ପାରିବାରିକ କଳହର କରୁଣ ପରିଣତି : ଦୁଇ ଝିଅଙ୍କ ସହ ମିଶି ସ୍ବାମୀଙ୍କୁ ହତ୍ୟା କଲେ ସ୍ତ୍ରୀ

ପବିତ୍ରନଗର,୧୬।୭(ଡି.ଏନ୍‌.ଏ.): ଅନୁଗୋଳ ଜିଲା କଣିହାଁ ବ୍ଲକ ସମଲ ଥାନା ଶିଲିଂ ଗ୍ରାମରେ ଗୁରୁବାର ସକାଳେ ପାରିବାରିକ କଳହକୁ ନେଇ ଏକ ହତ୍ୟାକାଣ୍ଡ ଘଟିଛି। ଏଥିରେ ଗ୍ରାମର ସୁନନ୍ଦ ପ୍ରଧାନ(୫୫)ଙ୍କ ମୃତ୍ୟୁ ଘଟିଛି। ତେବେ ମୃତକଙ୍କ ସ୍ତ୍ରୀ ଭାରତୀ ପ୍ରଧାନ ଏହି ହତ୍ୟା କରିଥିବା ନେଇ ପୋଲିସ ନିକଟରେ ସ୍ବୀକାର କରିଛନ୍ତି। ସେ ଦୁଇ ଝିଅଙ୍କ ସହ ମିଶି କାଠ ଫାଳିଆରେ ଆକ୍ରମଣ କରି ଏଭଳି କାଣ୍ଡ ଘଟାଇଥିବା ନେଇ ଜଣାପଡ଼ିଛି। ସମସ୍ତଙ୍କୁ ପୋଲିସ ଥାନାରେ ଅଟକ ରଖିବା ସହ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲରୁ ନବଜାତ ଶିଶୁକନ୍ୟା ଉଦ୍ଧାର

ବାରିପଦା ଅଫିସ,୭ା୧୦- ମୟୂରଭଞ୍ଜ ଜିଲା ରରଁୁଆ ଥାନା ଅଧୀନ ସିଙ୍ଗଡ଼ା ଜଙ୍ଗଲରୁ ରବିବାର ଜଣେ ନବଜାତ ଶିଶୁ କନ୍ୟା ଉଦ୍ଧାର ହୋଇଛନ୍ତି। ଶିଶୁ କନ୍ୟା କରଞ୍ଜିଆ...

ବାପ୍‌ ଆରପାରେ, ମା’ ନିଖୋଜ: ନାବାଲିକ୍‌ ଉପରେ ଭାଇବହେନ୍‌କଁର ବୋଝ

କେସିଙ୍ଗା, ୪।୧୨(ଡି.ଏନ୍‌.ଏ.)-କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଲଇତରା ପଁଚେତ୍‌ ଜୋଲକୋ ଗଁାର ଗଉଡ଼ପଡ଼ାର ସୁନୀଲ ବାଗ ଟିବି ରୋଗ୍‌ରେ ପଡ଼ି ୨୦୧୧ ସାଲେ ଆରପାରକେ ଚାଲିଯାଇଛନ୍‌।...

ପିକ୍‌ଅପରେ ବେଆଇନ ଛେଳି ଚାଲାଣ, ୩ ଗିରଫ

ଆସିକା,୬ା୧୦(ଡି.ଏନ୍‌.ଏ.): ଆସିକା-ବ୍ରହ୍ମପୁର ୫୯ ନମ୍ବର ଜାତୀୟ ରାଜପଥର କରଞ୍ଜେଇ ନିକଟରୁ ପୋଲିସ ଶନିବାର ବିଳମ୍ବିତ ରାତିରେ ବେଆଇନ ଭାବେ ୬୦ଟି ଛେଳି ଚାଲାଣ କରୁଥିବା ଏକ...

ରବିଧାନ କିଣା ଆରମ୍ଭ ହେଲା: ୩ ଲକ୍ଷ ୪୮ ହଜାର ୮୬୮ କୁଇଣ୍ଟାଲ କିଣା ହେବ

ନୂଆପଡା ଅଫିସ,୨୦ା୫: ବହୁ ପ୍ରତିକ୍ଷୀତ ୨୦୧୯ ରବି ଧାନ କିଣା ସୋମବାରଠାରୁ ଆରମ୍ଭ ହୋଇଛି । ଏହାକୁ ଜିଲାପାଳ ଡା.ପୋମା ଟୁଡୁ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ...

ପୁଣି କାନ୍ଧରେ ବୁହାହେଲା ମୃତଦେହ

କ.ନୂଆଗାଁ,୨ା୭(ଡି.ଏନ୍‌.ଏ.)- କନ୍ଧମାଳ ଜିଲା କ.ନୂଆଗାଁ ବ୍ଲକ ସାରଙ୍ଗଗଡ ଥାନା ଅଞ୍ଚଳରେ ପୁଣି ମୃତଦେହକୁ କାନ୍ଧରେ ବୋହି ନେଇଛନ୍ତି ପରିବାର ଲୋକେ। ବଣ୍ଡଗୁଡା ଗ୍ରାମ ପଞ୍ଚାୟତରେ ରାତି...

ଭରତପୁର ଚୋରି ଘଟଣା: ୨ ଗିରଫ

ଆଳି, ୨୬।୯ (ଡି.ଏନ୍‌.ଏ.): ଆଳି ଥାନା ଅଧୀନ ଭରତପୁର ଗ୍ରମର ଦୁଇ ଜଣଙ୍କ ଘରୁ ହୋଇଥିବା ସଶସ୍ତ୍ର ଡକାୟତି ଘଟଣାରେ ପୋଲିସ ଆଉ ଦୁଇ ଜଣଙ୍କୁ...

ଆନ୍ଧ୍ରପ୍ରଦେଶ ରାଜ୍ୟପାଳ ହେଲେ ବିଶ୍ୱଭୂଷଣ ହରିଚନ୍ଦନ

ଭୁବନେଶ୍ୱର,୧୬।୭(ବ୍ୟୁରୋ): ଆନ୍ଧ୍ରପ୍ରଦେଶର ରାଜ୍ୟପାଳ ଭାବେ ବରିଷ୍ଠ ଭାଜପା ନେତା ବିଶ୍ୱଭୂଷଣ ହରିଚନ୍ଦନଙ୍କୁ ନିଯୁକ୍ତି ଦିଆଯାଇଛି। ରାଷ୍ଟ୍ରପତି ରାମନାଥ କୋବିନ୍ଦ ମଙ୍ଗଳବାର ତାଙ୍କୁ ଏହି ନିଯୁକ୍ତି ପ୍ରଦାନ...

ଜୁଆ ଆଡ୍ଡା ଉପରେ ଚଢ଼ାଉ: ୫ ଗିରଫ

ଖଲିକୋଟ,୧୧।୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଖଲିକୋଟ ଥାନା ଅନ୍ତର୍ଗତ ଘୋଡ଼ାପଡ଼ା ଦେବୀଝର ଡ୍ୟାମ୍‌ ନିକଟରେ ଥିବା ଏକ ଜୁଆ ଆଡ୍ଡା ଉପରେ ଚଢ଼ାଉ କରି ପୋଲିସ ଗୁରୁବାର...

Play 250+ Trending Games
Archives

Model This Week

Why Dharitri