Posted inଖେଳ

ଏହି କ୍ରିକେଟରଙ୍କୁ ପିଠିରେ ଉଠାଇ ବ୍ୟାୟାମ କଲେ ସ୍ତ୍ରୀ

ନୂଆଦିଲ୍ଲୀ,୨୦।୫:କୋଲକାତା ନାଇଟ ରାଇଡର୍ସ (କେକେଆର୍‌) ବ୍ୟାଟ୍ସମ୍ୟାନ ନୀତୀଶ ରାଣା ଗତ କିଛି ଆଇପିଏଲ ସିଜିନରେ ଭଲ ପ୍ରଦର୍ଶନ କରିଆସୁଛନ୍ତି। ଏହି ସମୟରେ ନୀତୀଶଙ୍କ ସ୍ତ୍ରୀ ସାଚ୍ଚି ମାରୱା ଏକ ଭିଡିଓ ପୋଷ୍ଟ କରିଛନ୍ତି। ଭିଡିଓରେ ସେ ନୀତୀଶ ରାଣାଙ୍କୁ ପିଠିରେ ଉଠାଇ ଏକ ବ୍ୟାୟାମ କରୁଥିବାର ନଜର ଆସିଛନ୍ତି। ପ୍ରଶଂସକମାନେ ଏହି ଭିଡିଓକୁ ବହୁତ ପସନ୍ଦ କରିଛନ୍ତି। ୨୦୧୫ରେ ନୀତୀଶ ଆଇପିଏଲ ଡେବ୍ୟୁ କରିଥିଲେ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ପାଇଁ ଖେଳିଥିଲେ। ମୁମ୍ବାଇ ତାଙ୍କୁ ୧୦ ଲକ୍ଷରେ କିଣିଥିଲା। ମୁମ୍ବାଇ ଦଳରେ ସେ ୩ ବର୍ଷ ରହିଲେ। ୨୦୧୭ରେ ମୁମ୍ବାଇକୁ ବିଜେତା କରିବାରେ ସେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ସେ ୧୩ଟି ମ୍ୟାଚରେ ୩୩୩ ରନ ସ୍କୋର କରିଥିଲେ, ତାଙ୍କର ଷ୍ଟ୍ରାଇକ ହାର ୧୨୬ ଥିଲା। ନୀତୀଶଙ୍କୁ ୨୯୧୮ରେ ୩.୪ କୋଟିରେ କେକେଆର କିଣିଥିଲା ଏବଂ ସେବେଠାରୁ ସେ ଏହି ଦଳର ଏକ ଅଂଶ ଅଟନ୍ତି। ନୀତୀଶ ରାଣା ଦିଲ୍ଲୀର ବାସିନ୍ଦା। ସେ ୨୦୧୮ରେ ସାଚ୍ଚି ମାରୱାଙ୍କୁ ବିବାହ କରିଥିଲେ। ସାଚ୍ଚି ଜଣେ ଆର୍କିଟେକ୍‌ ଭାବରେ କାମ କରନ୍ତି।
ଆଇପିଏଲ ୨୦୨୧ ସ୍ଥଗିତ ହେବା ପୂର୍ବରୁ ନୀତୀଶ ଭଲ ଇନିଂସ ଖେଳିଥିଲେ। ସେ ସାତୋଟି ମ୍ୟାଚରେ ୨୦୧ ରନ ସ୍କୋର କରିଥିଲେ। ସେ ଶ୍ରୀଲଙ୍କା ବିପକ୍ଷ ଏକଦିବସୀୟ ଏବଂ ଟି -୨୦ ସିରିଜରେ ସୁଯୋଗ ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

ମୁଜାଗଡ଼ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ, ସାନକୋଦଣ୍ଡାକୁ ହରାଇ ବୋଇରାଣୀ ଚାମ୍ପିୟନ

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ରେ ଆଜକୁ ଏକ ସପ୍ତାହ ଧରି ଚାଲିଥିବା ମୁଜାଗଡ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ମଙ୍ଗଳବାର ସାନକୋଦଣ୍ଡା ଓ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

ଗୋପାଳଙ୍କ ଉପରେ ଭରସା କଲେ ନବୀନ ଦେଲେ ଗୁରୁଦାୟିତ୍ୱ: ବିଜେଡିର ନିଶ୍ଚୟ ବିଜୟ କହିଲେ…

କେସିଙ୍ଗା,୩୦।୧୨(ତୁମେଶ୍ୱର ସାହୁ): ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ ନାମ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ  ଘୋଷଣା...

୨୦୨୬ରେ ହେବ ଭାରତ ପାକିସ୍ତାନ ଯୁଦ୍ଧ? ଆସୁଛି ଅସ୍ତ୍ର

ନୂଆଦିଲ୍ଲୀ,୩୦।୧୨: ଆମେରିକୀୟ ଥିଙ୍କ ଟ୍ୟାଙ୍କ କାଉନସିଲ ଅନ ଫରେନ ରିଲେସନ୍ସ (CFR) ଚେତାବନୀ ଦେଇଛି ଯେ ଭାରତ ଏବଂ ପାକିସ୍ତାନ ମଧ୍ୟରେ 2026 ରେ ଯୁଦ୍ଧ...

କ୍ରିକେଟ୍‌ ଟୁର୍ନାମେଣ୍ଟ: ମନମୁଣ୍ଡା ଚାମ୍ପିୟନ

ବାଲିଗୁଡ଼ା,୩୦ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍‌ ଲଣ୍ଡାଗାଁରେ ୫ ଦିନ ଧରି ଚାଲିଥିବା ୧୩ ତମ ବିରାଟେଶ୍ୱର କ୍ରିକେଟ୍‌ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି। କର୍ଣ୍ଣିବେଡ଼ା ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri