ଚୁଲି ଜାଳି ପ୍ରତିବାଦ କଲେ ମହିଳା

ନିଶ୍ଚିନ୍ତକୋଇଲି,୨୨।୧୧(ସ୍ବ.ପ୍ର): ନିଶ୍ଚିନ୍ତକୋଇଲି ବ୍ଲକ ମହିଳା,ଯୁବ ଓ ଛାତ୍ର ବିଜେଡି ପକ୍ଷରୁ ରନ୍ଧନ ଗ୍ୟାସ ଦର ବୃଦ୍ଧି ନେଇ ପ୍ରତିବାଦ ସଭା କରାଯାଇଛି । ନିଶ୍ଚିନ୍ତକୋଇଲି ବଉଳ ବଜାରରୁ ଶୋଭାଯାତ୍ରା ବାହାରି ବ୍ଲକ ସମ୍ମୁଖରେ ପ୍ରତିବାଦ କରାଯାଇଥିଲା। ବିଡିଓଙ୍କୁ ମହାମହିମ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଦାବି ପତ୍ର ଦେଇଛନ୍ତି । ବ୍ଲକ ସମ୍ମୁଖରେ ଚୁଲି ଜାଳି ମହିଳା ନେତ୍ରୀମାନେ ପ୍ରତିବାଦ କରିଥିଲେ । ଏହି କାର୍ଯ୍ୟକ୍ରମରେ ବ୍ଲକ ଅଧ୍ୟକ୍ଷା ସବିତା ଓଝା, ଯୁବ ବିଜେଡି ସଭାପତି ଆନନ୍ଦ ଦାସ, ଛାତ୍ର ବିଜେଡି ସଭାପତି ସତ୍ୟଜିତ ମହାପାତ୍ର, ମହିଳା ନେତ୍ରୀ ସତ୍ୟଭାମା ନାୟକ ପ୍ରମୁଖ ପ୍ରତିବାଦ କରିଥିଲେ । ବ୍ଲକ ବିଜେଡି ସଭା ରମାକାନ୍ତ ମହାନ୍ତି ସଭାପତିତ୍ୱ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

୨୦ଲକ୍ଷ ଦାଦାବଟିକୁ ନେଇ ଗୁଳିକାଣ୍ଡ

ଗୋପ,୭ା୧୧(ଡି.ଏନ୍‌.ଏ.) ଦାଦାବଟିକୁ ନେଇ ପୁରୀ ଜିଲା ଗୋପ ଅଞ୍ଚଳରେ ବୁଧବାର ଗୁଳିକାଣ୍ଡ ସହ ଗାଡ଼ି ପୋଡ଼ି ହୋଇଛି। ଗୋପ-ବାଲିଘାଇ ରାସ୍ତାର ସୁବର୍ଣ୍ଣପୁର ନିକଟରେ ଦୁଇ ଯୁବକ...

କେସିଙ୍ଗା ଏନ୍‌ଏସିରେ ଯୋଗଦେଲେ ନୂତନ ନିର୍ବାହୀ ଅଧିକାରିଣୀ

କେସିଙ୍ଗା, ୧।୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବିଜ୍ଞାପିତ ଅଞ୍ଚଳ ପରିଷଦରେ ନୂତନ ନିର୍ବାହୀ ଅଧିକାରିଣୀ ଭାବେ କିରଣ ବେହେରା ଯୋଗଦାନ କରିଛନ୍ତି। ସେ ପ୍ରଥମେ ୨୦୨୧...

ବର୍ଷାରେ ଦବିଲା ପୋଲ

ଛେଣ୍ଡିପଦା,୨୬।୧୦(ସ୍ବ.ପ୍ର.) – ଅନୁଗୋଳ ଜିଲାରେ ଦୁଇ ଦିନ ଧରି ଲଘୁଚାପ ଜନିତ ବର୍ଷା ଯୋଗୁ ଶୁକ୍ରବାର ଛେଣ୍ତିପଦା ବ୍ଲକ କୁମ୍ଭାରିଆ ନାଳ ଉପରେ ନିର୍ମିତ ପୋଲର...

ବ୍ରହ୍ମବରଦା ‘କଣ୍ଟେନମେଣ୍ଟ ଜୋନ’ ଘୋଷିତ

ଯାଜପୁର ଅଫିସ/ଯାଜପୁର ଟାଉନ,୬ା୪(ଡି.ଏନ.ଏ.) ଯାଜପୁର ଜିଲାର କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ରସୁଲପୁର ବ୍ଲକର ବ୍ରହ୍ମବରଦା ଗ୍ରାମ ଏବଂ ଏହାର ୩ କି.ମି. ପରିଧି ଅଞ୍ଚଳକୁ...

ଲଘୁଚାପ ବର୍ଷାରେ ବେହାଲ ବ୍ରହ୍ମପୁର: ରାସ୍ତାରେ ଲହଡ଼ି ମାରୁଛି ବର୍ଷାଜଳ, ଘରେ ପଶିଲା ନର୍ଦ୍ଦମା ପାଣି

ବ୍ରହ୍ମପୁର ଅଫିସ, ୫।୯-ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଗଞ୍ଜାମ ଜିଲାର ବିଭିନ୍ନ ସ୍ଥାନରେ ବୁଧବାର ବିଳମ୍ବିତ ରାତିରୁ ବର୍ଷା ଲାଗି ରହିଛି। ଭୋରରୁ...

୨୩୭ ଅତି ସମ୍ବେଦନଶୀଳ ବୁଥ୍‌

କେନ୍ଦୁଝର,୩୦ା୧ (ସ୍ବ.ପ୍ର.): କେନ୍ଦୁଝର ଜିଲାରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଜୋରଦାର ଚାଲିଛି ା ବିଶେଷ କରି ଅବାଧ, ଭୟମୁକ୍ତ ଓ...

ଜମିବାଡ଼ି ସମସ୍ୟା: ରେଙ୍ଗାଲି ତହସିଲ ଅଫିସରେ ନିଆଁ ଲଗାଇ ଦେଲେ ଯୁବକ

ସମ୍ବଲପୁର, ୨୦।୧୧ (ବ୍ୟୁରୋ)- ସମ୍ବଲପୁର ରେଙ୍ଗାଲି ତହସିଲ ଅଫିସରେ ଠେଲକୋଲି ଥାନା ଅନ୍ତର୍ଗତ ରାଜୀବ କିଶାନ ବୋଲି ଜଣେ ଯୁବକ କିରାସିନି ଢ଼ାଲି ନିଆଁ ଲଗାଇ...

ମୁନିଗୁଡ଼ାରେ ମାଓବାଦୀ ବିରୋଧୀ ପୋଷ୍ଟର

ମୁନିଗଡ଼ା,୭।୨(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ମୁନିଗୁଡ଼ା ଥାନା ବୁର୍ଷିଖମ୍ବା ଗ୍ରାମ ଛକସ୍ଥିତ ଯାତ୍ରୀ ବିଶ୍ରାମାଗାରରେ ମାଓବାଦୀ ବିରୋଧୀ ପୋଷ୍ଟର ଲାଗିଥିବା ଦେଖିବାକୁ ମିଳିଛି। ଉକ୍ତ ପୋଷ୍ଟରରେ ଡଙ୍ଗରିଆ...

Advertisement
Archives

Model This Week