ରାସ୍ତାକଡ଼ରେ ପ୍ରସବ କଲେ ମହିଳା

ପାରଳାଖେମୁଣ୍ଡି,୧୪ା୧୧(ଡି.ଏନ୍‌.ଏ.): ଗଜପତି ଜିଲା ପାରଳାଖେମୁଣ୍ଡିରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ପାରଳାଖେମୁଣ୍ଡି ରାଜନହର ମୁଖ୍ୟ ରାସ୍ତା କଡ଼ରେ ଜଣେ ଅସହାୟ ମହିଳା ପ୍ରସବ କରିଛନ୍ତି। ମହିଳା ଜଣକ ଭିକ୍ଷା ମାଗି ଚଳୁଥିଲେ। ପୂର୍ବାହ୍ନରେ ସେ ରାସ୍ତାକଡ଼ରେ ଭିକ୍ଷା ମାଗୁଥିବା ବେଳେ ହଠାତ୍‌ ପ୍ରସବ ଯନ୍ତ୍ରଣା ହୋଇଥିଲା। ଏ ନେଇ ସ୍ଥାନୀୟ ଲୋକେ ଆମ୍ବୁଲାନ୍ସକୁ ଡାକିଥିଲେ ମଧ୍ୟ ତାହା ପହଞ୍ଚତ୍ ନ ଥିଲା। ଫଳରେ ରାସ୍ତାକଡ଼ରେ ମହିଳା ଜଣକ ଏକ ଶିଶୁପୁତ୍ର ଜନ୍ମ ଦେଇଥିଲେ। ସ୍ଥାନୀୟ ଲୋକେ ଏକ ଅଟୋରେ ମା’ ଓ ଶିଶୁକୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ନେଇଥିଲେ। ବର୍ତ୍ତମାନ ମା’ ଓ ଶିଶୁପୁତ୍ର ସୁସ୍ଥ ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ହାଟରେ ଗଣ୍ଡଗୋଳ କରି ବନ୍ଧା ହେଲେ

ଲହୁଣୀପଡ଼ା,୨୦।୬(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ଲହୁଣୀପଡ଼ା ଥାନା ଅଧୀନ ରାଜାମୁଣ୍ଡା ପଞ୍ଚାୟତ ଗମଲେଇ ସାପ୍ତାହିକ ହାଟରେ ବନ୍ଧୁକ ଦେଖାଇ ଡକାୟତି କରୁଥିବା ଅଭିଯୋଗରେ ପୋଲିସ ୩ ଜଣଙ୍କୁ...

ବାଲିଶଙ୍କରା ସେକ୍ସନରେ ହାତୀ ଉପଦ୍ରବ: ଭାଙ୍ଗିଲା ଘର

ବାଲିଶଙ୍କରା,୨।୧୧(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ବାଲିଶଙ୍କରା ସେକ୍ସନ କଛାରଯୋର ଗ୍ରାମରେ ସୋମବାର ରାତିରେ ହାତୀ ଉପଦ୍ରବ ଦେଖିବାକୁ ମିଳିଛି। ହାତୀ ଗାଁର ଶ୍ରୀଧର ଦଣ୍ଡସେନାଙ୍କ ଘର ଭାଙ୍ଗିଥିବା...

ଶ୍ରୀମନ୍ଦିରରେ କୃଷ୍ଣଲୀଳା ସମାପନ

ପୁରୀ ଅଫିସ,୨୯ା୮: ପ୍ରବଳ ପ୍ରତାପୀ କଂସ ବଧ ସହିତ ଶ୍ରୀମନ୍ଦିରରେ ଚାଲିଥିବା କୃଷ୍ଣଲୀଳା ପରିସମାପ୍ତି ଘଟିଛି। ଭାଦ୍ରବ ଶୁକ୍ଲ ଦଶମୀ ଅବସରରେ ଶୁକ୍ରବାର ଶ୍ରୀମନ୍ଦିରରେ ମଧ୍ୟାହ୍ନ...

ପରିବା ଢାଳି ରାସ୍ତା ଅବରୋଧ

ଝାରସୁଗୁଡ଼ା ଅଫିସ,୭ା୪: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ୩ ସପ୍ତାହ ପାଇଁ ଜିଲାର ୭୭ ସାପ୍ତାହିକ ବଜାର ବନ୍ଦ ଘୋଷଣା କରିଛନ୍ତି। ଏହାକୁ...

ରଥଖଳା ଚଳଚଞ୍ଚଳ, ଆଜି କଣ୍ଟା ଅନୁକୂଳ

ପୁରୀ ଅଫିସ,୮।୬: ପୁରୀ ରଥଯାତ୍ରା ପାଇଁ ରଥଖଳା ଚଳଚଞ୍ଚଳ ହୋଇ ଉଠିଛି। ରଥ ଖଳାରେ ତିନି ରଥ ନିର୍ମାଣ କାର୍ଯ୍ୟ ଜୋରଦାର ଆଗେଇ ଚାଲିଛି ।...

ଆଖିପତାରେ ବଢୁଛି ମାଂସପିଣ୍ଡୁଳା

ନାଉଗାଁ,୨୭ା୫(ସ୍ବ.ପ୍ର.): ଆଖି ପତାରେ ବଢ଼ୁଛି ମାଂସପିଣ୍ଡୁଳା। ଅସହ୍ୟ ଯନ୍ତ୍ରଣା ହେଉଛି। ମାତ୍ର ନାବାଳକଙ୍କ ଦୁଃଖ ଶୁଣିବାକୁ କେହି ନାହାନ୍ତି। କାରଣ ସେ ଦିବ୍ୟାଙ୍ଗ ହୋଇଥିବାବେଳେ ଅନାଥ।...

ଦେଢ କେଜି ବ୍ରାଉନସୁଗାର ଜବତ: ଜଣେ ଗିରଫ

ବାଲେଶ୍ୱର ଅଫିସ,୧୯।୧୦: ବାଲେଶ୍ବର ଜିଲା ଜଳେଶ୍ବର ଅଞ୍ଚଳରୁ ଦେଢ କୋଟି ଟଙ୍କାର ବ୍ରାଉନସୁଗାର ମଙ୍ଗଳବାର ଜବତ କରାଯାଇଛି। ଏଥିରେ ଦୁଇ ମହିଳାଙ୍କୁ ପୋଲିସ ଅଟକ ରଖି...

ପ୍ରଘଟ ହେଉଛି କରୋନା ସଂକ୍ରମିତଙ୍କ ତଥ୍ୟ

ଅନୁଗୋଳ ଅଫିସ, ୧୩ା୭: କରୋନା ସଂକ୍ରମିତଙ୍କ ପରିଚୟ ବାହାରେ ପ୍ରକାଶ ନ କରିବାକୁ ସରକାରଙ୍କ କଡ଼ା ନିର୍ଦ୍ଦେଶ ରହିଛି। କିନ୍ତୁ ଅନୁଗୋଳ ଜିଲାରେ ଠିକ୍‌ ଭାବେ ଏହା...

Advertisement
Archives

Model This Week