ସ୍ବାମୀଙ୍କୁ କାଠଫାଳିଆରେ ପିଟିପିଟି ମାରିଦେଲେ ସ୍ତ୍ରୀ

କପ୍ତିପଦା,୧୯ା୫(ଡି.ଏନ୍‌.ଏ.): ପାରିବାରିକ କଳହରୁ ସ୍ବାମୀଙ୍କୁ କାଠଫାଳିଆରେ ପିଟିପିଟି ମାରି ଦେଇଛନ୍ତି ସ୍ତ୍ରୀ। ଏପରି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା ଶରତ ଥାନା ଅନ୍ତର୍ଗତ ସିରିଆପାଳ ଗାଁରେ। ମୃତକ ଜଣକ ହେଲେ ଲାଦୁରା ସିଂ। ତେବେ ଘଟଣା ପରେ ସ୍ତ୍ରୀ ଗୁରୁବାରୀ ସିଂ ୩ଟି ଛୁଆଙ୍କୁ ଧରି କେଉଁଆଡ଼େ ଫେରାର ହୋଇଯାଇଛନ୍ତି।

ବୁଧବାର ରାତିରେ ଲାଦୁରା ଓ ଗୁରୁବାରୀ ବଜାରକୁ ଯାଇଥିଲେ। ହାଣ୍ଡିଆ ପିଇ ବଜାରରୁ ଫେରିବା ପରେ କୌଣସି କଥାକୁ ନେଇ ଉଭୟଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା। ପରେ ନିଶାସକ୍ତ ସ୍ତ୍ରୀ ଗୁରୁବାରୀ ଉତ୍‌କ୍ଷିପ୍ତ ହୋଇ ସ୍ବାମୀଙ୍କ ମୁଣ୍ଡକୁ କାଠ ଫାଳିଆରେ ପିଟି ଦେଇଥିଲେ। ଘଟଣାସ୍ଥଳରେ ଲାଦୁରାଙ୍କ ମୃତ୍ୟୁ ଘଟିଥିଲା। ଗୁରୁବାର ପରିବାର ଲୋକେ ଜାଣିବା ପରେ ଲାଦୁରାଙ୍କ ସାନ ଭାଇ ସାଧବ ଶରତ ଥାନାରେ ଲିଖିତ ଅଭିଯେଗ କରିଛନ୍ତି। ପୋଲିସ ଆଜି ସକାଳୁ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଘଟଣାର ତଦନ୍ତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

୫ଭାଷାରେ ଅଭିଭାଷଣ ଦେଲେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ

ଭୁବନେଶ୍ୱର: ୨୪।୬(ବ୍ୟୁରୋ): ପ୍ରଥମ ଥର କେନ୍ଦ୍ରମନ୍ତ୍ରୀ ହୋଇଥିବା ପ୍ରତାପ ଷଡ଼ଙ୍ଗୀ ସୋମବାର ଲୋକ ସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ରଖିଛନ୍ତି। ସେ ହିନ୍ଦୀ,...

ତହସିଲର ୨ କିରାଣି ନିଲମ୍ବିତ

ତିହିଡ଼ି,୧୨।୨(ଡି.ଏନ.ଏ.): ଭଦ୍ରକ ଜିଲା ତିହିଡ଼ି ତହସିଲ କାର୍ଯ୍ୟାଳୟର କିରାଣି କମଳାକାନ୍ତ ଗିରି ଓ ଗଣେଶ୍ୱର ସିଂଙ୍କୁ ନିଲମ୍ବନ କରାଯାଇଛି। ଜିଲା ପ୍ରଶାସନ ଚିଠି ନଂ ୨୩୯୧...

ଯାଜପୁର-କେନ୍ଦୁଝରରୋଡ ଷ୍ଟେଶନ: ପ୍ରସ୍ତାବରେ ସୀମିତ ରେଲୱେ ଡିିଭିଜନ

ଯାଜପୁର ଅଫିସ,୭ା୮: ଯାଜପୁର ଜିଲାର ଅନ୍ୟତମ ପୌର ପରିଷଦ ବ୍ୟାସନଗର ଓ ଏହାର ପାରିପାର୍ଶ୍ୱିକ ବିକାଶ କେବଳ ପ୍ରତିଶ୍ରୁତିରେ ସୀମିତ ରହିଛି। ଏକାଧିକ ପ୍ରକଳ୍ପ ଅଧାରେ...

ଏମ୍‌ପି ଜୁଏଲ ଓରାମଙ୍କ ଝିଅ ବାହାଘରରେ ଯୋଗଦେଲେ ଦୁଇ ରାଜ୍ୟପାଳ

ଲହୁଣୀପଡ଼ା,୪।୨(ଡି.ଏନ.ଏ.): ସୁନ୍ଦରଗଡ଼ ଏମ୍‌ପି ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମଙ୍କ ଜ୍ୟେଷ୍ଠା କନ୍ୟା ଇନ୍ଦୁମତୀଙ୍କ ସହ ବନ୍ଧମୁଣ୍ଡା ନିବାସୀ ସନ୍ତୋଷ ବାରୁୱାଙ୍କ ସୋମବାର ପାରମ୍ପାରିକ ରୀତିନୀତିରେ...

ଝାରସୁଗୁଡ଼ାରୁ ମୁମ୍ବାଇ, ବେଙ୍ଗାଲୁରୁକୁ ଉଡ଼ିବ ବିମାନ

ଝାରସୁଗୁଡ଼ା ଅଫିସ,୨୧ା୮: ପଶ୍ଚିମ ଓଡ଼ିଶା ପାଇଁ ଖୁସି ଖବର। ଝାରସୁଗୁଡ଼ାରୁ ମୁମ୍ବାଇ ଓ ବେଙ୍ଗାଲୁରୁକୁ ଆସନ୍ତା ଅକ୍ଟୋବର ୨୫ ପରେ ସିଧାସଳଖ ବିମାନ ସେବା ଉପଲବ୍ଧ...

ଜନ୍ମଦିନରେ ଜେଲ୍‌ ଗଲେ ଯୁବକ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନାଗପୁର,୨୩ା୧୦: ମନ ଆନନ୍ଦରେ ଜନ୍ମଦିନ ପାଳନ କରୁଥିବା ଜଣେ ୧୯ ବର୍ଷୀୟ ଯୁବକଙ୍କୁ ପୋଲିସ ଗିରଫ କରିଛି। କାରଣ ଯୁବକ ଜଣଙ୍କ ତାଙ୍କ ଜନ୍ମଦିନରେ ଖଣ୍ଡାରେ...

ନିଆରା ଢଙ୍ଗରେ ପାଳିତ ହେଲା ସ୍ବାଧୀନତା ଦିବସ

ଚିତ୍ରଡ଼ା,୧୫ା୮(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା ପଞ୍ଚାୟତରେ ଯାଇଥିବା ରାଜ୍ୟ ରାଜପଥ ପାଶର୍‌ବରେ ମୋରଡ଼ା ନିର୍ବାଚନ ମଣ୍ଡଳୀର ପୂର୍ବତନ କଂଗ୍ରେସ ବିଧାୟକ ପ୍ରାର୍ଥୀ...

ଅନିନ୍ଦିତାଙ୍କୁ କବିତା ଦେଇଛି ସଫଳତା

ଜୟପୁର,୧୫ା୩ (ନି.ପ୍ର.):ଅନ୍ତର୍ଜାତୀୟ ସାହିତ୍ୟ ଦୁନିଆରେ ନିଜ ପାଇଁ ସ୍ଥାନ ତିଆରି କରୁଛନ୍ତି କୋରାପୁଟ ଜିଲା ଜୟପୁର ସହରର ଯୁବ ଲେଖିକା ଅନିନ୍ଦିତା ଜାହ୍ନବୀ ସୁଆର। ପାଠପଢା...

Advertisement
Archives

Model This Week