ଫୁଲ ତୋଳିବାକୁ ଯାଇ ଫେରିଲେନି ମହିଳା

ନିରାକାରପୁର,୨୧ା୮(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଟାଙ୍ଗୀ ବନାଞ୍ଚଳ ଭୂଷଣ୍ଡପୁର ଫରେଷ୍ଟର ଅଧୀନରେ ଥିବା ଗୋଳବାଇ ପଞ୍ଚାୟତ କାୟା ଗ୍ରାମରେ ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ ଘଟିଛି। ସେ ହେଲେ ଭରତ ବେହେରାଙ୍କ ସ୍ତ୍ରୀ ରଙ୍ଗ ବେହେରା (୫୦)। ରଙ୍ଗ ଫୁଲ ତୋଳିବାକୁ ଯାଇଥିବା ବେଳେ ହାତୀ ତାଙ୍କୁ ଆକ୍ରମଣ କରିଥିଲା। ପରେ ତାଙ୍କୁ ଖୋର୍ଦ୍ଧା ସରକାରୀ ମେଡିକାଲକୁ ନିଆଯାଇଥିଲେ ମଧ୍ୟ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନନ୍ଦନକାନନରେ ଜଳହସ୍ତୀ ଶାବକ ଜନ୍ମ: କୁମାରଖୁଣ୍ଟିରେ ଶଙ୍କର ଅସୁସ୍ଥ

ବାରଙ୍ଗ,୭।୭(ଡି.ଏନ୍‌.ଏ.): ପ୍ରାଣୀ ଉଦ୍ୟାନ ନନ୍ଦନକାନନର ୬୨ ନଂ. ଏନକ୍ଲୋଜରରେ ରହୁଥିବା ଜଳହସ୍ତୀର ସୋମବାର ଏକ ଶାବକ ଜନ୍ମ ଦେଇଛି। ଶାବକ ଜନ୍ମ ଦେବା ପରେ ମା...

ସାମାଜିକ ଦୂରତା ରକ୍ଷା କରି ରକ୍ତ ସଂଗ୍ରହ କଲେ ବ୍ଲଡ଼ ବ୍ୟାଙ୍କ କର୍ମଚାରୀ

ବାଲେଶ୍ୱର ଅଫିସ ୪।୪: ବିଶ୍ୱ ମହାମାରୀ କରୋନା ପାଇଁ ସମଗ୍ର ଦେଶରେ ଚାଲିଥିବା ଲକ ଡାଉନ ସମୟରେ ରକ୍ତଦାନ ଶିବିର ପାଇଁ ଅନୁମତି ନ ଥିବା...

ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ତତ୍ପରତା

ନୟାଗଡ଼ ଅଫିସ,୨୨।୧: ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ଚେଇଁ ଶୋଇଥିବା ନୟାଗଡ଼ ଜିଲା ପ୍ରଶାସନ ତତ୍ପର ହୋଇଛି। ଗୁରୁବାର ସନ୍ଧ୍ୟାରେ ପାଣିପୋଇଲାସ୍ଥିତ ଚିନିକଳକୁ ଜିଲାପାଳ ପୋମା ଟୁଡୁ,...

ମିଶନ ରାଣୀ ପର୍ବ ଆରମ୍ଭ

ବ୍ରହ୍ମପୁର ଅଫିସ,୧୯ା୧୧- ବ୍ରହ୍ମପୁର କୁଇନ ମିଶନ କ୍ୟାଥଲିକ ଚର୍ଚ୍ଚରେ ଯୀଶୁଙ୍କ ମା’ ମେରିଆଙ୍କ ନବଦିନ ବ୍ୟାପୀ ମିଶନ ରାଣୀ ପର୍ବ ସୋମବାରରୁ ଆରମ୍ଭ ହୋଇଛି। ଅନ୍ତିମ...

ବାଲିଗୁଡ଼ାରେ ନୂତନ ଉପଜିଲାପାଳ ଭାବେ ଯୋଗଦେଲେ ଦେବେନ୍ଦ୍ର

ବାଲିଗୁଡା, ୧୭।୧.(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡରେ ଦୀର୍ଘଦିନ ଧରି ଉପ ଜିଲାପାଳ ପଦବୀ ଖାଲି ପଡିଥିଲା। ବାଲିଗୁଡ଼ାରେ ନୂତନ ଉପଜିଲାପାଳ ଭାବେ ଶୁକ୍ରବାର ଦେବେନ୍ଦ୍ର...

ମୁଖ୍ୟମନ୍ତ୍ରୀ, ୫-ଟି ସଚିବଙ୍କୁ ପ୍ରଶଂସା କଲେ ମଧ୍ୟପ୍ରଦେଶ ସରକାର

ପିପିଲି,୬।୫(ସ୍ବ.ପ୍ର.): ରାଜ୍ୟର ସମସ୍ତ ବ୍ଲକରେ ୫-ଟି ରୂପାନ୍ତରିତ ସ୍କୁଲ କାର୍ଯ୍ୟ ଚାଲୁ ରହିଛି। ତେବେ ପିପିଲିରେ ୫-ଟି ସ୍କୁଲ କିଭଳି ଚାଲିଛି ତାହା ଜାଣିବା ପାଇଁ...

ସୁରକ୍ଷା ବଳୟରେ ପାକ୍ସ ସମ୍ପାଦକ

ଯାଜପୁର ଅଫିସ,୧୯।୭: ରାଜ୍ୟର ୧୪୦ ପ୍ରାଇମେରୀ ଏଗ୍ରିକଲଚରାଲ କ୍ରେଡିଟ୍‌ ସୋସାଇଟି (ପାକ୍ସ) ଓ ଲାର୍ଜ ଏରିଆ ମଲ୍‌ଟିପରପୋଜ୍‌ ସୋସାଇଟି (ଲାମ୍ପସ୍‌)ର ୧୭୪ ଜଣ ଅଧିକାରୀ ଓ...

ଜିଲାସ୍ତରୀୟ କ୍ଷୁଦ୍ର ପ୍ରଦର୍ଶନୀ ଉଦ୍‌ଯାପିତ

ଦେବଗଡ଼,୧୯ା୧(ଡ଼ି.ଏନ୍‌.ଏ.)-ଓରମାସ ଏବଂ ଜିଲା ପ୍ରଶାନର ମିଳିତ ଆନୁକୂଲ୍ୟରେ ଗତ ୨ରୁ ସ୍ଥାନୀୟ ଶନି ମନ୍ଦିର ନିକଟରେ ଆୟୋଜିତ ହେଉଥିବା ଜିଲାସ୍ତରୀୟ କ୍ଷୁଦ୍ର ପ୍ରଦର୍ଶନୀ ଗତ ୧୬...

Advertisement
Archives

Model This Week