Posted inଫୁରସତ

ଆଖିପିଛୁଳାକେ ଟ୍ରେନ୍‌ ଆଗକୁ ଧାଇଁଗଲେ ମହିଳା: ବିନା ହାତରେ..

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଏଥିରେ ଏକ ରେଳଷ୍ଟେଶନ ନିକଟରେ ଅନେକେ ଟ୍ରେନ୍‌କୁ ଅପେକ୍ଷା କରିଥିବା ଦେଖିବାକୁ ମିଳୁଛି। ସେଥିମଧ୍ୟରୁ ଜଣେ ମହିଳା ହଠାତ୍‌ ଟ୍ରେନ୍‌ ସାମ୍ନାକୁ ଚାଲିଯାଉଛନ୍ତି। ପରେ ଆଉ ଜଣେ ହଠାତ୍‌ ଦୌଡ଼ିଯାଇ ତାଙ୍କୁ ଅଟକାଇବାକୁ ଚେଷ୍ଟା କରିବା ସମୟରେ ତଳେ ପଡ଼ିଯାଉଛନ୍ତି। ପରେ ସେ ମହିଳାଙ୍କୁ ଗୋଡ଼ରେ ଭିଡି ଧରୁଛନ୍ତି। ଏହା ଦେଖି ଅନ୍ୟମାନେ ଉଦ୍ଧାର କରିବାକୁ ଯାଉଛନ୍ତି। ଏହି ସମୟରେ ଟ୍ରେନ୍‌ଟି ପାସ କରୁଛି। ଭିଡିଓକୁ ଭାରତୀୟ ବନସେବା ଅଧିକାରୀ ସୁଶାନ୍ତ ନନ୍ଦ ତାଙ୍କ ଟୁଇଟରରେ ଶେୟାର କରିଛନ୍ତି। ଭିଡିଓଟି ଅଧିକ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

କାହିିଁକି ଇସ୍ତଫା ଦେବେ ସିଦ୍ଦାରାମାୟା, ଜଣାପଡିଲା ଅସଲ କାରଣ, କଂଗ୍ରେସ ଖେଳିଲା ବଡ଼ ଚାଲ୍‌

ନୂଆଦିଲ୍ଲୀ, ୨୭।୫: କଂଗ୍ରେସ ଦଳ କର୍ନାଟକରେ ଦୀର୍ଘ ଦିନ ଧରି ଚାଲିଥିବା ଆଭ୍ୟନ୍ତରୀଣ ଦ୍ୱନ୍ଦ୍ୱର ପ୍ରାୟ ସମାଧାନ କରିସାରିଛି। ଦୀର୍ଘ ସମୟ ଧରି ଦୁଇ ଶକ୍ତିଶାଳୀ ନେତା,…

ଆଜି ଢିଙ୍କିଆ ଯିବେ ମୁଖ୍ୟମନ୍ତ୍ରୀ, ଓଡ଼ିଶାର ଶିଳ୍ପ ଉନ୍ନତିରେ ଏକ ବଡ଼ ପଦକ୍ଷେପ

ଭୁବନେଶ୍ୱର,୨୭।୫:  ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବୁଧବାର ଜଗତସିଂହପୁର ଜିଲାର ଢିଙ୍କିଆ ଗସ୍ତ କରିବେ। ସେଠାରେ ଜେଏସ୍‌ଡବ୍ଲ୍ୟୁ ଉତ୍କଳ ଷ୍ଟିଲ୍ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବେ।ଏହି କାର୍ଯ୍ୟକ୍ରମରେ ଶିଳ୍ପମନ୍ତ୍ରୀ…

ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଘରେ ପଶିଲା ଇଡି: ୧୨ଟି ସ୍ଥାନରେ ଚଢାଉ

ଥିରୁଭାନନ୍ତପୁରମ,୨୭।୫:କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନଙ୍କ ବାସଭବନରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଚଢାଉ କରୁଛି। ଏହି ଚଢାଉଗୁଡ଼ିକ ଏକ ମନି ଲଣ୍ଡରିଂ ମାମଲା ସହିତ ଜଡିତ। ଇଡି ପିନାରାଇ…

ଜୁନ ୧ ତାରିଖରେ ମିଳିବନି ପେଟ୍ରୋଲ-ଡିଜେଲ! ଧର୍ମଘଟ ଘୋଷଣା କଲେ…

ନୂଆଦିଲ୍ଲୀ, ୨୭।୫: ଜୁନ ୧ ତାରିଖରେ ମିଳିବନି ପେଟ୍ରୋଲ-ଡିଜେଲ । ରାଜସ୍ଥାନର ପେଟ୍ରୋଲ ପମ୍ପ ଅପରେଟରମାନେ ଜୁନ ୧ ତାରିଖରେ ରାଜ୍ୟବ୍ୟାପୀ ଧର୍ମଘଟ ଘୋଷଣା କରିଛନ୍ତି। ପେଟ୍ରୋଲିୟମ…

ଇରାନ-ଆମେରିକା ଯୁଦ୍ଧ ସମ୍ପର୍କରେ ପୁଣିଥରେ ଆସିଲା ଅଶୁଭ ସଙ୍କେତ: ୨୪ ଘଣ୍ଟା ମଧ୍ୟରେ…

ନୂଆଦିଲ୍ଲୀ, ୨୭।୫: ବିଶ୍ୱ ପୁଣିଥରେ ଏପରି ଏକ ସନ୍ଧିରେ ପଡ଼ିଥିବା ପରି ମନେ ହେଉଛି ଯେଉଁଠାରେ ଏକ ଛୋଟ ଚିଙ୍ଗାରି ମଧ୍ୟ ସମଗ୍ର ମଧ୍ୟପ୍ରାଚ୍ୟକୁ ଜଳାଇ ପାରେ।…

ରାଜଧାନୀରେ ଏନ୍‌କାଉଣ୍ଟର୍: ଡ୍ରଗ୍ସ ଡିଲ୍‌ ବେଳେ ବାଜିଲା ଗୁଳି , କୁଖ୍ୟାତ ଡ୍ରଗ୍ସ ମାଫିଆ ପପୁନ୍ ମାଝୀ ଗୁରୁତର

ଭୁବନେଶ୍ୱର,୨୭।୫:ରାଜଧାନୀରେ ଏନ୍‌କାଉଣ୍ଟର। ସକାଳୁ ସକାଳୁ ବାଜିଲା ଗୁଳି। ରାଜଧାନୀରେ କମିଶନରେଟ୍‌ ପୋଲିସ୍‌ ଓ କୁଖ୍ୟାତ ଡ୍ରଗ୍ସ ମାଫିଆ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ଏଥିରେ ଡ୍ରଗ୍ସ ମାଫିଆ…

ତୋରଣ ନିର୍ମାଣରେ ଅନିୟମିତତା ଅଭିଯୋଗ: ଭିଜିଲାନ୍ସ ତଦନ୍ତ ଦାବି

ବରଗଡ଼,୨୭।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ଥାନାଛକ ସମ୍ମୁଖରେ ନିର୍ମିତ ଧନୁଯାତ୍ରା ମହୋତ୍ସବର ସ୍ଥାୟୀ ତୋରଣ ଭାଙ୍ଗିଯିବା ଘଟଣାକୁ ନେଇ ଅସନ୍ତୋଷ ତେଜିବାରେ ଲାଗିଛି। ନିମ୍ନମାନର କାମ ହୋଇଥିବା ଯୋଗୁ…

ସିମନବାଡିରେ କ୍ରିକେଟ ଟୁର୍ନାମେଣ୍ଟର ଶୁଭାରମ୍ଭ: ଭାଇଚାରା ପାଇଁ…

ଦାରିଙ୍ଗବାଡି,୨୭।୫ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପାଟ୍ଟଖଣ୍ଡା ଖେଳ ପଡିଆଠାରେ ବ୍ଲକସ୍ତରୀୟ କ୍ରିକେଟ ଟୁର୍ନାମେଣ୍ଟ ଉଦଘାଟିତ ହୋଇଯାଇଛି। ଏହାକୁ ଜି. ଉଦୟଗିରି ନିର୍ବାଚନ ମଣ୍ଡଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri