୧୨ ବର୍ଷ ଧରି ବଳାତ୍କାର କରି ଆସୁଥିବା ସ୍ବାମୀଙ୍କୁ ଗୁଳି ମାରିଲେ ସ୍ତ୍ରୀ

ଆଙ୍କରା,୪।୨: ତୁର୍କୀର ଜଣେ ମହିଳା ତାଙ୍କ ସ୍ବାମୀଙ୍କୁ ଗୁଳି କରି ହତ୍ୟା କରିଛନ୍ତି। କାରଣ ଗତ ୧୦ ବର୍ଷରୁ ଅଧିକ ହେବ ସେ ମାନସିକ,ଶାରୀରିକ ଏବଂ ବଳାତ୍କାର ପରି ନିର୍ଯାତନାର ଶିକାର ହୋଇଆସୁଛନ୍ତି। ଏପରିକି ସ୍ବାମୀ ତାଙ୍କୁ ଜୀବନରୁ ମାରି ଦେବା ପାଇଁ ବାରମ୍ବାର ଧମକାଉଥିଲେ। ତାଙ୍କ ଜୀବନ ପ୍ରତି ବିପଦ ଥିବାରୁ ସେ ସ୍ବାମୀଙ୍କୁ ଗୁଳି କରିଥିବା ପୋଲିସ ନିକଟରେ ସ୍ବୀକାର କରିଛନ୍ତି।
ତୁର୍କୀର ଆଣ୍ଟାଲ୍ୟା ସହରରେ ରହୁଥିବା ୩୧ ବର୍ଷୀୟା ମେଲେକ ଇପେକଙ୍କ ରମଜାନ ଅବସରରେ ବିବାହ ହୋଇଥିଲା। ରିପୋର୍ଟ ଅନୁଯାୟୀ ମେଲେକ ୧୨ ବର୍ଷ ତଳେ ବିବାହ କରିଥିଲେ। ସ୍ବାମୀ ତାଙ୍କୁ ମାରପିଟ୍‌ କରିବା ସହ ନିର୍ଯାତନା ଦେଇ ଆସୁଥିଲେ। ଏପରିକି ତାଙ୍କୁ ଘରେ ବାନ୍ଧି ବଳାତ୍କାର କରୁଥିଲେ। ଏ ବିଷୟରେ କାହାକୁ ଜଣାଇଲେ ଜୀବନରେ ମାରି ଦେବାକୁ ଧମକାଉଥିଲେ। ତେଣୁ ପୋଲିସ ନିକଟକୁ ଯିବା ପାଇଁ ସେ ଭୟ କରୁଥିଲେ।
ମେଲକ ଅଭିଯୋଗ କରିଛନ୍ତି, ତାଙ୍କ ସ୍ବାମୀ କହୁଥିଲେ ତୁମକୁ କେହି ରକ୍ଷା କରିପାରିବେ ନାହିଁ। ଯଦି ମୋତେ ପୋଲିସରେ ଦିଅ ତେବେ ଜେଲ୍‌ରୁ ଫେରିବା ପରେ ତୁମକୁ ଏବଂ ପିଲାଙ୍କୁ ମାରିଦେବି।
ମେଲକ ପୋଲିସ ନିକଟରେ କହିଛନ୍ତି, ମୋ ସ୍ବାମୀଙ୍କୁ ମାରିବାକୁ ମୁଁ ଚାହୁଁ ନ ଥିଲି। ମାତ୍ର ମୋ ନିକଟରେ କୌଣସି ଉପାୟ ନ ଥିଲା। ଯଦି ମୁଁ ତାଙ୍କୁ ମାରି ନ ଥାନ୍ତି ସେ ମୋତେ ଏବଂ ଦୁଇ ପିଲାଙ୍କୁ ଜୀବନରେ ମାରି ଦେଇଥାନ୍ତେ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧବିରତି ଭିତରେ ବଦଳିଲା ଗ୍ୟାସ ସିଲିଣ୍ଡର ଦର, ଜାଣନ୍ତୁ ବଢିଲା ନା କମିଲା…

ନୂଆଦିଲ୍ଲୀ,୮।୪: ବିଶ୍ୱ ଉତ୍ତେଜନା ମଧ୍ୟରେ, ସାଧାରଣ ଲୋକଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର ଆସିଛି। ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ପରେ, ଅନ୍ତର୍ଜାତୀୟ ବଜାରରେ…

ହଜାର ହଜାର ଆଖୁଚାଷୀ, ଶ୍ରମିକଙ୍କ ଜୀବନଜୀବିକା ପ୍ରଭାବିତ, ପୁନଃ ଚିନିକଳ କାର୍ଯ୍ୟକ୍ଷମ ଦାବି କରି…

ବଲାଙ୍ଗୀର,୮ା୪(ସୁନିଲ କୁମାର ମହାନ୍ତି): ଦେଓଗାଁ ଚିନିକଳ ସମିତି ପକ୍ଷରୁ ବୁଧବାର ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜୟାନନ୍ଦ ସମବାୟ ଚିନିକଳ ପୁନଃ କାର୍ଯ୍ୟକ୍ଷମ କରିବା ଦାବି ନେଇ…

ବିବାଦୀୟ ମନ୍ତବ୍ୟ ଦେବା ପରେ କ୍ଷମା ମାଗିଲେ ଖାର୍ଗେ, ଭାବନାକୁ ଆଘାତ ଦେବା…

ନୂଆଦିଲ୍ଲୀ,୮।୪: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଗୁଜରାଟର ଲୋକଙ୍କ ସମ୍ପର୍କରେ ଦେଇଥିବା ବୟାନ ପାଇଁ କ୍ଷମା ପ୍ରାର୍ଥନା କରିଛନ୍ତି । ସେ କହିଛନ୍ତି ଯେ ସେ ସବୁବେଳେ ଗୁଜରାଟର…

ଫିଲ୍ମ ‘ମେହରମୁଣ୍ଡା’ର ରିଲିଜ ପାଇଁ ମା’ ତାରାତାରିଣୀଙ୍କ ଆଶୀର୍ବାଦ ନେଲେ ସିନେ କଳାକାର

ପୁରୁଷୋତ୍ତମପୁର,୮ା୪(ସବିତା ମିଶ୍ର): ନିଚ୍ଛକ ଓଡ଼ିଆ କାହାଣୀକୁ ନେଇ ରିଲିଜ ହେବାକୁ ଯାଉଛି ଫିଲ୍ମ ‘ମେହେରମୁଣ୍ଡା’। ମେହେରମୁଣ୍ଡା ରିଲିଜ ପୂର୍ବରୁ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ…

କାରରେ ଗଞ୍ଜେଇ ନେଇ ଜାଉଥିଲେ: ମାଡ଼ି ବସିଲା ପୋଲିସ

ନନ୍ଦପୁର,୮।୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ପୋଲିସ ଏକ ଓଆର୦୨ ବିଜେଡ ୬୧୭୦ ନମ୍ବ ବିଶିଷ୍ଟ କାର ସମେତ ୨୧ କିଲୋ ଗଞ୍ଜେଇ ଜବତ କରିଛି।…

ବିଶ୍ବ ଜାଣିଲା ସତ! ଯୁଦ୍ଧବିରତି ନେଇ ନାଁ ଘୋଷଣା କଲେ ଟ୍ରମ୍ପ, ପ୍ରଥମ ପ୍ରତିକ୍ରିୟା ଦେଲା ଚାଇନା

ନୂଆଦିଲ୍ଲୀ,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ହୋଇଥିବା ଯୁଦ୍ଧବିରତି ଚୁକ୍ତିକୁ ସ୍ୱାଗତ କରିଛି ଚାଇନା । କିନ୍ତୁ ଇରାନ ସହିତ କୌଣସି ସିଧାସଳଖ ଆଲୋଚନାକୁ ନିଶ୍ଚିତ କରିନାହିଁ ଯାହା…

ପୁଶିଂ ବ୍ରିଜ୍‌ ନିର୍ମାଣସ୍ଥଳ ଚିହ୍ନଟ ନେଇ ପ୍ରଶାସନର କ୍ଷେତ୍ର ପରିଦର୍ଶନ

ନନ୍ଦପୁର,୮ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଦେଇ ଯାଇଥିବା କେ.କେ ରେଳପଥରେ ଏକ ପୁସିଂ ବ୍ରିଜ୍‌ ନିର୍ମାଣସ୍ଥଳ ଚିହ୍ନଟ କରିବାକୁ ପ୍ରଶାସନ ପକ୍ଷରୁ ମଙ୍ଗଳବାର କ୍ଷେତ୍ର…

ପ୍ଲାଟଫର୍ମରେ ବିଶ୍ରାମ ନେଉଥିଲେ ମା’-ବାପା: ୪ ମାସର ଶିଶୁପୁତ୍ରଙ୍କୁ ଉଠାଇ ନେଇଗଲେ…

ନିରାକାରପୁର,୮।୪(ମାନସ ଚନ୍ଦ୍ର ପଟ୍ଟନାୟକ):ଖୋର୍ଦ୍ଧା ରେଳ ଡିଭିଜନ ଅନ୍ତର୍ଗତ ନିରାକାରପୁର ରେଳ ଷ୍ଟେଶନ ପରିସରରୁ ୪ ମାସର ଶିଶୁପୁତ୍ର ଚୋରି। ସ୍ବାମୀ, ସ୍ତ୍ରୀ ଓ ଶିଶୁପୁତ୍ର ପ୍ଲାଟଫର୍ମରେ ବିଶ୍ରାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri