ମହିଳା ଦିବସରେ ପାଣି ପାଇଁ ପ୍ରତିବାଦ କଲେ ମହିଳା

ବସ୍ତା,୮।୩(ଡି.ଏନ୍‌.ଏ): ବିଶ୍ୱ ମହିଳା ଦିବସରେ ବସ୍ତା ବ୍ଲକ ଅନ୍ତର୍ଗତ ଗୋଡ଼ିଖାଳ ନିକଟ ଜୁଣବଳଦାଠାରେ ପାନୀୟ ଜଳର ସମସ୍ୟା ନେଇ ମହିଳାମାନଙ୍କ ଦ୍ୱାରା ୬୦ ନଂ ଜାତୀୟ ରାଜପଥ ଅବରୋଧ କରାଯାଇ ଥିବା ଜଣାପଡ଼ିଛି। ଦୀର୍ଘଦିନ ଧରି ପାଣି ସମସ୍ୟା ଲାଗି ରହି ଥିବାରୁ ମହିଳାମାନେ ଏହିଭଳି ପ୍ରତିବାଦ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଗୋପାଳ ସମାଜର ତୃତୀୟ ବାର୍ଷିକ ସମ୍ମିଳନୀ: କଲ୍ୟାଣ ମଣ୍ଡପ ନିମନ୍ତେ ଏମ୍.ପି. କଲେ ଶିଳାନ୍ୟାସ

ଦିଗପହଣ୍ଡି,୨୨|୭(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି-ପୋଡ଼ାମାରି ରାସ୍ତାରେ ଥିବା ତିନି ତାଲୁକା ଷୋହଳ ଖଣ୍ଡ ଗୋପାଳ ସମାଜ ପରିଚାଳନା ପରିଷଦ କାର୍ଯ୍ୟାଳୟ ପରିସରରେ ଗୋପାଳ…

ଲଗାଣ ବର୍ଷାରେ ଭୁଶୁଡ଼ିଲା ବାଞ୍ଛା ପୋଲ, ଯୋଗାଯୋଗ ବିଚ୍ଛିନ୍ନ

ହାଟଡିହୀ/ଛେନାପଦୀ,୨୨ା୭(ଶୁଭକାନ୍ତ ନାୟକ/ନିରାକାର ପରିଡା): ଲଗାଣ ବର୍ଷାରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ପରିସ୍ଥିତି ସଙ୍ଗୀନ ହୋଇ ପଡିଛି । ଲୋକେ ଘରୁ ବାହାରିବା ମୁସ୍କିଲ ହୋଇପଡିଛି…

ଚାଇନା ବିରୋଧରେ ଚନ୍ଦ୍ରଗିରିରେ ତିବତୀୟ ୟୁଥ୍ କଂଗ୍ରେସ ପକ୍ଷରୁ ଶାନ୍ତିପୂର୍ଣ୍ଣ ପ୍ରତିବାଦ, ଦାବି ରଖି…

ମୋହନା,୨୨ା୭( ମନ୍ମଥ ମିଶ୍ର ): ଗଜପତି ଜିଲା ଚନ୍ଦ୍ରଗିରିରେ ବସବାସ କରୁଥିବା ତିବତୀୟ ଶରଣାର୍ଥୀମାନେ ଚାଇନାର କଥିତ ଦମନ ନୀତିକୁ ବିରୋଧ କରି ଶାନ୍ତିପୂର୍ଣ୍ଣ ଭାବେ ଶୋଭାଯାତ୍ରା…

୪ ମାସର ବକେୟା ଭତ୍ତା ଅପେକ୍ଷାରେ ହିତାଧିକାରୀ, ଅଭିଯୋଗ କରିବାରୁ….

ଗୁଡାରି,୨୨ା୭(ପ୍ରମୋଦ କୁମାର ପତି): ସାମାଜିକ ସୁରକ୍ଷା ଯୋଜନାରେ ଗୁଡାରି ବ୍ଲକର ବହୁ ହିତାଧିକାରୀ ଗତ ୪ ମାସ ହେବ ଭତ୍ତା ପାଇନଥିବା ଅଭିଯୋଗ କରିଛନ୍ତି । ଏ…

ରାଜ୍ୟସ୍ତରୀୟ ଓପନ୍ ଟ୍ରାପ୍ ସୁଟିଂ ଚାମ୍ପିୟନସିପ୍-୨୦୨୬: ସ୍ୱର୍ଣ୍ଣ ପଦକ ଜିତିଲେ ଥୁଆମୂଳ ରାମପୁରର ଶୁଭମ

ଥୁଆମୂଳ ରାମପୁର,୨୨ା୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ବ୍ଲକ୍ ପାଇଁ ଗୌରବ । ଅନୁଗୁଳ ଜିଲା ତାଳଚେରସ୍ଥିତ ‘ରାଜା ହୃଦୟ ଚନ୍ଦ୍ର ଦେବ ସୁଟିଂ କମ୍ପ୍ଲେକ୍ସ’ଠାରେ…

୮ମ ଶ୍ରେଣୀ ଛାତ୍ରଙ୍କ ବେକରେ ଗୁଡାଇ ହୋଇଗଲା ଦୋଳି; ଅଚେତ ହୋଇ ତଳେ ପଡିଗଲେ ଛାତ୍ର, ତାପରେ…

ଦିଗପହଣ୍ଡି,୨୨ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଲରା ପଦର ପଞ୍ଚାୟତ ଭୁଡୁକି ଗ୍ରାମରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି । ୮ମ…

ଉତ୍ତମ ରାଷ୍ଟ୍ର ଗଠନ ପାଇଁ ଉତ୍ତମ ସାହିତ୍ୟ ଚେତନା ଜରୁରୀ

ଭଞ୍ଜନଗର,୨୨ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲା ବେଲଗୁଣ୍ଠା ବ୍ଳକ୍ ଶାସନ ପଞ୍ଚାୟତ ଅନ୍ତର୍ଗତ ବଡ଼ଦୋଡଙ୍ଗା ଗ୍ରାମରେ ବୁଧବାର ଏକ କବିତା ଆସର ଏବଂ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି।…

ନକଲି ଅଦାଲତ ଆଦେଶ ଦେଖାଇ ୫୦ ହଜାର ଟଙ୍କା ଠକେଇ, ଏପରି ଧରିଲା ପୋଲିସ

ଅତାବିରା,୨୨।୭(ଯୁଧିଷ୍ଠିର ମହାପାତ୍ର): ନିଜକୁ ଆଇନଜୀବୀ ପରିଚୟ ଦେଇ ଠକେଇ ଅଭିଯୋଗରେ ଜଣେ ଗିରଫ । ନକଲି ଅଦାଲତ ଆଦେଶ ପ୍ରସ୍ତୁତ କରି ଜଣେ ମହିଳାଙ୍କ ପରିବାରଠାରୁ ୫୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri