ଗାଧୋଇବାକୁ ଯାଇ ଆଉ ଫେରିଲେନି ମହିଳା

ପାଟଣା,୧୨।୧୧(ସ୍ବ.ପ୍ର.): ଗାଁ ପୋଖରୀକୁ ଗାଧୋଇବାକୁ ଯାଇ ଆଉ ଘରକୁ ଫେରିଲେନି ମହିଳା। ଏଭଳି ଏକ ଘଟଣା ଘଟିଛି କେନ୍ଦୁଝର ଜିଲା ପାଟଣା ବ୍ଲକ ଜାମୁଳେଇ ବେଡା ଗ୍ରାମରେ। ୩୫ ବର୍ଷୀୟା ପାର୍ବତୀ ମୁଣ୍ଡା ଶୁକ୍ରବାର ପୂର୍ବାହ୍ନରେ ଗାଁ ପୋଖରୀକୁ ଗାଧୋଇବାକୁ ଯାଇ ପାଣିରେ ବୁଡି ଯାଇଥିଲେ। ସ୍ଥାନୀୟ ଲୋକେ ଦେଖି ତାଙ୍କୁ ଉଦ୍ଧାର କରିଥିଲେ । ହେଲେ ସେତେବେଳକୁ ତାଙ୍କର ମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଯୁବକଙ୍କ ମୃତ୍ୟୁ: ପରିବାର ଲୋକେ ଆଣିଲେ ହତ୍ୟା ଅଭିଯୋଗ

ଏମ୍‌.ରାମପୁର,୧୩।୮(ଶଶୀଭୂଷଣ ପ୍ରହରାଜ): କଳାହାଣ୍ଡି ଜିଲା ମ. ରାମପୁର ନିକଟ ବୁରାଟ ଗ୍ରାମସ୍ଥିତ ମାଗୃହ ସମ୍ମୁଖରେ ଏକ ଗାଡ଼ି ଧକ୍କାରେ ଆମ୍ବଗାଁ ବାବୁପଡ଼ାର ବଣ୍ଟି ମହାଖୁଡ(୨୪)ଙ୍କ ମୃତ୍ୟୁ...

ପ୍ରଚାର ମଇଦାନରେ ପୂର୍ବତନ ଏନ୍‌ଏସି ଅଧ୍ୟକ୍ଷା

ଗଞ୍ଜାମ,୯।୨(ଡି.ଏନ୍‌.ଏ): ଗତ କିଛି ବର୍ଷ ହେବ ରାଜନୀତିରୁ ଦୂରେଇ ଯାଇଥିବା ଗଞ୍ଜାମ ଏନ୍‌ଏସି ଅଧକ୍ଷା ଉର୍ର୍ମିିଳା ପଲାଇ ଏବେ ଚଳିତ ପଞ୍ଚାୟତ ନିର୍ବାଚନ ପ୍ରଚାର ମଇଦାନରେ...

ଭାରସାମ୍ୟ ହରାଇ ଓଲଟିଲା ଧାନ ବୋଝେଇ ଟ୍ରକ୍‌

କୋକସରା, ୩୧ା୫,(ଡି.ଏନ.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ମୋଟେର ଫାଣ୍ଡି ଅନ୍ତର୍ଗତ ଡଙ୍ଗରୀଗୁଡା ବୁଲାଣି ୨୬ ନମ୍ବର ଜାତୀୟ ରାଜପଥ ନିକଟରେ ଶନିବାର ବିଳମ୍ବିତ ରାତିରେ...

ହାତୀର ଗଳିତ ମୃତଦେହ ଉଦ୍ଧାର

କେନ୍ଦୁଝର/ଯୋଡ଼ା,୫ା୫ (ସ୍ବ.ପ୍ର./ଡି.ଏନ୍‌.ଏ.)-କେନ୍ଦୁଝର ବନ ବିଭାଗ ବାମେବାରୀ ଥାନା ଅନ୍ତର୍ଗତ କେନ୍ଦୁଘାଟି ଜଙ୍ଗଲରୁ ଏକ ହାତୀର ଗଳିତ ମୃତଦେହ ଉଦ୍ଧାର କରିଛି। ହାତୀର ବୟସ ଠିକ୍‌ ଜଣାପଡି...

ଦୁବାଇରେ ୧୦ ଓଡ଼ିଆ ଶ୍ରମିକ ନିର୍ଯାତିତ : ଫସିଛନ୍ତି ଦାଦା, ପୁତୁରା

ନୟାଗଡ଼ ଅଫିସ,୩୧।୫-ଦୁବାଇକୁ କାମ କରିବାକୁ ଯାଇଥିବା ୧୦ ଜଣ ଓଡିଆ ଶ୍ରମିକଙ୍କୁ ସେଠାରେ ନିର୍ଯାତନା ଦିଆଯାଉଛି । ସେମାନଙ୍କ ମଧ୍ୟରେ ନୟାଗଡର ୨ଜଣ ଅଛନ୍ତି। ସେଠାରେ...

ବଢୁଛି କରୋନା କାୟା: କଟକରୁ ଆଉ ୧୧ ଆକ୍ରାନ୍ତ ଚିହ୍ନଟ

କଟକ ଅଫିସ,୧୮।୭: କଟକ ସହରରେ ଶନିବାର ୧୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଇନ୍‌ଷ୍ଟିଚ୍ୟୁଶନାଲ କ୍ୱାରାଣ୍ଟାଇନ୍‌ରୁ ୬ଜଣ, ହୋମ୍‌ କ୍ୱାରାଣ୍ଟାଇନ୍‌ରୁ ୩ଜଣ,...

ବେଛପରି ରାଜସ୍ବ ଗଁ। ଜେ.ନୂଅଁ।ପାଲି

ବିଜେପୁର, ୧୮।୩ (ଡି.ଏନ୍‌.ଏ.)- ଲୁକ୍‌କର ବସବାସକେ ନେଇ ଗଁ। ଜମ୍‌କିସି। ଲୁକ୍‌କର ଚାଲିଚଲନ୍‌, କାମବୁତା, ଭଲଗୁନ ଗଁ। ର ଗଉରବ ବଢ଼ାସି। ହେଲେ କେନ୍‌ସି କାରନରୁ...

ଶିକ୍ଷକ ବଦଳି ପ୍ରତିବାଦ: ପିଲାଙ୍କୁ ସ୍କୁଲ ଛାଡିଲେନି ଅଭିଭାବକ

ଖଇରା, ୨୧।୮(ଡି.ଏନ.ଏ.)-ଖଇରା ବ୍ଲକ ସାରୁଗାଁ ନୋଡାଲ ସ୍କୁଲରେ ବିକଳ୍ପ ବ୍ୟବସ୍ଥା କରା ନ ଯାଇ ରାତି ଅଧିଆ ବିଜ୍ଞାନ ଶିକ୍ଷକ ସୌଭାଗ୍ୟ ବିଶ୍ୱାଳଙ୍କୁ ବଦଳି କରାଯିବା...

Advertisement
Archives

Model This Week