ଡିସେମ୍ବର ୧ ରୁ ୩୧ ଯାଏ ଶୀତକାଳୀନ ବିଧାନସଭା ଅଧିବେଶନ,ଦିନକୁ ୫ ଘଣ୍ଟା ଚାଲିବ ଗୃହ

ଭୁବନେଶର,୨୭।୧୧(ବ୍ୟୁରୋ): ଶୀତକାଳୀନ ବିଧାନସଭା ଅଧିବେଶନ ଆସନ୍ତା ଡିସେମ୍ବର ୧ରୁ ୩୧ ତାରିଖ ଯାଏ ଚାଲିବ। ତେବେ ଏହା ପୂର୍ବରୁ ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ସୋମବାର ସର୍ବଦଳୀୟ ବୈଠକ ବସିଥିଲା। ସର୍ବଦଳୀୟ ବୈଠକ ସରିବା ପରେ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି ଯେ, ଦିନକୁ ୫ ଘଣ୍ଟା ଗୃହ ଚାଲିବ। ସାଢେ ୧୦ ଟାରୁ ଆରମ୍ଭ ହୋଇ ୧ଟା ୩୦ ମିନିଟ୍‌ ପର୍ଯ୍ୟନ୍ତ ଚାଲିବ। ଏହାପରେ ଅପରାହ୍ଣ ୪ଟାରୁ ୬ଟା ଯାଏ ଚାଲିବ।

ପ୍ରଥମ ଦିନ ବିଧାନସଭା ୧୧ଟାରେ ଆରମ୍ଭ ହେବ । ୫ଟା ବେଳେ ଅତିରିକ୍ତ ବଜେଟ୍‌ ଉପସ୍ଥାପନ ହେବ। ୯୦ ମିନିଟ୍‌ ମୁଲତବୀ ପ୍ରସ୍ତାବ ଆଲୋଚନା ହେବ । ବିରୋଧୀଙ୍କ ପାଇଁ ୫୫ ମିନିଟ୍‌ ଓ ମନ୍ତ୍ରୀଙ୍କ ଉତ୍ତର ସହ ଶାସକ ଦଳ ୩୫ ମିନିଟ୍‌ ରହିବ । ସପ୍ତାହକ ୬ ଦିନ ଭିତରେ ମୁଖ୍ୟ ବିରୋଧୀ ଦଳ ବିଜେପି ୪ ଦିନ ଓ କଂଗ୍ରେସ ୨ ଦିନ ମୁଲତବୀ ପ୍ରସ୍ତାବ ଦେଇ ପାରିବେ । କୋଭିଡ ଗାଇଡଲାଇନ ଭିତରେ ବିଧାନସଭା ବସିବ । ରାଜ୍ୟପାଳଙ୍କ ଅଭିଭାଷଣ ଏବଂ ପ୍ରଶ୍ନକାଳ ସମୟରେ ହଟ୍ଟଗୋଳ ନ କରିବା ପାଇଁ ଥିବା ପ୍ରସ୍ତାବକୁ ସମସ୍ତଙ୍କୁ ଅବଗତ କରାଯାଇଛି । ଏହାକୁ ମାନିବା କି ନ ମାନିବା ଜଣେ ବିଧାୟକଙ୍କ ଆଚରଣ ଉପରେ ନିର୍ଭର କରେ । ନ ମାନିଲେ ଆଇନ ଅନୁଯାୟୀ ବ୍ୟବସ୍ଥା ଗ୍ରହଣ କରାଯିବ ବୋଲି ବାଚସ୍ପତି କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଭିତରକନିକା ଜୀବଜନ୍ତୁ ପ୍ରତି ବଢୁଛି ବିପଦ

କେନ୍ଦ୍ରାପଡ଼ା ଅଫିସ, ୮।୧୧: ମହିଳା ଓ ଶିଶୁ ବିକାଶ ବିଭାଗର ରାଜ୍ୟ ଏବଂ କେନ୍ଦ୍ରାପଡ଼ା ଜିଲାର ଏକ ଟିମ୍‌ ଗତ ବୁଧବାର ଡାଙ୍ଗମାଳକୁ ଯାଇଥିଲେ। ସେଠାରେ...

ଜଳିଗଲା କିରୋସିନି ବୋଝେଇ ଅଟୋ

ଭଦ୍ରକ ଅଫିସ, ୨୪।୧୦: ଭଦ୍ରକ ଜିଲା ଧାମନଗର-ଚୁଡ଼ାକୁଟି ରାସ୍ତାର ପଣ୍ଡୁବଜାର ଛକ ନିକଟରେ ରବିବାର ଏକ କିରୋସିନ ବୋଝେଇ ଅଟୋ (ନଂ. ଓଡି ୨୨ ଡି...

୫ ବୃହତ୍‌ ଇସ୍ପାତ ପ୍ରକଳ୍ପକୁ ଅନୁମୋଦନ

ଭୁବନେଶ୍ୱର,୭ା୭(ବ୍ୟୁରୋ):ରାଜ୍ୟରେ ୫ଟି ବୃହତ୍‌ ଇସ୍ପାତ ଶିଳ୍ପ ପ୍ରକଳ୍ପ ପ୍ରତିଷ୍ଠା ହେବ। ଏଥିରେ ୧ ଲକ୍ଷ ୪୬ ହଜାର ୧୭୨ କୋଟି ଟଙ୍କାର ପୁଞ୍ଜି ବିନିଯୋଗ ହେବ।...

ପୁରୁଷ ହକି ବିଶ୍ୱକପ୍‌ ଉଦ୍‌ଘାଟନୀ ଉତ୍ସବ: ପୂର୍ବାହ୍ନ ୨ଟାରୁ ବନ୍ଦ ରହିବ ସ୍କୁଲ, କଲେଜ

କଟକ ଅଫିସ,୧୦।୧: କଟକର ବାରବାଟୀ ଷ୍ଟାଡିୟମରେ ପୁରୁଷ ହକି ବିଶ୍ୱକପ୍‌ର ଉଦ୍‌ଘାଟନୀ ଉତ୍ସବ ବୁଧବାର ଅନୁଷ୍ଠିତ ହେବ। ଏଥିପାଇଁ କଟକ ସହରରେ ଥିବା ସମସ୍ତ ସରକାରୀ...

କ୍ୟାବିନେଟ୍‌ ନିଷ୍ପତ୍ତି : ନୀଳଗିରି ବ୍ଲକର ୯୦ ହଜାର ଲୋକଙ୍କୁ ପାନୀୟ ଜଳ ଯୋଗାଣ, ଯାଜପୁର ଜିଲା ଟମକା-ମଙ୍ଗଳପୁର ରାସ୍ତା ୪ ଲେନ୍‌, ବାଙ୍କୁଆଳଠାରେ ନିର୍ମାଣ ହେବ ଆଞ୍ଚଳିକ ଶିକ୍ଷା ଓ ତାଲିମ କେନ୍ଦ୍ର

ଭୁବନେଶ୍ୱର,୨୬।୯(ବ୍ୟୁରୋ)-ରାଜ୍ୟର ଗ୍ରାମାଞ୍ଚଳରେ ବାସ କରୁଥିବା ଲୋକଙ୍କୁ ରାଜ୍ୟ ସରକାର ବସୁଧା ଯୋଜନାରେ ପାନୀୟ ଜଳ ଯୋଗାଇ ଦେଉଛନ୍ତି। ଏହି କ୍ରମରେ ବାଲେଶ୍ୱର ଜିଲାର ନୀଳଗିରି ବ୍ଲକ...

ଆଜି ବାରବାଟୀରେ ପ୍ରାକ୍ଟିସ୍‌ କରିବେ ଖେଳାଳି

କଟକ ଅଫିସ,୧୧।୬: ବାରବାଟୀରେ ଖେଳାଯିବାକୁ ଥିବା ଭାରତ-ଦକ୍ଷିଣ ଆଫ୍ରିକା ଟି-୨୦ ମ୍ୟାଚ୍‌ ପାଇଁ ଶନିବାର ଉଭୟ ଦଳ ବାରବାଟୀ ଯାଇ ନେଟ ପ୍ରାକ୍ଟିସ୍‌ କରିବେ। ଦିନ...

ସରିଲା ଖଣ୍ଡଗିରି କୁମ୍ଭମେଳା:ଆଉ ୫ଦିନ ଅପେରା, ମିନାବଜାର

ଭୁବନେଶ୍ୱର,୬।୨ (ବ୍ୟୁରୋ):ଗତ ୯ଦିନ ଧରି ଖଣ୍ଡଗିରି ପାହାଡ଼ରେ ଚାଲିଥିବା କୁମ୍ଭମେଳା ରବିବାର ଅଗ୍ନି ଉସତ୍ବ ସହ ଶେଷ ହୋଇଛି। ଅନନ୍ତ ଗୁମ୍ପା ସମ୍ମୁଖରେ ଚାଲିଥିତ୍ବା ମହାଯଜ୍ଞରେ...

ଓଏଏସସ୍ତରରେ ଅଦଳବଦଳ: କାହାକୁ କେଉଁ ଦାୟିତ୍ୱ

ଭୁବନେଶ୍ୱର, ୧୫।୭(ଅନିଲ ଦାସ): ରାଜ୍ୟ ସରକାର ବରିଷ୍ଠ ଓଏଏସସ୍ତରରେ ଅଦଳବଦଳ କରିଛନ୍ତି । ବରିଷ୍ଠ ଓଏଏସ୍‌ ଅଫିସର ପ୍ରସନ୍ନ କୁମାର ଷଡ଼ଙ୍ଗୀଙ୍କୁ ଓଡ଼ଶା ମଦ ନିଗମର...

Advertisement
Archives

Model This Week