକ ରଣନୀତିଜ୍ଞ ବା ରାଜନୀତିର ଚାଣକ୍ୟ କୁହାଯାଉଥିବା ପ୍ରଶାନ୍ତ କିଶୋର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri