ସ୍ବାମୀଙ୍କ ବେକରେ ଗାମୁଛା ଭିଡ଼ି ହତ୍ୟା କଲେ ସ୍ତ୍ରୀ

ଝାରବନ୍ଧ,୧୮ା୧୦(ଡି.ଏନ୍‌.ଏ.): ବରଗଡ଼ ଜିଲା ଝାରବନ୍ଧ ଥାନା ଅନ୍ତର୍ଗତ କୁସୁମଦର୍ହା ଗ୍ରାମରେ ରବିବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଉକ୍ତ ଗ୍ରାମର ସମାରୀ ବରିହା(୩୨) ଘରେ ସ୍ବାମୀ ସଦାଶିବଙ୍କ ବେକରେ ଗାମୁଛା ଭିଡ଼ି ହତ୍ୟା କରିବା ଘଟଣା ଚାଞ୍ଚଲ୍ୟ ଖେଳାଇ ଦେଇଛି। ଝାରବନ୍ଧ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତନାଘନା ଚଳାଇଛି। ଅଭିଯୁକ୍ତ ସ୍ତ୍ରୀଙ୍କୁ ପୋଲିସ ଥାନାକୁ ନେଇ ଅଧିକ ପଚରାଉଚରା କରୁଛି। ନିଶାସକ୍ତ ଅବସ୍ଥାରେ ସବୁଦିନ କାହିଁକି ଘରକୁ ଆସୁଛ କହି ଅଭିଯୁକ୍ତ ସ୍ତ୍ରୀ ତାଙ୍କ ସ୍ବାମୀଙ୍କ ଗଳାରେ ଏକ ଗାମୁଛା ଭିଡ଼ି ଟାଣି ଦେଇଥିଲେ। ଏହାପରେ ଘଟଣାସ୍ଥଳରେ ହିଁ ସଦାଶିବ ଟଳି ପଡ଼ିଥିବା ସାଧାରଣରେ ଆଲୋଚନା ହେଉଛି। ପୋଲିସ ଏହାର ଅଧିକ ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ବାରାଣ୍ଟାଇନ ସେଣ୍ଟର ବୁଲିଲେ ବିଧାୟକ

ପୁରୀ ଅଫିସ,୨୮ା୪: ପୁରୀ ସଦର ବ୍ଲକର ବିଭିନ୍ନ ପଞ୍ଚାୟତରେ କରୋନା ମୁକାବିଲା ନେଇ କିଭଳି ପ୍ରସ୍ତୁତି ଚାଲିଛି ତାହାର ତଦାରଖ କରିଛନ୍ତି ପୁରୀ ବିଧାୟକ ଜୟନ୍ତ...

ସମର୍ଥନ ଯୋଗାଡ଼ରେ ବ୍ୟସ୍ତ ବିଜେଡି, ଭାଜପା

ଛେଣ୍ଡିପଦା,୬।୩(ସ୍ବ.ପ୍ର.) ସପ୍ତାହେ ପରେ ଅର୍ଥାତ୍‌ ଆସନ୍ତା ୧୨ ତାରିଖରେ ହେବ ପଞ୍ଚାୟତ ସମିତି ଅଧ୍ୟକ୍ଷ ନିର୍ବାଚନ। ଏହାକୁ ନେଇ ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକରେ ରାଜନୀତି ଜୋର୍‌ଧରିଛି।...

ରାଜସ୍ବ ଗଁ। ମାନ୍ୟତା ପାଇବାରୁ ବଞ୍ଚିତ ବାଞ୍ଜିପଦର

କର୍ଲାମୁଣ୍ଡା,୧୭।୬ (ଡି.ଏନ.ଏ.) କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ ସାପଲହରା ପଞ୍ଚାୟତ ଅର୍ନ୍ତଗତ ସାପଲହରା ରାଜସ୍ବ ଗ୍ରାମର ହାମ୍‌ଲେଟ ହେଉଛି ବାଞ୍ଜିପଦର। ବ୍ଲକ କାର୍ଯ୍ୟାଳୟଠାରୁ ୮ କି.ମି....

ଅସ୍ତରଙ୍ଗ ବେଳାଭୂମି ସଫେଇ କଲେ ମନ୍ତ୍ରୀ, ମାନବ ଶୃଙ୍ଖଳରେ ‘ମୋ ବିଚ୍‌’

କାକଟପୁର,୨୧ା୯(ଡି.ଏନ୍‌.ଏ.): ଶନିବାର ଅନ୍ତର୍ଜାତୀୟ ବେଳାଭୂମି ସଫେଇ ଦିବସ। ଏହି ଉପଲକ୍ଷେ ଅସ୍ତରଙ୍ଗ ବ୍ଲକ ଜାହାନିଆଁଠାରେ ସ୍ଥାନୀୟ ବିଧାୟକ ତଥା କ୍ରୀଡ଼ା, ଯୁବ ବ୍ୟାପାର, ପ୍ରଯୁକ୍ତିବିଦ୍ୟା ବିଭାଗ...

ଧାନ ସଂଗ୍ରହ ନିମନ୍ତେ ଦ୍ୱିତୀୟ ଜିଲାସ୍ତରୀୟ କମିଟି ବୈଠକ: ଟୋକନ ଅବଧି ଏକ ମାସ କରିବାକୁ ଦାବି

ଜଗତ୍‌ସିଂହପୁର ଅଫିସ,୧ା୩: ଚଳିତବର୍ଷରୁ ପଞ୍ଜୀକୃତ ଚାଷୀମାନେ ସେମାନଙ୍କ ବଳକା ଧାନ ବିକ୍ରି କରିବା ପାଇଁ ଟୋକନ୍‌ ବ୍ୟବସ୍ଥା ହୋଇଛି। ଟୋକନ୍‌ ପାଇଲା ପରେ ଚାଷୀ ୭ଦିନ...

ବୁଗୁଡ଼ାରେ ଶଟଡାଉନ୍‌ ପ୍ରଭାବ: ରାସ୍ତାଘାଟ ଶୂନଶାନ

ବୁଗୁଡ଼ା,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା ଅକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏ ନେଇ ଜିଲା ପ୍ରଶାସନ ପକ୍ଷରୁ ଜୁନ୍‌ ମାସ ପ୍ରତ୍ୟେକ...

ବିଦ୍ୟୁତ୍‌ ବିଲ୍‌ ଆଦାୟ ଦାୟିତ୍ୱ ପ୍ରଦାନରେ ରାଜନୈତିକ ଚାପ:  ସମାଧାନ ନ ହେଲେ ଆନ୍ଦୋଳନ ଚେତାବନୀ

କନିଷି,୧୨ା୯(ଡି.ଏନ.ଏ.)-ବ୍ରହ୍ମପୁର ସାଉଥ୍‌କୋ ୟୁଟିଲିଟି ଅଧୀନ କନିଷି ସବଡିଭିଜନର ସ୍ବୟଂ ସହାୟିକା ଗୋଷ୍ଠୀକୁ ବିଦ୍ୟୁତ୍‌ ବିଲ ଆଦାୟ ଦାୟିତ୍ୱ ପ୍ରଦାନରେ ରାଜନୈତିକ ଚାପକୁ ନେଇ ଅସନ୍ତୋଷ ବୃଦ୍ଧି...

ଭଦ୍ରକରୁ ବରଗଡ଼କୁ ଧାନ ଚାଲାଣ : ପ୍ରଶାସନିକ କାର୍ଯ୍ୟାନୁଷ୍ଠାନ ଆରମ୍ଭ

ବରଗଡ଼ ଅଫିସ୍‌/ଅତାବିରା,୨।୧: ଗତ କିଛିଦିନ ତଳେ ଭଦ୍ରକରୁ ଆସୁଥିବା ଏକ ଧାନ ବୋଝେଇ ଟ୍ରକ୍‌ ବରଗଡ଼ ସହର ଉପକଣ୍ଠ ହଳଦୀପାଲି ଛକରେ ଧରାପଡ଼ିଥିଲା। ଅନୁରୂପ ଭାବେ...

Advertisement
Archives

Model This Week