Posted inଖେଳ

ଏକ୍ସବୟଫ୍ରେଣ୍ଡଙ୍କୁ ଏବେ ବି ଭୁଲିନାହାନ୍ତି ଏହି ପ୍ରସିଦ୍ଧ କ୍ରିକେଟର୍‌ଙ୍କ ସ୍ତ୍ରୀ

ଭାରତୀୟ କ୍ରିକେଟ ଦଳର ତାରକା ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଗତ ବର୍ଷ ସର୍ବିଆ ମଡେଲ ତଥା ବଲିଉଡ ଅଭିନେତ୍ରୀ ନତାଶା ଷ୍ଟାନକୋଭିକଙ୍କୁ ବିବାହ କରିଥିଲେ। ଯଦିଓ ବହୁତ କମ ଲୋକ ଜାଣନ୍ତି ଯେ ହାର୍ଦ୍ଦିକଙ୍କ ପୂର୍ବରୁ ନତାଶା ଜଣେ ଟିଭି ଅଭିନେତାଙ୍କ ସହ ସମ୍ପର୍କ ରଖିଥିଲେ। ସୋସିଆଲ ମିଡିଆରେ ଉଭୟଙ୍କ ଫଟୋ ଭାଇରାଲ ହେଉଛି।
ନତାଶା ଜଣେ ସର୍ବିଆ ମଡେଲ। ନତାଶା ତାଙ୍କ କ୍ୟାରିୟର ୨୦୧୨ରେ ମୁମ୍ବାଇରେ ଆରମ୍ଭ କରିଥିଲେ। ସେ ବାଦଶାହଙ୍କ ଗୀତ ‘ଡିଜେ ୱାଲେ ବାବୁ’ ସମେତ ଅନେକ ବିଜ୍ଞାପନରେ କାମ କରିଛନ୍ତି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପୂର୍ବରୁ ନତାଶା ଟିଭି ଅଭିନେତା ଅଲି ଗୋନିଙ୍କ ସହ ସମ୍ପର୍କ ରଖିଥିଲେ। ନତାଶା ଏବଂ ଅଲି ପ୍ରାୟ ଏକ ବର୍ଷ ପର୍ଯ୍ୟନ୍ତ ସମ୍ପର୍କ ରଖିଥିଲେ। ଅଲିଙ୍କ ଭଉଣୀ ଦୁହିଁଙ୍କୁ ଭେଟ କରାଇଥିଲେ। ଉଭୟ ନଚ ବଲିୟେ ୯ରେ ଅଂଶଗ୍ରହଣ କରିଥିଲେ। ପରେ ଦୁହିଁଙ୍କର ବ୍ରେକଅପ ହୋଇଥିଲା।
ଅଲି ତାଙ୍କ ସହ ବ୍ରେକଅପ ଖବରକୁ ଗ୍ରହଣ କରି କହିଥିଲେ ଯେ, ଆମେ ଦୁହେଁ ଅଲଗା ହୋଇଯାଇଛୁ। ଉଭୟର ଭିନ୍ନ ସାଂସ୍କୃତିକ ପୃଷ୍ଠଭୂମି ହେତୁ ଆମ ମଧ୍ୟରେ କିଛି ବିଚ୍ଛେଦ ରହିଲା। ମୁଁ ସବୁବେଳେ ନତାଶାଙ୍କ ପାଇଁ ପ୍ରାର୍ଥନା କରେ। ନତାଶା ଷ୍ଟାନକୋଭିକ ଜଣେ ମା’ ହେଲେ, ଅଲି ଗୋନି ମଧ୍ୟ ଏକ ସୁନ୍ଦର ବାର୍ତ୍ତା ଲେଖିଥିଲେ। ତାଙ୍କ ସହ ଏକ ପୁରୁଣା ଫଟୋ ବାଣ୍ଟି ନତାଶାଙ୍କ ସେ ଲେଖିଥିଲେ, ଆରେ ମା’ ହୋଇଗଲେ, ନତାଶା ଏବଂ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଅଭିନନ୍ଦନ। ନତାଶା ତାଙ୍କ ଇନଷ୍ଟାଗ୍ରାମ ଷ୍ଟାଟସରେ ଅଲିଙ୍କ ଏହି ପୋଷ୍ଟକୁ ମଧ୍ୟ ଶେୟାର କରଥିଲେ। ଏବେ ମଧ୍ୟ ଉଭୟ ଭଲ ବନ୍ଧୁ ହୋଇ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଝାରସୁଗୁଡ଼ାରେ ଭାଜପାର ତୀବ୍ର ଗୋଷ୍ଠୀ କନ୍ଦଳ : ମନ୍ତ୍ରୀ ସୁରେଶ ପୂଜାରୀଙ୍କୁ ଅଟକାଇଲେ କର୍ମୀ ମା’ ସମଲେଇ ଦର୍ଶନ ନକରି ଫେରିଲେ…

ଝାରସୁଗୁଡ଼ା, ୧୧।୭ (ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲାରେ ଭାଜପାର ଗୋଷ୍ଠୀ କନ୍ଦଳ ଏବେ ଚରମ ସୀମାରେ ପହଞ୍ଚିଛି। ବିଶେଷକରି ଜିଲାର ଦୁଇ ପ୍ରମୁଖ ନେତା—ରାଜସ୍ୱ ଓ…

ଇରାନ ଯୁଦ୍ଧ ସମୟରେ ଭାରତୀୟ ନୌସେନା କରିଥିଲା ଶକ୍ତି ପ୍ରଦର୍ଶନ; ୧୮ଟି ଜାହାଜକୁ ସୁରକ୍ଷିତ ଭାରତକୁ ନେଇଆସିଥିଲା

ନୂଆଦିଲ୍ଲୀ,୧୧।୭: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ରବିବାର (୧୧ ଜୁଲାଇ) କହିଛନ୍ତି ଯେ ମଧ୍ୟପ୍ରାଚ୍ୟରେ ସଂଘର୍ଷ ସମୟରେ, ଭାରତୀୟ ନୌସେନା ପ୍ରାୟ ୯,୦୦୦ କୋଟି ଟଙ୍କାର ମାଲ…

ଗୁଡାରିରେ କଡ଼ାକଡ଼ି ଗାଡ଼ି ଯାଞ୍ଚ: ୭ ହଜାର ଟଙ୍କାର ଚାଲାଣ କାଟିଲା…

ଗୁଡାରି, ୧୧।୭ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ପୋଲିସ ସୁପରିଣ୍ଟେଣ୍ଡେଣ୍ଟ (ଏସ୍‌ପି) ରାଜ ପ୍ରସାଦଙ୍କ ନିର୍ଦ୍ଦେଶକ୍ରମେ ଗୁଡାରି ଥାନା ଅଧିକାରିଣୀ ବିଶ୍ୱବନ୍ଦିନୀ ବାଗଙ୍କ ନେତୃତ୍ୱରେ ଶନିବାର…

ରାଜନୈତିକ ରାଲିରେ ସ୍କୁଲ ଛାତ୍ରୀଛାତ୍ରଙ୍କ ସାମିଲ: ୭ ଦିନ ମଧ୍ୟରେ ଜବାବ ତଲବ

ଝାରସୁଗୁଡ଼ା, ୧୧।୭ (ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲାରେ ଆୟୋଜିତ ଏକ ରାଜନୈତିକ ପ୍ରତିବାଦ ସଭାରେ ସ୍କୁଲ ସମୟରେ ନାବାଳକ ଓ ନାବାଳିକା ଛାତ୍ରୀଛାତ୍ରଙ୍କୁ ସାମିଲ କରାଯାଇଥିବା…

ରାତିରେ ମହିଳାଙ୍କ ଘରେ ପ୍ରବେଶ କରୁଥିଲେଏଏସଆଇ: ଧରିପକାଇ ପିଟିଦେଇଗଲେ ଲୋକେ, ଭିଡିଓ ଭାଇରାଲ୍

ନୟାଗଡ, ୧୧।୭(ଲୋକନାଥ ମିଶ୍ର): ନୟାଗଡ଼ ଜିଲାର ରଣପୁର ଥାନା ଅଞ୍ଚଳରେ ଜଣେ ଏଏସଆଇଙ୍କୁ ଅଟକ ରଖି ମାଡ଼ ମରାଯିବାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ୍ ହେବା ପରେ…

ସାପକାମୁଡ଼ାରେ ଛାତ୍ରଙ୍କ ମୃତ୍ୟୁ: ବିଦ୍ୟାଳୟରେ ପଶି ଶିକ୍ଷୟିତ୍ରୀ-ଶିକ୍ଷକଙ୍କୁ ଘେରିଲେ ଗ୍ରାମବାସୀ, ପ୍ରଧାନଶିକ୍ଷୟିତ୍ରୀଙ୍କ ନିଲମ୍ବନ ପରେ…

ବୈଶିଙ୍ଗା,୧୧ା୭(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡ଼ଦେଉଳିଆ ପ୍ରାଥମିକ ବିଦ୍ୟାଳୟର ଜନୈକ ୫ମ ଶ୍ରେଣୀ ଛାତ୍ର ସାପକାମୁଡ଼ାରେ ଗୁରୁତର ହୋଇ କଟକ ବଡ଼ ଡାକ୍ତରଖାନାରେ…

ଭାରତୀୟ ନୌସେନାରେ ସାମିଲ ହେଲା INS ମହେନ୍ଦ୍ରଗିରି, ଓଡ଼ିଶାକୁ ପ୍ରଶଂସା କଲେ ରାଜନାଥ

ବିଶାଖାପାଟଣା,୧୧।୭: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଶନିବାର ବିଶାଖାପାଟଣା ଡକୟାର୍ଡରେ ପ୍ରାୟ ୭୫ ପ୍ରତିଶତ ସ୍ବଦେଶୀ ଜ୍ଞାନ କୌଶଳରେ ନିର୍ମିତ ଯୁଦ୍ଧଜାହାଜ INS ମହେନ୍ଦ୍ରଗିରିକୁ ଲୋକାର୍ପିତ କରିଛନ୍ତି।…

କୋରାପୁଟର ଜ୍ୟୋତିରେଖାଙ୍କୁ ଉପମୁଖ୍ୟମନ୍ତ୍ରୀଙ୍କ ଉଚ୍ଚ ପ୍ରଶଂସା, କହିଲେ ଆର୍ଥିକ ବିକାଶରେ…

ଜୟପୁର,୧୧ା୭(ଅମିତାଭ ବେହେରା): ସୁଭଦ୍ରା ଶକ୍ତି ଭିଜନ ସମ୍ମିଳନୀରେ ସକ୍ରିୟ ଅଂଶଗ୍ରହଣ ଓ ଗଠନମୂଳକ ପରାମର୍ଶ ପାଇଁ ଜିଲାସ୍ତରୀୟ ମହାସଂଘର ସଭାପତି ଜ୍ୟୋତିରେଖା ଚେଟ୍ଟୀଙ୍କୁ ଉପମୁଖ୍ୟମନ୍ତ୍ରୀ ତଥା ମହିଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri