ସ୍ବାମୀଙ୍କ ସହ ଝଗଡ଼ା ପରେ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ ସ୍ତ୍ରୀ

ପାଟଣା,୧୮।୧୧(ସ୍ବ.ପ୍ର.): କେନ୍ଦୁଝର ଜିିଲା ପାଟଣା ବ୍ଲକ ଏରେଣ୍ଡେଇ ଗ୍ରାମର ଜଣେ ୪୫ ବର୍ଷୀୟା ମହିଳା ବୁଧବାର ଦେହରେ କିରୋସିନ ଢାଳି ନିଆଁ ଲଗାଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ସେ ହେଲେ ରତ୍ନାକର ପାତ୍ରଙ୍କ ସ୍ତ୍ରୀ ଇନ୍ଦୁମତୀ। ତାଙ୍କୁ ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲେ ହେଁ ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ତୁରନ୍ତ କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ତାଙ୍କ ଶରୀରର ୮୦ ପ୍ରତିଶତ ପୋଡ଼ିଯାଇଥିବା ଡାକ୍ତର କହିଛନ୍ତି।
ସୂଚନାଯୋଗ୍ୟ, ସକାଳୁ ସ୍ବାମୀଙ୍କ ସହ କୌଣସି କାରଣରୁ ଝଗଡ଼ା ଲାଗି ଥିଲା। ଏଥିରେ ଇନ୍ଦୁମତୀ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗାଁ ରାସ୍ତା ସିଲ୍‌

ସମ୍ବଲପୁର, ୨୬।୩ (ବ୍ୟୁରୋ) କରୋନା ସଂକ୍ରମଣକୁ ନେଇ ସମ୍ବଲପୁର ଜିଲାରେ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଉଛି । ସହର ସହ ଗ୍ରାମାଞ୍ଚଳରେ ମଧ୍ୟ ଲୋକମାନେ ସଚେତନ...

ନିରାଡ଼ମ୍ବର ଭାବେ ମଧୁବାବୁଙ୍କ ଜୟନ୍ତୀ ପାଳିତ

ବାଲେଶ୍ୱର ଅଫିସ,୨୮।୪- ବାଲେଶ୍ୱରର ଅନ୍ୟତମ ଅଗ୍ରଣୀ ଅନୁଷ୍ଠାନ ‘ଉତ୍କଳ ଗୌରବ ମଧୁସୂଦନ ସାଂସ୍କୃତିକ ପରିଷଦ’ ତରଫରୁ ମଧୁସୂଦନ ଦାସଙ୍କ ୧୭୩ତମ ଜୟନ୍ତୀ ଉତ୍ସବ ନିରାଡ଼ମ୍ବର ଭାବରେ...

ସମାଧାନ ହୋଇପାରୁନି ମହାନଦୀ ଜଳ ବିବାଦ: ୧୫ ଜଣିଆ ଟିମ୍‌ର ମହାନଦୀ ଯାତ୍ରା

ଝାରସୁଗୁଡ଼ା ଅଫିସ,୨୦ା୫: ମହାନଦୀ ଜଳ ବିବାଦକୁ ନେଇ ଓଡ଼ିଶା-ଛତିଶଗଡ଼ ଉଭୟ ରାଜ୍ୟ ମଧ୍ୟରେ ଦେଖା ଦେଇଥିବା ବିବାଦ ଅଦ୍ୟାବଧି ସମାଧାନ ହୋଇପାରିନାହିଁ। ଏନେଇ ମହାନଦୀ ବଞ୍ଚାଅ...

କରୋନାକୁ ନେଇ ସୋସିଆଲ ମିଡ଼ିଆରେ ଗୁଜବ, ଗିରଫ ପରେ ବ୍ୟକ୍ତିଗତ ମୁଚାଲିକାରେ ଛାଡିଲା ପୋଲିସ

ପାଇକମାଲ, ୪।୪(ଡିଏନଏ)- ସୋସିଆଲ ମିଡ଼ିଆରେ କରୋନାକୁ ନେଇ ଗୁଜବ ସୃଷ୍ଟି କରିବା ବରଗଡ଼ ଜିଲା ପାଇକମାଲ ଥାନା ଅନ୍ତର୍ଗତ ମାଣ୍ଡୋସିଲ ଗ୍ରାମର ଜଣେ ଯୁବକ ପ୍ରଶାନ୍ତ...

କୋଇଲା ବୋଝେଇ ଟ୍ରେନ୍‌ରେ ଲାଗିଲା ନିଆଁ

ନିରାକାରପୁର,୩୦ା୫(ଡି.ଏନ୍‌.ଏ.): ପୂର୍ବତଟ ରେଳବାଇ ଅନ୍ତର୍ଗତ ଖୋର୍ଦ୍ଧା ରୋଡ୍‌ ଡିଭିଜନ ଅନ୍ତର୍ଗତ କାଳୁପଡ଼ା ଘାଟ ରେଳ ଷ୍ଟେଶନ ୪ ନମ୍ବର ପ୍ଲାଟଫର୍ମରେ ଅଟକି ରହିଥିବା ଏକ କୋଇଲା...

ଆମେ ଅପହରଣ କରିଥିବା ଅଭିଯୋଗ ମିଥ୍ୟା: ଗ୍ରାମବାସୀ

ମାଲକାନଗିରି,୨୮ା୯ (ଡି.ଏନ୍‌.ଏ.): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ଅ‘ର୍ଗତ ଏମ୍‌.ଭି. ୧୨୨ ଗ୍ରାମର ଜଣେ ବ୍ୟକ୍ତିଙ୍କ ଝିଅକୁ ଏମ୍‌.ଭି. ୫୦ ଗ୍ରାମର ଗ୍ରାମବାସୀ ଅପହରଣ କରିଛନ୍ତି।...

ମହଙ୍ଗା ପଡ଼ିଲା ପ୍ରସୂତିଙ୍କୁ ଦୁର୍ବବ୍ୟହାର: ଡାକ୍ତରଙ୍କ ନାଁରେ ମାମଲା ରୁଜୁ

ଝାରସୁଗୁଡା ଅଫିସ,୧୦।୫: ଝାରସୁଗୁଡା ଜିଲା ମୁଖ୍ୟ ଚିକିତ୍ସାଳୟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ଡାକ୍ତର ପ୍ରସୂତି ମହିଳାମାନଙ୍କୁ ଚିକିତ୍ସା କରିବା ବେଳେ ଅମାନୁଷିକ...

ଶ୍ରମ କାର୍ଡ କରାଇବା ନାଁରେ ଅର୍ଥ ଶୋଷଣ

ବଲାଙ୍ଗୀର ଅଫିସ, ୬ା୧୦ ବଲାଙ୍ଗୀର ଜିଲାରେ ଦାଦନ ଶ୍ରମିକଙ୍କ ଶୋଷଣ ଓ ନିର୍ଯାତନା ନୂଆକଥା ନୁହେଁ ା ଏବେ ଦାଦନ ଶ୍ରମିକଙ୍କୁ ଶ୍ରମକାର୍ଡ କରାଇଦେବା ନାଁରେ...

Advertisement
Archives

Model This Week