ଆରମ୍ଭ ହେଲା ବିଧାନସଭା ଶୀତକାଳୀନ ଅଧିବେଶନ

ଭୁବନେଶ୍ୱର,୨୦।୧୧(ବ୍ୟୁରୋ): କରୋନା କଟକଣା ମଧ୍ୟରେ ଶୁକ୍ରବାର ବିଧାନସଭାର ଶୀତକାଳୀନ ଅଧିବେଶନ ଆରମ୍ଭ ହୋଇଛି। ଅଧିବେଶନର ପ୍ରଥମ ଦିନ ଆରମ୍ଭରେ ଦିବଂଗତ ନେତାଙ୍କ ଉଦ୍ଦେଶ୍ୟରେ ଶୋକପ୍ରସ୍ତାବ ଆଗତ କରାଯାଇ ସେମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି। ଏହାପରେ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଅପରାହ୍ନ ୩ଟା ପର୍ଯ୍ୟନ୍ତ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି।

ଅଧିବେଶନ ଆରମ୍ଭରୁ ପୂର୍ବତନ ବାଚସ୍ପତି ଶରତ କର ଓ ଦୁଇ ପୂର୍ବତନ ବିଧାୟକ କାର୍ତ୍ତିକେଶ୍ୱର ପାତ୍ର ଏବଂ ଗୁରୁପଦ ନନ୍ଦଙ୍କ ଉଦ୍ଦେଶ୍ୟରେ ଶୋକପ୍ରସ୍ତାବ ଆଗତ କରାଯାଇଥିଲା। ଏତଦ୍‌ବ୍ୟତିତ କରୋନା ଯୋଦ୍ଧାଙ୍କ ପାଇଁ ମଧ୍ୟ ଗୃହରେ ଶୋକ ପ୍ରସ୍ତାବ ଆଗତ କରାଯାଇ ସମସ୍ତଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମିଳିଲା ଅନୁମତି: ରାଜଧାନୀର ୪ ସ୍ଥାନରେ ହେବ ରାବଣପୋଡି

ଭୁବନେଶ୍ୱର,୫।୧୦(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ୪ ସ୍ଥାନରେ ରାବଣପୋଡି ହେବ। ଅଗ୍ନିଶମ ବିଭାଗ ଏ ନେଇ ଅନୁମତି ଦେଇଛି। ରାଜଧାନୀର ବରମୁଣ୍ଡା, ଝାରପଡ଼ା, କୋରଡ଼କଣ୍ଟା ଏବଂ ପାହାଳ...

୭ ହଜାର ଶାମୁକାରେ ପ୍ରଭୁ ଗଜାନନଙ୍କ ବାଲୁକା କଳା ନିର୍ମାଣ କଲେ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ

ପୁରୀ ଅଫିସ,୧୦ା୯: ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ଏକ ନିଆରା ପ୍ରୟାସ କରିଛନ୍ତି। ପ୍ରଥମଥର ସେ ୭ ହଜାର ଶାମୁକା ନେଇ ପୁରୀ...

ଇନଫର୍ମର ସନ୍ଦେହରେ ଗ୍ରାମରକ୍ଷୀଙ୍କୁ ହତ୍ୟା

ରାୟଗଡ଼ା ଅଫିସ,୧ା୯: ଇନ୍‌ଫର୍ମର ସନ୍ଦେହରେ ଗ୍ରାମରକ୍ଷୀଙ୍କୁ ହତ୍ୟା। ରାୟଗଡ଼ା ଜିଲା ଅମ୍ବାଦଳା ଥାନା ଅନ୍ତର୍ଗତ ଟିକରପଡ଼ା ଗାଁ ନିକଟରେ ଗତ ରାତିରେ ଇନ୍‌ଫର୍ମର ସନ୍ଦେହରେ ଜଣେ...

ମଇଦାନରେ ୩ ଦଳର ନେତା, ଜମୁଛି ପ୍ରଚାର

ଖୋର୍ଦ୍ଧା ଅଫିସ, ୭ା୨: ଖୋର୍ଦ୍ଧା ମାଟିରେ ୩୦ ଜୋନ ବିଶିଷ୍ଟ ଜିଲା ପରିଷଦ ଆସନ ପାଇଁ ୩ ପ୍ରମୁଖ ଦଳ ବିଜେଡି, ଭାଜପା ଏବଂ କଂଗ୍ରେସର...

ଭଉଣୀ- ଭାଇ ମିଶି ଝାରସୁଗୁଡ଼ାର ବିକାଶ କରିବୁ : ଦୀପାଳି

ବ୍ରଜରାଜନଗର,୯ା୨(ଡି.ଏନ୍‌.ଏ.): ଝାରସୁଗୁଡ଼ା ସରବାହାଲ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଗୁରୁବାର ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ଦ୍ୱାଦଶାହରେ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଥିଲା। ଏଥିରେ ମୁଖ୍ୟମନ୍ତ୍ରୀ...

୫୪ ଶିକ୍ଷକ, କର୍ମଚାରୀଙ୍କ ଦରମା ବନ୍ଦ

ଢେଙ୍କାନାଳ ଅଫିସ,୨୪।୫ ନିର୍ଦ୍ଧାରିତ ସମୟ ଅନୁଯାୟୀ ସ୍କୁଲରେ ପହଞ୍ଚି ନ ଥିବାରୁ ଢେଙ୍କାନାଳ ଜିଲାର ୫୪ ଶିକ୍ଷକ ଓ କର୍ମଚାରୀଙ୍କ ଦରମା ବନ୍ଦ କରାଯାଇଛି। ଏହି...

ଢ଼ାବା ମାଲିକାଣୀଙ୍କୁ ହତ୍ୟା ପାଇଁ ଶୁଟରଙ୍କୁ ଡକାଇଥିଲେ ଜ୍ୱାଇଁ

ଖଡିଆଳ,୧୧।୮(ଡି.ଏନ.ଏ.): ନୂଆପଡ଼ା ଜିଲା ଖଡିଆଳ ବ୍ଲକ ଅଧୀନ ଡୁଆଝରସ୍ଥିତ ଆପନା ଢ଼ାବା ମାଲିକାଣୀ ବାସନ୍ତୀ ମେହେର ହତ୍ୟା ଘଟଣାର ପୋଲିସ ବୁଧବାର ପର୍ଦ୍ଦାଫାସ କରିଛି। ପୋଲିସ...

ମହନ୍ତଙ୍କୁ ଧମକ ଚମକ: ମଙ୍ଗୁ ମଠକୁ ଜଗିଲା ପୋଲିସ

ପୁରୀ ଅଫିସ, ୧୪ା୯: ଶ୍ରୀମନ୍ଦିରର ସୁରକ୍ଷା ଏବଂ ସୌନ୍ଦର୍ଯ୍ୟକରଣ ପାଇଁ ପ୍ରଶାସନ ପକ୍ଷରୁ ଉଚ୍ଛେଦ ଅଭିଯାନ ଚାଲିଛି। ପ୍ରାଥମିକ ପର୍ଯ୍ୟାୟରେ ବିପଦସଙ୍କୁଳ ନିର୍ମାଣ ଭଙ୍ଗା ଯାଉଛି।...

Advertisement
Archives

Model This Week