କୋଠରିରେ ତାଲା ପକାଇ ସ୍ବାମୀଙ୍କୁ ରଖିଥିଲେ ସ୍ତ୍ରୀ: ଆଠ ଦିନପରେ ହେଲେ ଉଦ୍ଧାର

ମୋହନା,୨୩ା୧୧(ମନ୍ନମଥ ମିଶ୍ର): ସ୍ବାମୀଙ୍କୁ ୮ ଦିନ ଏକ କୋଠରିରେ ତାଲା ପକାଇ ରଖିଥିଲେ ସ୍ତ୍ରୀ। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ଅଡ଼ବା ଥାନା ବିରିକୋଟସ୍ଥିତ ବିଜେପୁର ସାହିରେ। କୌଣସି କାରଣବଶତଃ ସ୍ବାମୀଙ୍କୁ ଘରେ ବନ୍ଦୀ କରି ରଖିଥିଲେ ସ୍ତ୍ରୀ । ଶନିବାର ତାଙ୍କ ବଡ଼ ଭାଇ ସାନ ଭାଇଙ୍କୁ ଦେଖିବା ପାଇଁ ଆସିଥିବା ବେଳେ ଘରେ ବନ୍ଦୀ କରି ତାଲା ପକାଇ ରଖିଥିବା ସନ୍ଦେହ କରି ଅଡ଼ବା ଥାନାରେ ଏକ ଲିଖିତ ଅଭିଯୋଗ କରିଥିଲେ।

ପରେ ସ୍ଥାନୀୟ ସରପଞ୍ଚ, ସମିତି ସଭ୍ୟ ଓ ଅଡ଼ବା ପୋଲିସ ଉପସ୍ଥିତିରେ ବନ୍ଦ ଘରୁ ତାଲା ଭାଙ୍ଗି ତାଙ୍କୁ ଉଦ୍ଧାର କରାଯାଇଥିଲା। ସ୍ବାସ୍ଥ୍ୟାବସ୍ଥା ଗୁରୁତର ଥିବାରୁ ତାଙ୍କୁ ପ୍ରଥମେ ବିରିକୋଟ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ଚିକିତ୍ସା ସମୟରେ ସ୍ବାମୀଙ୍କ ଦେହରେ ମାଡ ଚିହ୍ନ ଦେଖିବାକୁ ମିଳିଥିଲା। ସେ ଦୁର୍ବଳ ଥିବାରୁ ଅଧିକ ଚିକିତ୍ସା ପାଇଁ ମୋହନା ମେଡିକାଲରେ ଭର୍ତ୍ତି କରାଯାଇଥିଲା। ଡାକ୍ତର ଚିକିତ୍ସା ପରେ ମାନସିକ ସ୍ଥିତି ଠିକ ନ ଥିବାରୁ ତାଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତର କରିଥିଲେ। ଘଟଣାସ୍ଥଳରେ ଅଡବା ଥାନା ଅଧିକାରୀ ଶୁଭ୍ରାନ୍ତ କୁମାର ପଣ୍ଡା ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍‌ଗାର୍ଡ

ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ...

ବାରବାଟୀ ମ୍ୟାଚ୍‌ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍‌, ଭଡ଼ା ରହିଛି…

କଟକ,୬ା୧୨: ଆସନ୍ତା ୯ ତାରିଖରେ ବାରବାଟୀରେ ହେବ ଦମ୍‌ଦାର ଲଢ଼େଇ। ଭାରତ ସହ ଦକ୍ଷିଣ ଆଫ୍ରିକା ମଇଦାନକୁ ଓହ୍ଲାଇବ। ତେବେ ଏହି ମ୍ୟାଚ୍‌ ଦେଖିବା ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri